28.1 C
Bhubaneswar
Monday, November 9, 2026
-Advertisement-
petrol pump rushes

ତେଲ ସଂକଟକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲା ବିରୋଧୀ

ଭୁବନେଶ୍ୱର: ପେଟ୍ରୋଲ ପମ୍ପରେ ଲମ୍ବା ଲାଇନ। ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡୁଛି। ଏଭଳି ସ୍ଥିତିରେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି ବିଜେଡି । ବିଜେଡି ନେତା ସଂଜୟ ଦାସ ବର୍ମା କହିଛନ୍ତି- ସରକାର...

ଜମିବାଡ଼ି ବିବାଦକୁ ନେଇ ବଡ଼ ଭାଇ ମାରିଲା ସାନ ଭାଇକୁ

କେନ୍ଦ୍ରାପଡା: ବଡ଼ଭାଇ ପରିବାର ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ସାନଭାଇ ମୃତ। କେନ୍ଦ୍ରପଡ଼ା ଜିଲ୍ଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାରଡାଙ୍ଗ ନାଉରି ସାହିରେ ଏହି ଅଭାବନୀୟ କାଣ୍ଡ ଘଟିଛି। ମୃତକ ଜଣକ ହେଉଛନ୍ତି ସମ୍ପୃକ୍ତ ପରିବାରର ସାନଭାଇ, ଯିଏ ବୃତ୍ତିରେ ଜଣେ...

ମାଟି ମାଫିଆଙ୍କୁ ଗିରଫ କଲା ଜିଲ୍ଲା ପ୍ରଶାସନ

ଜଗତସିଂହପୁର: ମାଟି ମାଫିଆଙ୍କ ଉପରେ ଜିଲ୍ଲା ପ୍ରଶାସନର ଚଢ଼ାଉ। ଛଦ୍ମବେଶରେ ଅଭିଯୁକ୍ତଙ୍କୁ ଅନସ୍ପଟ ମାଡିବସିଲେ ତଦନ୍ତକାରୀ ଟିମ। ଜିଲ୍ଲାପାଳ ଏବଂ ଏସପିଙ୍କ ରାତି ଅଧିଆ ଅପରେସନ। ସୁଚନା ଥାଉ ଯେ, ଜଗତସିଂହପୁର ଜିଲ୍ଲା ଫତେପୁର ଗହୀରରେ ପୋଲିସ...

ପୁଣି ରାଜଧାନୀରେ ହାଇୱା-କାର୍ ମୁହାଁମୁହିଁ ଧକ୍କା, ୨ ମୃତ ଓ ୫ ଗୁରୁତର

ଭୁବନେଶ୍ୱର: ଆଜି ଖୋର୍ଦ୍ଧା - ଚନ୍ଦକା ରୋଡର ଭୋଳା ଛକ ନିକଟରେ କାର-ହାଇୱା ମୁହାଁମୁହିଁ ଧକ୍କା ହୋଇଛି। କାରରେ ୭ ଜଣ ଥିବା ସୂଚନା ମିଳିଥିବାବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି ଓ ୫ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କ...

ଜୁଲାଇ ୧ରୁ ଓଡ଼ିଶାରେ ହେବ SIR

ଭୁବନେଶ୍ୱର: ଆସନ୍ତା ଜୁଲାଇ ୧ରୁ ରାଜ୍ୟରେ (SIR) ବା ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭ ହେବ। ନିର୍ବାଚନ ଆୟୋଗ ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ ୩ଟି କେନ୍ଦ୍ରଶାସିତ ଅଂଚଳରେ ଭୋଟର ତାଲିକାର ତୃତୀୟ ପର୍ଯ୍ୟାୟ ଏସଆଇଆର କାର୍ଯ୍ୟକ୍ରମ...

ନିରାଡମ୍ବର ପାଳନ ହେବ ସରକାରଙ୍କ ୨ ବର୍ଷ ପୂର୍ତ୍ତି

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଯେହେତୁ ବର୍ତ୍ତମାନ ପଶ୍ଚିମ-ଏସିଆ ପରିସ୍ଥିତି ଯୋଗୁ ସମଗ୍ର ଦେଶ ଏକ ସଂକଟମୟ...

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ରଞ୍ଜିତ୍ ଗିରଫ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ପକ୍ଷରୁ ବାଲିଅନ୍ତା ସୌମ୍ୟରଞ୍ଜନ ସ୍ୱାଇଁ ହତ୍ୟା ଘଟଣାର ତଦନ୍ତ ଜାରି ରହିଛି। ଘଟଣାର ମୁଖ୍ୟ ଅଭିଯୁକ୍ତକୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ସେ ହେଲା କଟକ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗଙ୍ଗେଶ୍ଵରଗଡର ରଞ୍ଜିତ ପାତ୍ର ଓରଫ ଚିନୁ...

ଓଡ଼ିଶାର ସମସ୍ତ OSRTC ଗାଡିକୁ କରାଯିବ ଇଲେକ୍ଟ୍ରିକ୍‌: ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ପରିବେଶ ସୁରକ୍ଷା ଓ ଇନ୍ଧନ ସଞ୍ଚୟକୁ ଦୃଷ୍ଟିରେ ରଖି ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଖୁବ୍‌ ଶୀଘ୍ର ଓଡ଼ିଶା ଷ୍ଟେଟ୍‌ ରୋଡ୍‌ ଟ୍ରାନ୍ସପୋର୍ଟ କର୍ପୋରେସନ୍‌ (OSRTC)ର ସମସ୍ତ ବସ୍‌କୁ ଇଲେକ୍ଟ୍ରିକ୍‌ ଭେହିକଲ୍‌ (EV)ରେ ପରିଣତ କରାଯିବ।...

ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ

ଭୁବନେଶ୍ଵର: କଣ୍ଟାବାଞ୍ଜି ପୁର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ ଘଟିଛି। ମୃତ୍ୟୁ ସମୟରେ ତାଙ୍କୁ ୭୮ବୟସ ହୋଇଥିଲା। କଣ୍ଟାବାଞ୍ଜି ସ୍ଥିତ ନିଜ ବାସ ଭବନ ଠାରେ ତାଙ୍କର ମୃତ୍ୟ ହୋଇଛି । ଅନେକ ଦିନ ହେଲା ସେ ଅସୁସ୍ଥ ରହିଥିଲେ...

୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମଥର ପାଇଁ ଚଳିତମାସ ୧୮ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ନୀତିନ ନବୀନ। ସେ ଜଟଣୀଠାରେ ଦଳୀୟ ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିବା ସହ ରାଜ୍ୟ କାର୍ଯ୍ୟାଳୟରେ ଦଳର...
- Advertisement -

Latest article

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...