21.1 C
Bhubaneswar
Monday, November 9, 2026
-Advertisement-

ପୁରୀରୁ TMC ବିଧାୟକ ଗିରଫ

ଭୁବନେଶ୍ୱର:ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ବିଧାୟକ ତଥା ମମତା ସରକାରଙ୍କ ଜଣେ ପୂର୍ବତ୍ତନ ମନ୍ତ୍ରୀଙ୍କୁ ପୁରୀରୁ ଗିରଫ କରିଛି ଏସଟିଏଫ। ମନି ଲଣ୍ଡରିଂ ମାମଲାରେ ତାଙ୍କୁ ପଶ୍ଚିମବଙ୍ଗରୁ ପିଛା କରି ପୁରୀରେ ପହଞ୍ଚିଥିଲା ଏସଟିଏଫ।ସୂଚନା ଅନୁଯାୟୀ, ବୁଧବାର ବେଙ୍ଗଲ ପୋଲିସର ଏସଟିଏଫ୍...

ରାଜଧାନୀରେ ନିଶା ମାଫିଆକୁ ଏନକାଉଣ୍ଟର

ଭୁବନେଶ୍ୱର:ଦୁର୍ଦ୍ଦାନ୍ତ ଅପରାଧୀ ତଥା ଡ୍ରଗ୍ସ ଡିଲର୍ ପୁପୁନ ମାଝୀକୁ ଏନକାଉଣ୍ଟର କଲା ସ୍ପେଶାଲ କ୍ରାଇମ ୟୁନିଟ୍। ଇନ୍ଫୋଭାଲି ଅଞ୍ଚଳରେ ପୁପୁନ୍ ସହ ପୋଲିସ ମୁହାମୁହିଁ ହୋଇଥିଲା। ପୋଲିସକୁ ଗୁଳି କରି ଖସି ଯାଉଥିବା ବେଳେ ସ୍ପେସାଲ କ୍ରାଇମ୍ ୟୁନିଟ୍ କବଳରୁ...

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ୍-୨୦୨୪ ପରୀକ୍ଷା ଫଳ

ଭୁବନେଶ୍ୱର:ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ୍ (OPSC) -୨୦୨୪ ପରୀକ୍ଷା ଫଳ । ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨ ଶହ କୃତକାର୍ଯ୍ୟ ହୋଇଛନ୍ତି । ୨ ଶହ ମଧ୍ୟରୁ ୭୮ ଜଣ ମହିଳା କୃତକାର୍ଯ୍ୟ ହୋଇଛନ୍ତି । ବୁବୁନ ସାହୁ ହୋଇଛନ୍ତି...

ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୩୬୦ ଅଧିକାରୀ ବଦଳି, ୬ ପ୍ରଶାସନିକ ଅଧିକାରୀଙ୍କୁ ମୂଳ କ୍ୟାଡରକୁ...

ଭୁବନେଶ୍ୱର:ସହରାଞ୍ଚଳ ଶାସନରେ ଦକ୍ଷତା, ସ୍ୱଚ୍ଛତା ଏବଂ ଉତ୍ତର ଦାୟିତ୍ଵ ବୃଦ୍ଧି କରିବା ଲକ୍ଷ୍ୟରେ ଏକ ବଡ଼ ଧରଣର ପ୍ରଶାସନିକ ଅଦଳବଦଳ କରାଯାଇଛି। ରାଜ୍ୟର ବିଭିନ୍ନ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ULB)ରେ କାର୍ଯ୍ୟରତ ବିଭିନ୍ନ କ୍ୟାଡରର ୩୬୦ ଜଣ ଅଧିକାରୀଙ୍କୁ ଗୃହ...

ନିର୍ଦ୍ଦୋଷରେ ଖଲାସ ହେଲେ ଅବଦୁର ରେହେମାନ

ଭୁବନେଶ୍ବର: ଆତଙ୍କବାଦୀ ସଂଗଠନ ଅଲ୍‌-କାଏଦା ସହ ସମ୍ପୃକ୍ତି ଅଭିଯୋଗରେ ଗିରଫ ହୋଇଥିବା ମୌଲାନା ଅବଦୁର ରେହେମାନଙ୍କୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ଆଜି କଟକ ଜିଲ୍ଲା ଓ ଦୌରା ଜଜ୍ କୋର୍ଟ ଏହି ବହୁ ଚର୍ଚ୍ଚିତ ମାମଲାର ଚୂଡ଼ାନ୍ତ ଶୁଣାଣି...

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ମୃତ

କଳାହାଣ୍ଡି : ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେଣ୍ଟ୍ରିଙ୍ଗ କାଢ଼ିବା ବେଳେ ସମସ୍ତେ ଚାପି ହୋଇଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର...

ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର:ବିଜେଡିର ବରିଷ୍ଠ ନେତା ଓ ପୂର୍ବତନ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଆଜି ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହୋଇଛନ୍ତି। ନୂଆଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନେତୃତ୍ୱ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ...

ପୁରୀରେ ହେବ BRICSର ଦ୍ବିତୀୟ ବୈଷୟିକ ସମ୍ମିଳନୀ

ନୂଆଦିଲ୍ଲୀ:ଆସନ୍ତା ଜୁନ୍ ୩ରୁ ପୁରୀରେ ହେବ BRICS ଦ୍ବିତୀୟ ବୈଷୟିକ ସମ୍ମିଳନୀ। ଭାରତର BRICS ଅଧ୍ୟକ୍ଷତା ଅଧୀନରେ Disaster Risk Reduction Working Groupର ବୈଠକ ହେବ। ଜୁନ୍ ୩ରୁ ୫ ତାରିଖ ଯାଏଁ ୩ ଦିନିଆ ସମ୍ମିଳନୀରେ BRICS...

ସୁଧୀର ପାତ୍ର ହତ୍ୟା ମାମଲା: ଦୁଇ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର: ସୋମବାର ବିଳମ୍ବିତ ରାତିରେ ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ମାମଲାରେ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ବ୍ରହ୍ମପୁର ପୋଲିସ । ସେମାନେ ହେଲେ ହେଲେ ବଡ଼ଗଡ଼ ଥାନା ନୂଆଗାଁର ରଞ୍ଜନ ମଲ୍ଲିକ(୨୭) ଓ...

ମୋହନଙ୍କ ଦିଲ୍ଲୀ ଗସ୍ତ, ଓଡ଼ିଶା ମନ୍ତ୍ରୀମଣ୍ଡଳ ଅଦଳବଦଳ ଚର୍ଚ୍ଚା ଜୋରଦାର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଜିର ଦିଲ୍ଲୀ ଗସ୍ତ ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି କରିଛି । ସରକାର ୨୩ ମାସର କାର୍ଯ୍ୟକାଳ ଶେଷ କରିଥିବା ବେଳେ ଏହି ଗସ୍ତ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ନେଇ ଚାଲିଥିବା...
- Advertisement -

Latest article

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...