ଗଜପତିଙ୍କ ପରାମର୍ଶ ମାନିଲା ବେଙ୍ଗାଲୁରୁ ଇସ୍କନ୍, ପୁରୀ ଶ୍ରୀମନ୍ଦିର ଅନୁସାରେ ହେବ ରଥଯାତ୍ରା
ପୁରୀ: ପୁରୀ ଗଜପତି ମହାରାଜାଙ୍କ ପରାମର୍ଶକୁ ଗ୍ରହଣ କରିଛି ବେଙ୍ଗାଲୁରୁର ଶ୍ରୀଳ ପ୍ରଭୁପାଦ ଇସ୍କନ୍। ଏଣିକି ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ପାଳନ ହେଉଥିବା ତିଥି ଓ ପରମ୍ପରା ଅନୁସାରେ ହିଁ ରଥଯାତ୍ରା ଆୟୋଜନ କରାଯିବ ବୋଲି ଇସ୍କନ୍ ପକ୍ଷରୁ ସ୍ପଷ୍ଟ...
ପର୍ଯ୍ୟଟନ ହବ୍ ଭାବେ ଗଢ଼ିଉଠିବ ଥୁଆମୂଳ ରାମପୁର: ପ୍ରଭାତୀ ପରିଡ଼ା
ରାମପୁର: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟକରଣ ପାଇଁ ମାନ୍ୟବର ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ବୁଧବାର ଭବାନୀପାଟଣା ସର୍କିଟ୍ ହାଉସଠାରେ କଳାହାଣ୍ଡି ଜିଲ୍ଲା ଭାଜପା...
ଲାଞ୍ଚ ନେଇ ଧରାପଡ଼ିଲେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ସୀତାକାନ୍ତ ରଣା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ସୀତାକାନ୍ତ ରଣା SHG ମହିଳାଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି l ମିଳିଥିବା ସୂତ୍ରରୁ, କଳାହାଣ୍ଡି...
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ନିଟ୍ ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି, ଦିଲ୍ଲୀରେ ଘଟୁଥିବା ଗମ୍ଭୀର ପରିସ୍ଥିତିକୁ ନେଇ ମୁଁ ବିଜେଡି ସାଂସଦମାନଙ୍କ ସହ ଏକ ବୈଠକ...
ଓଡ଼ିଶାରେ ୪,୫୭୩ କୋଟି ଟଙ୍କାର ନିବେଶକୁ ଅନୁମୋଦନ, ...
ଭୁବନେଶ୍ୱର: ସମୃଦ୍ଧ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ ହାସଲ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୮ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟାରାନ୍ସ ଅଥରିଟି ବୈଠକରେ ମୋଟ...
ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ
ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ (ଆର୍.ଆଇ.) ଅନୀତା ଜେନାଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ସେ ଜଣେ ଆବେଦନକାରୀଙ୍କ ପୈତୃକ ଜମିର ସୀମା ନିର୍ଦ୍ଧାରଣ (ଡିମାର୍କେସନ) ରିପୋର୍ଟ ପ୍ରଦାନ କରିବା ପାଇଁ...
ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ଗସ୍ତ କରିବା ସହ ଗଞ୍ଜାମ ଜିଲ୍ଲାର ତପ୍ତପାଣି ମଧ୍ୟ ଯିବେ...
୧୪୫୮ ବିଦ୍ୟାଳୟ ଚାଲୁଛି ଜଣେ ଲେଖାଏଁ ଶିକ୍ଷକରେ
ଭୁବନେଶ୍ୱର: ରାଜ୍ୟରେ ମାତ୍ର ଜଣେ ଲେଖାଏଁ ଶିକ୍ଷକରେ ଚାଲିଛି ୧୪୫୮ ସରକାରୀ ବିଦ୍ୟାଳୟ । ସେହି ବିଦ୍ୟାଳୟ ମାନଙ୍କରେ ୬୦ ହଜାରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ରହିଛନ୍ତି । କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ୟୁଡିଆଇଏସ୍ଇ ପ୍ଲସ୍ (UDISE Plus) ରିପୋର୍ଟରେ ଏହା...
ସଂଶୋଧିତ ଇଂରାଜୀ ବନାନର ତ୍ଵରିତ କାର୍ଯ୍ୟକାରୀ ପାଇଁ ରାଜସ୍ୱ ବିଭାଗର ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟର ଜିଲ୍ଲା, ଉପଖଣ୍ଡ, ତହସିଲ, ବ୍ଲକ୍ ଏବଂ ସହରାଞ୍ଚଳମାନଙ୍କର ନାମର ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ...
ସୋନମ ୱାଙ୍ଗଚୁକଙ୍କ ଅନଶନକୁ ଓଡ଼ିଶାରୁ ସମର୍ଥନ
ଭୁବନେଶ୍ୱର: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସୋନମ ୱାଙ୍ଗଚୁକଙ୍କ ଅନଶନକୁ ଓଡ଼ିଶାରୁ ମିଳିଲା ସମର୍ଥନ । ଦିଲ୍ଲୀର ଯନ୍ତରମନ୍ତରରେ ସମାଜ ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇ ଭୁବନେଶ୍ୱରରେ ମଧ୍ୟ ବିଭିନ୍ନ ସଂଗଠନ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଭୁବନେଶ୍ୱରର...


















