32.8 C
Bhubaneswar
Wednesday, July 29, 2026
-Advertisement-

ମା-ଝିଅଙ୍କୁ ବରମୁଣ୍ଡା ବସଷ୍ଟାଣ୍ଡରେ ଦୁଷ୍କର୍ମ ଉଦ୍ୟମ

ଭୁବନେଶ୍ୱରସ୍ଥିତ ବରମୁଣ୍ଡା ବସ୍ ଟର୍ମିନାଲରେ ମା ଓ ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି । ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ବେଗୁନିଆପଡ଼ାର ପବିତ୍ର କହଁର । ମିଳିଥିବା...

ଉତ୍କଳ ବିଲ୍ଡର୍ସ ଉପରେ ଚଢ଼ଉ

ରାଜ୍ୟର ପ୍ରସିଦ୍ଧ ବିଲ୍ଡର୍ସ କମ୍ପାନୀ ଉତ୍କଳ ବିଲ୍ଡର୍ସ ଲିମିଟେଡର କାର୍ଯ୍ୟାଳୟରେ ଆୟକର ବିଭାଗ ମଙ୍ଗଳବାର ସକାଳୁ ଚଢ଼ଉ କରିଛି। ଟିକସ ଫାଙ୍କିବା ଅଭିଯୋଗରେ ଚଢ଼ାଉ ହୋଇଛି। ଏଥିପାଇଁ ମୋଟ ୧୮ଟି ଟିମ ଗଠନ କରାଯାଇଛି ଏବଂ ପ୍ରାୟ...

ପୋଲିସ SI ନିଯୁକ୍ତି ଘୋଟାଲା ମାମଲାରେ ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଆଜି କୋର୍ଟରେ ହେଲେ ହଜାର

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଆଜି ବ୍ରହ୍ମପୁର ଜେଏମ୍‌ଏଫ୍‌ସି ଗ୍ରାମାଞ୍ଚଳ କୋର୍ଟରେ ହାଜର କରାଯାଇଛି । ଶଙ୍କରଙ୍କ ସହିତ ଅନ୍ୟତମ ଅଭିଯୁକ୍ତ ତଥା ପରୀକ୍ଷା ପରିଚାଳନା ଦାୟିତ୍ବ ନେଇଥିବା...

ନୂଆପଡ଼ା ପ୍ରଚାର ମଇଦାନରେ ବିଜେପିକୁ ଟାର୍ଗେଟ କଲେ ନବୀନ ପଟ୍ଟନାୟକ

ଏବେ ନବୀନ ପଟ୍ଟନାୟକଙ୍କ ଟାର୍ଗେଟ ବିଜେପି ସରକାର। ନୂଆପଡ଼ାରେ ନିର୍ବାଚନୀ ସମାବେଶରେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର ବେଳେ ବିଜେପି ସରକାର ବିରୋଧରେ ଆଣିଛନ୍ତି ସାଂଘାତିକ ଅଭିଯୋଗ । ନବୀନ କହିଛନ୍ତି...

ବିଜେଡ଼ିକୁ ପୁଣି ଏକ ଶକ୍ତ ଧକ୍କା

ବିଜେଡ଼ିକୁ ପୁଣି ଏକ ଶକ୍ତ ଧକ୍କା ଲାଗିଛି। ବିଜେପିରେ ମିଶିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ। ରାଜ୍ୟ...

ଏସଆଇ ପରୀକ୍ଷା ଦୁର୍ନୀତି ମାମଲାରେ ସିଲିକନ୍ ଟେକ୍ ମାଲିକ ଗିରଫ

ପୋଲିସ ଏସଆଇ ପରୀକ୍ଷା ଦୁର୍ନୀତି ମାମଲାରେ ଆଉ ଜଣେ ଗିରଫ ହୋଇଛନ୍ତି । କ୍ରାଇମବ୍ରାଞ୍ଚ ସିଲିକନ୍ ଟେକ୍ ମାଲିକ ସୁରେଶ ଚନ୍ଦ୍ର ନାୟକଙ୍କୁ ଗିରଫ କରିଛି । ବହୁତ ଜେରା ପରେ ସୁରେଶକୁ ଗିରଫ କରାଯାଇଛି ।...

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଉମା ବିଶୋୟୀ ଗିରଫ

ପୀତବାସ ପଣ୍ଡା ହତ୍ୟା ମାମଲାରେ ଆଉ ଜଣେ ମୁଖ୍ୟ ଅଭିଯୁକ୍ତ ସୁପାରୀ ଉମା ବିଶୋୟୀ ଗିରଫ ହୋଇଛି । ହତ୍ୟା ଘଟଣାର ପୂରା ପ୍ଲାନ କରିଥିବା ଉମା ବିଶୋୟୀ ଗିରଫ ହୋଇଥିବା ସୂଚନା ମିଳିଛି ।...

SI ଚାକିରି କେଳେଙ୍କାରୀର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି କରିଲା ବଡ଼ ଖୁଲାସା

ଏସଆଇ ଚାକିରି ଦୁର୍ନୀତିର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଧରାପଡ଼ିବା ପରେ କରିଛି ବଡ଼ ଖୁଲାସା । ଭୁବନେଶ୍ୱରରେ ପହଞ୍ଚିବା ପରେ ଦେଇଛି ଚାଞ୍ଚଲ୍ୟକର ବୟାନ । କହିଲା ବିଜେଡି ସରକାର ସମୟରେ ହୋଇଥିଲା ବଡ଼ ଷଡ୍‌ଯନ୍ତ୍ର...

ପୋଲିସ ଏସଆଇ ଦୁର୍ନୀତି ମାମଲା: ଗିରଫ ହେଲା ଶଙ୍କର ପୃଷ୍ଟି

ଏକ ମାସ ପରେ ଗିରଫ ହେଲା ପୋଲିସ ଏସଆଇ ପରୀକ୍ଷା ଦୁର୍ନୀତିର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି । ପୋଲିସ ଏସଆଇ ନିଯୁ୍‌କ୍ତି କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚକୁ ମିଳିଛି ବହୁତ ବଡ ସଫଳତା । କ୍ରାଇମବ୍ରାଞ୍ଚ ନେପାଳ...

ଚନ୍ଦକା ଜଙ୍ଗଲରୁ ନରକଙ୍କାଳ ଉଦ୍ଧାର ଘଟଣାର ହେଲା ପର୍ଦ୍ଦାଫାଶ

ଚନ୍ଦକା ଜଙ୍ଗଲରୁ ନରକଙ୍କାଳ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୁଲିସ। ଏହି ନରକଙ୍କାଳ ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କର ବୋଲି ଜଣାପଡିଛି। ମୃତକ ହେଉଛନ୍ତି ପିତାଗାଡ଼ିଆ ପାଟଣାର ୭୦ ବର୍ଷୀୟ ବୃଦ୍ଧ। ପୂର୍ବ...
- Advertisement -

Latest article

ଜାପାନରେ ବଡ ଭୂକମ୍ପ, ୭.୧ ତୀବ୍ରତା; ସୁନାମୀ ଆଲର୍ଟ ଜାରି

ନୂଆଦିଲ୍ଲୀ: ଆଜି ଜାପାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ସମୁଦ୍ରରେ ଉଚ୍ଚ ଉଚ୍ଚ ଲହରି ଆସିବା ନେଇ ସତର୍କ ସୂଚନା ଜାରି କରାଯାଇଛି...

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...