28.1 C
Bhubaneswar
Sunday, November 8, 2026
-Advertisement-

ରାଜଧାନୀରେ ତ୍ରିକୋଣୀୟ ପ୍ରେମକୁ ନେଇ ବୁଲିଲା ଖଣ୍ଡା, ୧୦ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁଲିସ

ଭୁବନେଶ୍ୱର: ଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ ପ୍ରେମବ୍ୟାପାରକୁ ନେଇ ଗୁରୁବାରଠୁ ଆରମ୍ଭ ହୋଇଥିବା ଗୋଷ୍ଠୀ ସଂଘର୍ଷ ଆଜି ଉଗ୍ର ରୂପ ନେଇଥିଲା । ଗୋଟିଏ ଗୋଷ୍ଠୀର ଯୁବକମାନେ ପ୍ରତିଶୋଧ ନେବାକୁ ବୁଦ୍ଧ ବିହାରରେ ପୁଣି ତୁମୁଳକାଣ୍ଡ ଭିଆଇଛନ୍ତି । ଆକ୍ରମଣର ଶିକାର ହୋଇଛନ୍ତି,...

ପୁରୀ ଶ୍ରୀମନ୍ଦିରରେ ଅଣସର ନୀତି ଜାରି; ଆଜି ମହାପ୍ରଭୁଙ୍କୁ ଫୁଲୁରି ତେଲ ଲାଗି

ପୁରୀ: ୧୦୮ ଗଡ଼ୁ ପବିତ୍ର ଜଳରେ ସ୍ନାନ କରିବା ପରେ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରେ ପୀଡ଼ିତ ହୋଇ ଅଣସର ଘରେ ବିଶ୍ରାମ କରୁଛନ୍ତି। ଅଣସର ନୀତିର ଏକ ପ୍ରମୁଖ ପରମ୍ପରା ହେଉଛି ଫୁଲୁରି ତେଲ ଲାଗି। ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଏହି...

ଜୀବନ ହାରିଲେ ଚାଉଳିଆଗଞ୍ଜ ଥାନା ମହିଳା IIC

କଟକ: ମହିଳା IIC ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ କଟକର ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ, ଗତକାଲି ଆଇଆଇସି ବିୟୁଟି ମହାନ୍ତି ଚାଉଳିଆଗଞ୍ଜ ଥାନାର ଉପରେ ଥିବା ରେଷ୍ଟରୁମରେ ରହିଥିଲେ । ଆଜି ସକାଳେ କବାଟ...

ମହାପ୍ରଭୁଙ୍କ ଅଣସର ନୀତିକୁ ନେଇ ଆପତ୍ତିଜନକ କଣ୍ଟେଣ୍ଟ ପୋଷ୍ଟ ନ କରିବାକୁ କହିଲା ପୁରୀ ପୋଲିସ :ଟେକ ଡାଉନ...

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଅଣସର ନୀତି ଆରମ୍ଭ ହେବା ପରଠାରୁ ସୋସିଆଲ ମିଡିଆର ବିଭିନ୍ନ ପ୍ଲାଟଫର୍ମରେ ମହାପ୍ରଭୁଙ୍କୁ ନେଇ କିଛି ଆପତ୍ତିଜନକ ଅନୁଚିତ ଭାବେ ଏଡିଟ ଫଟୋ, ଭିଡିଓ ଏବଂ ପୋଷ୍ଟ ପ୍ରଚାର ହେଉଥିବା ପୁରୀ ପୋଲିସର ନଜରକୁ...

ଓଡ଼ିଶାରେ SIR ପ୍ରକ୍ରିୟା ତଦାରଖ କରିବେ ୧୦ ବରିଷ୍ଠ IAS ଅଧିକାରୀ

ଭୁବନେଶ୍ୱର: ଓଡ଼ିଶାର ୧୦ ଜଣ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ 'ଭୋଟର ତାଲିକା ପର୍ଯ୍ୟବେକ୍ଷକ' (Electoral Roll Observer) ଭାବେ ନିଯୁକ୍ତ କରାଯାଇଛି। ୧ ଜୁଲାଇ ୨୦୨୬କୁ ଯୋଗ୍ୟତା ତାରିଖ ଭାବେ ଧାର୍ଯ୍ୟ କରାଯାଇଛି। ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ-ତଥା-ସ୍ୱତନ୍ତ୍ର ସଚିବ...

ଗଜପତିରୁ ହାଇଦ୍ରାବାଦ ଯୁବତୀ ଚାଲାଣ; ଚାକିରି ନାଁରେ ବଡ଼ ଷଡଯନ୍ତ୍ର

ଗଜପତି: ଚାକିରୀ ପ୍ରଲୋଭନ ଦେଖାଇ ଯୁବତୀମାନଙ୍କୁ ଚୋରା ଚାଲାଣ କରାଯାଉଥିବା ଘଟଣାରେ ଦୁଇଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରି ୭ ଜଣ ଯୁବତୀଙ୍କୁ ଉଦ୍ଧାର କରିଛି | ଏହି ଘଟଣା ପଛରେ ଏକ ବଡ଼ ଆନ୍ତଃରାଜ୍ୟ ରାକେଟ ସକ୍ରିୟ ରହିଛି...

ପ୍ରାଇଭେଟ୍ ବ୍ୟାଙ୍କରେ ଖୋଲିପାରିବେନି ସରକାରୀ ଖାତା, ୧୪ ସରକାରୀ ବ୍ୟାଙ୍କକୁ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ ସରକାରୀ ଅର୍ଥ କାରବାରକୁ ନେଇ ଓଡ଼ିଶା ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ ବିଭାଗ, ବିଶ୍ୱବିଦ୍ୟାଳୟ, ସରକାରୀ ପ୍ରତିଷ୍ଠାନ ଓ ସ୍ୱୟଂଶାସିତ ସଂସ୍ଥାଗୁଡ଼ିକର ସବୁ ଆର୍ଥିକ କାରବାର କେବଳ ୧୪ଟି ବ୍ୟାଙ୍କ ମାଧ୍ୟମରେ...

ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନଙ୍କୁ କୋର୍ଟଙ୍କ ସମନ

ଭୁବନେଶ୍ୱର: ନବୀନ ପଟ୍ଟନାୟକ ଏବଂ ଭିକେ. ପାଣ୍ଡିଆନଙ୍କୁ କୋର୍ଟଙ୍କ ସମନ l ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବାବେଳେ ପାଣ୍ଡିଆନ ରାଜ୍ୟର ବିଭିନ୍ନ ସ୍ଥାନକୁ ଶତାଧିକ ଥର ହେଲିକପ୍ଟରରେ ଗସ୍ତ ଓ ଭବ୍ୟ ସଭା କରିବା ଏବଂ ସେସବୁ ବାବଦରେ ହୋଇଥିବା...

ନିର୍ମାଣ ହେବ ‘ମହାଲକ୍ଷ୍ମୀ କରିଡର’:ସରକାର ବାଣ୍ଟିବେ ୧ କୋଟି ଲକ୍ଷ୍ମୀପୁରାଣ ବହି

ଭୁବନେଶ୍ୱର: ମିଶନ ଶକ୍ତି ଭବନସ୍ଥିତ ଅଡିଟୋରିଅମ୍ ହଲ୍‌ରେ ପର୍ଯ୍ୟଟନ ବିଭାଗ ପକ୍ଷରୁ “ଶକ୍ତି ବନ୍ଦନାର ମହାଗାଥା – ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣ” ଶୀର୍ଷକ ଏକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା...

ଚିଟଫଣ୍ଡ ମାମଲାରେ ପ୍ରଭାତ ବିଶ୍ୱାଳଙ୍କୁ ହାଇକୋର୍ଟର ଝଟକା,ପିଟିସନ ଖାରଜ

କଟକ: ଚିଟଫଣ୍ଡ ମାମଲାରେ ସିବିଆଇ ଦାୟର କରିଥିବା ମାମଲାକୁ ଖାରଜ କରିବା ପାଇଁ ପ୍ରଭାତ ହାଇକୋର୍ଟରେ ଯେଉଁ ଆବେଦନ କରିଥିଲେ, ତାହା ଖାରଜ ହୋଇଯାଇଛି । ୬ ମାସ ମଧ୍ୟରେ ମାମଲାର ବିଚାର ପ୍ରକ୍ରିୟା ଶେଷ କରିବା ଲାଗି ସ୍ପେଶାଲ...
- Advertisement -

Latest article

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...