23.1 C
Bhubaneswar
Monday, November 9, 2026
-Advertisement-

ମୁଖ୍ୟ ଶାସନ ସଚିବଙ୍କ ଘୋଷଣା ‘ରାଜ୍ୟରେ ପେଟ୍ରୋଲ-ଡିଜେଲର ଅଭାବ ନାହିଁ’

ଭୁବନେଶ୍ୱର: “ରାଜ୍ୟରେ ପେଟ୍ରୋଲ, ଡିଜେଲ କିମ୍ବା ଏଲପିଜିର କୌଣସି ଅଭାବ ନାହିଁ।” ଆଜି ହୋଇଥିବା ଏକ ଉଚ୍ଚସ୍ତରୀୟ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏନେଇ ବଡ଼ ସୂଚନା ଦେଇ ଲୋକଙ୍କୁ ଗୁଜବର ବିଶ୍ୱାସ ନ...

ରାଜ୍ୟରେ ପ୍ରତିଷ୍ଠା ହେବ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଏବଂ ବ୍ୟାଖ୍ୟାନ କେନ୍ଦ୍ର

ପୁରୀ: ରାଜ୍ୟରେ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଏବଂ ବ୍ୟାଖ୍ୟାନ କେନ୍ଦ୍ର ପ୍ରତିଷ୍ଠା ହେବ । ଏନେଇ ୩୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ସମ୍ମିଳନୀ କକ୍ଷ ସହ ଏକ ଦୃଶ୍ୟ-ଶ୍ରାବ୍ୟ ହଲ୍ ଏବଂ ମୁକ୍ତାକାଶ ମଞ୍ଚ ରହିବ । ପାଖାପାଖି ୧ ହଜାର...

ସାଇକେଲରେ ହାଇକୋର୍ଟ ଗଲେ ୩ ବିଚାରପତି

କଟକ: ତୈଳ ସଙ୍କଟ ସମୟରେ ସଚେତନତା ସୃଷ୍ଟି ପାଇଁ ସାଇକେଲରେ ହାଇକୋର୍ଟ ଗଲେ ୩ ବିଚାରପତି। ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଶିବ ଶଙ୍କର ମିଶ୍ର ସାଇକେଲ୍‌ରେ କୋର୍ଟ ଗଲେ। ଜୁଡିସିଆଲ ଏକାଡେମୀ ନିକଟରୁ...

ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ; ଡିଜିପିଙ୍କ ଚେତାବନୀ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜି କଡ଼ା ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ଯେ, ଅପରାଧକୁ ଜିରୋ ଟୋଲରେନ୍ସ। ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ । ଅପରାଧ ଘଟାଇବା ପାଇଁ ଯେଉଁମାନେ ଚିନ୍ତା କରୁଛନ୍ତି...

ଟ୍ରଲର-କାର ମୁହାଁମୁହିଁ ଧକ୍କା: ଚାଲିଗଲା ମାଆ-ଝିଅଙ୍କ ଜୀବନ

ପୁରୀ: ପୁରୀରେ ଜଗନ୍ନାଥଙ୍କ ଦର୍ଶନ ସାରି ସପରିବାର ଘରକୁ ଫେରୁଥିବା ବେଳେ ଘଟିଛି ଦୁର୍ଘଟଣା। ଏହି ଦୁର୍ଘଟଣାରେ ମାଆ ଓ ଝିଅଙ୍କ ଜୀବନ ଚାଲିଯାଇଥିବା ବେଳେ ପରିବାରର ଅନ୍ୟ ୩ ଜଣ ସଦସ୍ୟ ଗୁରୁତର ଆହତ ହୋଇଛନ୍ତି। ନବରଙ୍ଗପୁର ଜିଲ୍ଲା...

ସରକାରୀ ଗାଡ଼ିର ‘ରାଇଡ୍ ସେୟାରିଂ’ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସରକାରୀ ଯାନବାହାନର ସଚେତନ ଏବଂ ସଂଯମୀ ବ୍ୟବହାର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ ଆଦେଶ ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକୁ ଅନୁସରଣ କରି...

ଓଡ଼ିଶାରେ ଟାଟା ୫ଟି ଗ୍ରୀନ୍ ଏନର୍ଜି ସ୍କିଲ ସେଣ୍ଟର ପ୍ରତିଷ୍ଠା କଲା

ଭୁବନେଶ୍ୱର: ୨୦୨୬ ମଧ୍ୟରେ ଓଡ଼ିଶାର କଟକ, ଢେଙ୍କାନାଳ, ବାଲେଶ୍ୱର, ସମ୍ବଲପୁର ଏବଂ ବ୍ରହ୍ମପୁରଠାରେ ୫ଟି ଗ୍ରୀନ୍ ଏନର୍ଜି ସ୍କିଲ୍ସ ସେଣ୍ଟର ପ୍ରତିଷ୍ଠା କରିଛି ଟାଟା । ଏହି ପଦକ୍ଷେପଟି ଓଡ଼ିଶାର ବଢୁଥିବା ବିଦ୍ୟୁତ ଏବଂ ଅକ୍ଷୟ ଶକ୍ତି କ୍ଷେତ୍ରରେ କୁଶଳୀ...
odia cinema policy

ଓଡ଼ିଆ ସିନେମା ଜଗତରେ ନୂତନ ଯୁଗର ଆରମ୍ଭ:ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଚଳଚ୍ଚିତ୍ର ନୀତି- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ପୁନରୁଦ୍ଧାର ଏବଂ ଏହାର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେବାକୁ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଦିନ ସଂସ୍କୃତି ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଆଲୋଚନା ଚକ୍ରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ...
petrol pump rushes

ତେଲ ସଂକଟକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲା ବିରୋଧୀ

ଭୁବନେଶ୍ୱର: ପେଟ୍ରୋଲ ପମ୍ପରେ ଲମ୍ବା ଲାଇନ। ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡୁଛି। ଏଭଳି ସ୍ଥିତିରେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି ବିଜେଡି । ବିଜେଡି ନେତା ସଂଜୟ ଦାସ ବର୍ମା କହିଛନ୍ତି- ସରକାର...

ଜମିବାଡ଼ି ବିବାଦକୁ ନେଇ ବଡ଼ ଭାଇ ମାରିଲା ସାନ ଭାଇକୁ

କେନ୍ଦ୍ରାପଡା: ବଡ଼ଭାଇ ପରିବାର ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ସାନଭାଇ ମୃତ। କେନ୍ଦ୍ରପଡ଼ା ଜିଲ୍ଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାରଡାଙ୍ଗ ନାଉରି ସାହିରେ ଏହି ଅଭାବନୀୟ କାଣ୍ଡ ଘଟିଛି। ମୃତକ ଜଣକ ହେଉଛନ୍ତି ସମ୍ପୃକ୍ତ ପରିବାରର ସାନଭାଇ, ଯିଏ ବୃତ୍ତିରେ ଜଣେ...
- Advertisement -

Latest article

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...