ତହସିଲଦାରଙ୍କୁ ହତ୍ୟା ଧମକ
କଳାହାଣ୍ଡି ଜିଲ୍ଲା ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ସ୍ୱାମୀ ଯେ କି ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି ତହସିଲଦାର ବିଭୁ ପ୍ରସାଦଙ୍କୁ ହତ୍ୟା ଧମକ ଦେବା ପରେ ତାଙ୍କୁ ପୋଲିସ ଖୋଜୁଛି । ବିଧାୟିକାଙ୍କ ଭୁବନେଶ୍ୱରସ୍ଥିତ ସରକାରୀ...
ନୟାଗଡ଼ ବସ୍ ଦୁର୍ଘଟଣା; ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ନୟାଗଡ଼ ଦଶପଲ୍ଲାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ CMRF ପାଣ୍ଠିରୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତି ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ସୂଚନା ଅନୁସାରେ ଗତକାଲି ‘ମା’...
ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଅତ୍ୟାବଶ୍ୟକ ଦ୍ରବ୍ୟର ଯୋଗାଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ
ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି । ଏଥିରେ ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ ଦ୍ରବ୍ୟର କୃତ୍ରିମ ଅଭାବଜନିତ ସମସ୍ୟାର ମୁକାବିଲା ପାଇଁ...
ଭିଜିଲାନ୍ସ ଜାଲରେ ପଡ଼ିଲେ ଗଞ୍ଜାମ ଜଳସେଚନ ପ୍ରକଳ୍ପର SDO
ଗଞ୍ଜାମ ଭଞ୍ଜନଗର ଜଳସେଚନ ବିଭାଗର ଏସଡିଓ ପଞ୍ଚୁ ବେହେରାଙ୍କ ଘରେ ଭିଜିଲାନ୍ସର ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି । ଭଞ୍ଜନଗର ଡହ ଜଳଭଣ୍ଡାର କାର୍ଯ୍ୟାଳୟ ପୋଲସରା ଏବଂ ୫ଟି ଜାଗାରେ ଚଢ଼ାଉ...
SCB ପ୍ରସଙ୍ଗକୁ ନେଇ ଗୃହରେ ହଟ୍ଟଗୋଳ
ଆଜି ବିଧାନସଭାରେ ସୁରୁଖୁରୁରରେ ଚାଲିପାରିଲାନି ଗୃହ। SCB ଅଗ୍ନିକାଣ୍ଡ ଘଟଣାକୁ ନେଇ ଗୃହରେ ଅଚଳାବସ୍ଥା ଜାରି ରହିଛି। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଗୃହ ମଧ୍ୟ ଭାଗରେ କଂଗ୍ରେସ ଓ ବିଜେଡି ବିଧାୟକ ନାରାବାଜି କରିଛନ୍ତି।...
ଗୃହରେ BJDର କଳା ପୋଷାକ ପ୍ରତିବାଦକୁ ନିନ୍ଦା କଲା BJP
ଏସସିବି ଘଟଣାକୁ ନେଇ ଗୃହରେ ଆଜି କଳା ଟି-ସାର୍ଟ ପିନ୍ଧି ବିରୋଧୀ ସଦସ୍ୟମାନେ ନାରାବାଜି କରିଛନ୍ତି । କଳା ରଙ୍ଗର ଟି-ସାର୍ଟ ପିନ୍ଧି ଗୃହରେ ହଙ୍ଗମା କରିଛନ୍ତି। ଯାହା ଫଳରେ ବାଚସ୍ପତି ବାଧ୍ୟ ହୋଇ ପ୍ରଶ୍ନକାଳକୁ ବାତିଲ କରିଥିଲେ। ବିଜେଡିର...
ଓଡିଶାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ; ମୁଖ୍ୟମନ୍ତ୍ରୀ
ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ,୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଓଡ଼ିଶା ହେବ ସମ୍ପୁର୍ଣ୍ଣ ମାଓ ମୁକ୍ତ ରାଜ୍ୟ। ଏବେ ରାଜ୍ୟରେ କେବଳ ୧୫ ଜଣ ମାଓବାଦୀ ସକ୍ରିୟ ଅଛନ୍ତି।ସେମାନେ କନ୍ଧମାଳ, କଳାହାଣ୍ଡି...
ବିଜେଡିକୁ ଦୁର୍ବଳ କରିବା ପାଇଁ ଷଡଯନ୍ତ୍ର ହୋଇଥିଲା ବୋଲି କହିଲେ କଟକ ମେୟର
ରାଜ୍ୟସଭା ନିର୍ବାଚନ ପରେ ବିଜେଡିର ୬ ବିଧାୟକ ନିଲମ୍ୱିତ ହେବା ପରେ ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି । ଏହା ମଧ୍ୟରେ କଟକ ମେୟର ସୁବାଷ ସିଂ କହିଛନ୍ତି ଯେ,"ବିଜେଡି ଦୁର୍ବଳ କରିବା...
ସୁବାସିନୀଙ୍କ ନିଲମ୍ବନକୁ ବିରୋଧ କରି ବିଜେଡ଼ରୁ ଇସ୍ତଫା ଦେଲେ ଅନୀଲ ମହାନ୍ତି
ବିଜେଡି ବିଧାୟିକା ସୁବାସିନୀ ଜେନାଙ୍କୁ ଦଳରୁ ନିଲମ୍ବନ କରାଯାଇବା ପରେ ପରେ ଦଳ ଛାଡ଼ିଲେ ତୃଣମୂଳ ନେତା। ସୁବାସିନୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ଗତକାଲି ଦଳ ଛାଡ଼ିଛନ୍ତି ଅନୀଲ ମହାନ୍ତି। ୧୯୮୫ରୁ ଅନିଲ ମହାନ୍ତି...
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିବ ବିଜେଡ଼ି
ଆସନ୍ତା ସୋମବାର ବିଜୁ ଜନତା ଦଳ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିବ । ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି ଯୁବ ବିଜେଡି ସଭାପତି ଚିନ୍ମୟ ସାହୁ । ଗତକାଲି ବିଜେଡ଼ି ନେତା ପ୍ରତାପ ଜେନାଙ୍କ ବାସଭବନ ସମ୍ମୁଖରେ...


















