28.1 C
Bhubaneswar
Monday, November 9, 2026
-Advertisement-

ଅଜିତ ସାହୁଙ୍କୁ ହତ୍ୟା ଘଟଣାରେ ୪ଜଣଙ୍କୁ ଗିରଫ କଲା ପୋଲିସ

ନୟାଗଡ: ଓଡଗାଁର ଅଜିତ ସାହୁଙ୍କୁ ହତ୍ୟା ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି । ଏହାସହିତ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଏବଂ ଗୋଟିଏ କାର୍ ଜବତ ହୋଇଛି । ପ୍ରେସମିଟ୍ କରି ଏହି ସୁଚନା ଦେଇଛନ୍ତି ଆଇଜି ସତ୍ୟଜିତ୍ ନାୟକ...

ପୋଲିସ ଏନକାଉଣ୍ଟରେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ଝାରସୁଗୁଡ଼ା: ପୋଲିସ ଏନକାଉଣ୍ଟରରେ ଦୁଇଜଣ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ଆହତ ଅପରାଧୀ ହେଲେ ସୁନୀଲ ମହାନନ୍ଦ ଓ ଚାନ୍ଦ ବନଛୋର। ଗତକାଲି ଝାରସୁଗୁଡା ବେଲପାହାଡ଼ ଫାଟକରେ ଭୁଜାଲି ମାଡ଼ରେ ଜଣଙ୍କ ମୃତ୍ୟୁ ଘଟଣାର ଏହି ଦୁଇ ଜଣ ହେଲେ...

ବରଗଡ଼ ଜିଲ୍ଲାରେ ରବି ଧାନ କିଣା ଆରମ୍ଭ:୧୫ରୁ ବାଲେଶ୍ବର, କଟକ, ପୁରୀ ଓ ସମ୍ବଲପୁରରେ ଧାନକିଣା

ଭୁବନେଶ୍ୱର: ରାଜ୍ୟରେ ରବି ଋତୁରେ ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇଛି । ସୋମବାର ବରଗଡ଼ ଜିଲ୍ଲାରେ ଧାନକିଣା ଆରମ୍ଭ ହୋଇଛି । ବରଗଡ଼ରେ ସରକାରୀ ସ୍ତରରେ ଧାନ ବିକ୍ରୟ ପାଇଁ ପ୍ରାୟ ଏକ ଲକ୍ଷ ୫ ହଜାର...

ଶୁଭେନ୍ଦୁଙ୍କ ସହଯୋଗୀଙ୍କ ହତ୍ୟା ମାମଲା: ବିହାରରୁ ୩ ସାର୍ପସୁଟର ଗିରଫ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହାୟକ (PA) ଚନ୍ଦ୍ରନାଥ ରଥଙ୍କ ହତ୍ୟା ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ଚାଞ୍ଚଲ୍ୟକର ହତ୍ୟାକାଣ୍ଡରେ ସଂପୃକ୍ତ ୩ ଜଣ ସାର୍ପସୁଟରଙ୍କୁ ବିହାରରୁ ଗିରଫ...

ରାଜଧାନୀ ରାଜରାସ୍ତାରେ କଂଗ୍ରେସ କର୍ମୀ ଏବଂ ପୋଲିସ ମୁହାଁମୁହିଁ

ଭୁବନେଶ୍ୱର: ବାଲିଅନ୍ତା ସୌମ୍ୟରଞ୍ଜନ ହତ୍ୟା ମାମଲାରେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ କଂଗ୍ରେସ ଆଣିଛି ଅଭିଯୋଗ । ଏନେଇ କମିଶନରେଟ୍ ପୋଲିସର କାର୍ଯ୍ୟାଳୟ ଘେରାଉ କରିଛି କଂଗ୍ରେସ । ଏପିରିକି ଆନ୍ଦୋଳନ ସମୟରେ ପୋଲିସ ଉପରକୁ...

ରାଜଧାନୀରେ ‘ନାଇଟ୍ ଅପରେସନ’

ଭୁବନେଶ୍ୱର: ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା ଘଟଣା ପରେ ସଜାଗ ହୋଇଛି କମିଶନରେଟ୍ ପୁଲିସ୍‌। ଡିଜିପିଙ୍କ ସହ ଆଲୋଚନା ପରେ ନାଇଟ୍ ପାଟ୍ରୋଲିଂ ଏବଂ ବ୍ଲକିଂ , ଚେକିଂ କୁ ଜୋରଦାର କରାଯାଇଛି । ରବିବାର ରାତିରେ...

ବଦଳିବ ରୂପରେଖ ବିଶ୍ୱସ୍ତରୀୟ ଟୁରିଷ୍ଟ ସ୍ପଟ୍ ହେବ ଖଣ୍ଡଗିରି-ଉଦୟଗିରି

ଭୁବନେଶ୍ୱର: ଖଣ୍ଡଗିରି ଓ ଉଦୟଗିରି ଏହି ଯୁଗ୍ମ ପାହାଡ଼କୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ କରିବାକୁ ହୋଇଛି ବଡ଼ ଯୋଜନା। ଏଥିପାଇଁ ପ୍ରାୟ ୧୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ପର୍ଯ୍ୟଟନ ବିଭାଗ ପ୍ରସ୍ତାବ ଦେଇଛି l...

ହଷ୍ଟେଲ୍‌ ବାଲକୋନୀରୁ ପଡ଼ି IIT ଛାତ୍ରଙ୍କ ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱରର Indian Instituteof Technology କ୍ୟାମ୍ପସରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ବଏଜ୍‌ ହଷ୍ଟେଲର ଷଷ୍ଠ ମହଲା ବାଲକୋନୀରୁ ଖସି ପିଏଚ୍‌ଡି ଛାତ୍ର ତନିକୋଣ୍ଡା ନିଶାନ୍ତ କୁମାରଙ୍କ ମୃତ୍ୟୁ ଘଟିଛି। ଘଟଣା ପରେ କ୍ୟାମ୍ପସରେ ଶୋକର ଛାୟା...

୪ ପୁଲିସ୍‌ ସସ୍‌ପେଣ୍ଡ୍‌ ,ବଦଳିଲେ ଆଇଆଇସି

ଭୁବନେଶ୍ବର: କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ମାରିଦେବା ଘଟଣାରେ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ସରକାର ଏହି ଘଟଣାରେ ୪ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ବାଲିଅନ୍ତା ଥାନା ଆଇଆଇସିଙ୍କୁ ବଦଳି କରାଯାଇଛି। ବାଲିଅନ୍ତା ଆଇଆଇସି ଅନୀଲ ପରିଡ଼ା ୟୁପିଡି...

ଯୁବକକୁ ଅପହରଣ ପରେ ଗୁଳି କରି ହତ୍ୟା; ଗ୍ରାମବାସୀଙ୍କ ରାସ୍ତାରୋକ

ରାୟଗଡା: ଇନ୍ଦିରା ନଗର ଅଞ୍ଚଳରୁ ବନ୍ଧୁକ ଦେଖାଇ ଜଣେ ଯୁବକଙ୍କୁ ଅପହରଣ କରାଯାଇଥିବା ବେଳେ, ଆଜି ତାଙ୍କର ଗୁଳିବିଦ୍ଧ ମୃତଦେହ ତୁମ୍ବିଗୁଡା ଅଞ୍ଚଳରୁ ଉଦ୍ଧାର ହୋଇଛି। ଏହି ଘଟଣାକୁ ନେଇ ସମଗ୍ର ଜିଲ୍ଲାରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତଦେହ ମିଳିବା ଘଟଣାରେ...
- Advertisement -

Latest article

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...