ସମ୍ଭାବ୍ୟ ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗର ସୂଚନା,ବାତ୍ୟା ପାଇଁ ସରକାର ପ୍ରସ୍ତୁତ: ସୁରେଶ ପୂଜାରୀ
ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା। ଆଉ ୨୮ ତାରିଖ ସକାଳେ ଏହା ଛୁଇଁ ପାରେ ସ୍ଥଳଭାଗ।ଏହାର ପ୍ରଭାବରେ ଓଡ଼ିଶା ଓ...
ଗ୍ରାମାଂଚଳରେ ଦୁର୍ଘଟଣାପ୍ରବଣ ବ୍ଲାକସ୍ପଟ୍ ଚିହ୍ନଟ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର:ସଡ଼କ ଦୁର୍ଘଟଣା ଓ ପଦଚାରୀଙ୍କ ମୃତ୍ୟୁକୁ ନେଇ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ ପରେ ରାଜ୍ୟ ସରକାର ଏବେ ସମସ୍ତ ପ୍ରକାରର ଗ୍ରାମୀଣ ରାସ୍ତାରେ ଦୁର୍ଘଟଣାପ୍ରବଣ ବ୍ଲାକସ୍ପଷ୍ଟ ଚିହ୍ନଟ ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି। ଫିଲ୍ଡସ୍ତରୀୟ ଯାଂଚ ଓ...
ଇଣ୍ଡିଆ କେମ୍ ୨୦୨୬: ନିବେଶ ପାଇଁ ଦେଶବିଦେଶର ଶିଳ୍ପପତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ମୁମ୍ବାଇ: ମୁମ୍ବାଇଠାରେ ଆୟୋଜିତ 'ଇଣ୍ଡିଆ କେମ୍ ୨୦୨୬'ର ସିଇଓ ଗୋଲଟେବୁଲ ବୈଠକରେ ଓଡ଼ିଶା ସରକାର ରାଜ୍ୟର ରସାୟନ ଏବଂ ପେଟ୍ରୋକେମିକାଲ୍ସ କ୍ଷେତ୍ରରେ ଥିବା ବିପୁଳ ନିବେଶ ସୁଯୋଗକୁ ବିଶ୍ୱ ସମୁଖରେ ଉପସ୍ଥାପନ କରିଛନ୍ତି ।ଉଦଘାଟନୀ ସେସନ୍ ପରେ...
ସୂର୍ଯ୍ୟଘର ଯୋଜନା ନାଁରେ ଲକ୍ଷ ଲକ୍ଷ ଟଙ୍କା ଲୁଟି ଫେରାର
ଭୁବନେଶ୍ବର : ନାଁ ନିରଞ୍ଜନ ବେହେରା । ବାପାଙ୍କ ନାଁ ନରେଶ ବେହେରା । ଗାଁ ସିମଲି, ପୋଷ୍ଟ - ମାଟିଆପଡା, କୋଣାର୍କ । ଜିଲ୍ଲା - ପୁରୀ । ଏହି ବାବୁ ଜଣକ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର...
୨୩ରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା,ଓଡ଼ିଶା ପାଇଁ ଏବେ ବାତ୍ୟା ଭୟ ନାହିଁ :IMD
ଭୁବନେଶ୍ୱର:ଦକ୍ଷିଣ-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଅକ୍ଟୋବର ୨୩ ସୁଦ୍ଧା ଏହା ଗଠନ ହୋଇପାରେ ବୋଲି ଆକଳନ କରାଯାଉଛି।ଭାରତୀୟ ପାଣିପାଗ ବିଭାଗ (IMD)ର ଆକଳନ ଅନୁସାରେ, ଲଘୁଚାପଟି...
ବଡ଼ଚଣା ଆର ଆଣ୍ଡ ବି ସବ୍-ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ତପନ ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ
ଯାଜପୁର:ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଡ଼ଚଣା ଆର ଆଣ୍ଡ ବି ସବ୍-ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ତପନ ସେଠୀଙ୍କ ୭ଟି ଭିନ୍ନ ଭିନ୍ନ ଠିକଣାରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ଜାରି ରହିଛି। ଆଜି...
ନାବାଳିକାଙ୍କ ମୃତଦେହ ଉଦ୍ଧାର ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
ବାଲେଶ୍ୱର:ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ଫାଣ୍ଡି ଅଧୀନ ବର୍ତ୍ତନା ଗ୍ରାମ ପଞ୍ଚାୟତର ଗୋଟିଏ ଜଙ୍ଗଲରୁ ଆଜି ନାବାଳିକାଙ୍କ ମୃତଦେହ ମିଳିବା ପରେ ନାବାଳିକାଙ୍କୁ ଅପହରଣ ପରେ ଦୁଷ୍କର୍ମ କରି ହତ୍ୟା କରାଯାଇଥିବା ଆଶଙ୍କା କରିଛନ୍ତି ସ୍ଥାନୀୟ ଲୋକ।ପୁଲିସ୍...
ଦର୍ଶକଙ୍କ ପାଇଁ ଖୋଲିଲା ‘କଳିଙ୍ଗ ଷ୍ଟୁଡିଓ’
ଭୁବନେଶ୍ୱର: କଳିଙ୍ଗ ଷ୍ଟୁଡିଓ ଲିମିଟେଡ୍ କର୍ତ୍ତୃପକ୍ଷ ରୁ ବିଧିବଦ୍ଧ ଭାବେ ଗତ ୨୦ ତାରିଖ ମଙ୍ଗଳବାରଠାରୁ ଷ୍ଟୁଡିଓ ଦର୍ଶକଙ୍କ ପାଇଁ ଖୋଲାଯାଇଛି ଏହା ସହିତ ଉଭୟ ପରିଦର୍ଶନ ଓ ସୁଟିଂ ପାଇଁ ଅନୁମତି ମିଳିଛି । ବୁଲିବା...
ଟ୍ବିନ ସିଟିରେ ରାବଣ ପୋଡ଼ି ଉତ୍ସବ ପାଇଁ ପ୍ରଶାସନ ଓ ପୂଜା କମିଟି ପକ୍ଷରୁ ବ୍ୟାପକ ସୁରକ୍ଷା ଓ...
ଭୁବନେଶ୍ୱର: ଆଜି ଟ୍ବିନ ସିଟିରେ ରାବଣ ପୋଡ଼ି ଉତ୍ସବ ପାଇଁ ପ୍ରଶାସନ ଓ ପୂଜା କମିଟି ପକ୍ଷରୁ ବ୍ୟାପକ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥା କରାଯାଇଛି।ସୂଚନା ଅନୁଯାୟୀ କଟକର ଐତିହାସିକ ତଳ ବାଲିଯାତ୍ରା ପଡ଼ିଆରେ ବାରବାଟୀ ସର୍ବଧର୍ମ...
ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ: ଡିଜି
ଭୁବନେଶ୍ୱର :ଆଜି ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି l ଏଥିରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦେଶ ତଥା...
















