23.1 C
Bhubaneswar
Sunday, November 8, 2026
-Advertisement-

ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ତିଖିରି ଗ୍ରାମପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇଛି। ପଞ୍ଚାୟତର ମୋଟ ୨୨ ଜଣ ୱାର୍ଡ ସଭ୍ୟ/ସଭ୍ୟାଙ୍କ ମଧ୍ୟରୁ ୨୧ ଜଣ ଏହି ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଆସନ୍ତା ଜୁଲାଇ...

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ, ସନ୍ଧ୍ୟା ୫ଟାରୁ ସୁନାବେଶ ଆରମ୍ଭ ହେବ।...

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା : ସିଇସି

ଭୁବନେଶ୍ୱର: ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ସଂଲଗ୍ନ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ଉତର ଉପକୂଳ ଓଡ଼ିଶା ଅଂଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା...

ନିଯୁକ୍ତି ମେଳାରେ ୧୧୦୧ ନବନିଯୁକ୍ତଙ୍କୁ ମିଳିବ ନିଯୁକ୍ତିପତ୍ର

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୧ତାରିଖରେ ରାଜ୍ୟ ସରକାର ଏକ ନିଯୁକ୍ତି ମେଳା ଆୟୋଜନ କରିବାକୁ ଯାଉଛନ୍ତି । ଏନେଇ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ସମ୍ପୃକ୍ତ ବିଭାଗ ଗୁଡ଼ିକୁ ଚିଠି ଜାରି କରାଯାଇଛି । ସାଧାରଣ...

ଦୁର୍ଦ୍ଦାନ୍ତ ଅପରାଧୀ କାଳିଆକୁ ପୋଲିସର ଏନ୍‌କାଉଣ୍ଟର

ବ୍ରହ୍ମପୁର: ପୁରୁଷୋତ୍ତମପୁର ନଦୀତଟ ସାହିର କୁକ୍ଷାତ ଅପରାଧି କାଳିଆ ଓରଫ ଘନଶ୍ଯାମ ବେହେରାଙ୍କୁ ପୋଲିସ ଏନକାଉଣ୍ଟର କରିଛି । ପୁରୁଷୋତ୍ତମପୁର ଥାନା ଆଇଆଇସି କୁଳମଣି ସେଠୀ ଓ ତାଙ୍କ ଟିମ ସହ କୋଦଳା -ସିଂହାସିନି ରୋଡ଼ରେ ମୁହାଁମୁହିଁ ହୋଇଥିଲା କାଳିଆ।...

ବାହୁଡା଼ ଯାତ୍ରା ପାଇଁ ଭକ୍ତମୟ ଶ୍ରୀକ୍ଷେତ୍ର:ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ

ପୁରୀ: ଆଜି ହେଉଛି ଆଷାଢ଼ ଶୁକ୍ଳପକ୍ଷ ଦଶମୀ(ବାହୁଡ଼ା ଦଶମୀ)। ଆଜି ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ l ପୂର୍ବ ନିର୍ଦ୍ଧାରିତ ନୀତିକାନ୍ତି ଅନୁସାରେ ଆଜି ସକାଳ ୪ଟାରେ ମଙ୍ଗଳ ଆଳତୀ, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ...

ହେଲିକପ୍ଟର ଗସ୍ତ ମାମଲାରେ ଜବାବ ଦାଖଲ କଲେ ନବୀନ-ପାଣ୍ଡିଆନ

ଭୁବନେଶ୍ୱର: ହେଲିକପ୍ଟର ଗସ୍ତ ମାମଲା ରେ ଖୋର୍ଦ୍ଧା ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ଉଭୟ ପାଣ୍ଡିଆନ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଓକିଲଙ୍କ ମାଧ୍ୟମରେ ଜବାବ ଦାଖଲ କରିଛନ୍ତି। ଜୁଲାଇ ୧୫ତାରିଖ ସୁଦ୍ଧା ପକ୍ଷ ରଖିବାକୁ ଉଭୟଙ୍କୁ...

ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବଢ଼ିଲା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫ ପ୍ରତିଶତ ବୃଦ୍ଧି କରିଛନ୍ତି । ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁଆରୀ ୧ରୁ ମିଳିବ। କର୍ମଚାରୀମାନେ ଏହି ବର୍ଦ୍ଧିତ ଡିଏକୁ ସେମାନଙ୍କ ଜୁଲାଇ...

ପୋଖରୀକୁ ଖସି ପଡ଼ିଲା ବରଯାତ୍ରୀ କାର୍‌, ୫ ମୃତ

ଢେଙ୍କାନାଳ: ଗତକାଲି ବିଳମ୍ବିତ ରାତିରେ ଢେଙ୍କାନାଳ ସଦର ଥାନା ଛାଟିଆ ଗ୍ରାମରେ ଏକ ବରଯାତ୍ରୀ କାର୍ ଭାରସାମ୍ୟ ହରାଇ ପୋଖରୀରେ ବୁଡ଼ି ଯାଇଥିଲା । ଗାଡ଼ିରେ ୭ ଜଣ ଯୁବକ ରହିଥିବା ବେଳେ ୨ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲେ...

ସରକାରୀ ଔଷଧ ଗୋଦାମ ବାହାରେ ପଡ଼ିଛି କୁଢ଼ କୁଢ଼ ଔଷଧ

ମୋହନା: ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିସିନ ଷ୍ଟୋର ପାର୍ଶ୍ୱରେ ଥିବା ଏକ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ ପଡ଼ିଥିବା ଦେଖିବାକୁ ମିଳିଛି । ବହୁବର୍ଷ ପୂର୍ବରୁ ଏହି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଔଷଧ ବାହାରେ ପଡିବା...
- Advertisement -

Latest article

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...