ନବଜାତ ଶିଶୁର ଶରୀରରୁ ବିରଳ ଟ୍ୟୁମରକୁ ଅସ୍ତ୍ରୋପଚାର ଜରିଆରେ ଅଲଗା କଲେ ସମ୍ ସର୍ଜନ୍
ଭୁବନେଶ୍ୱର, ୫/୦୧: ନବଜାତ ଶିଶୁର ଶରୀରର ନିମ୍ନ ଭାଗରେ ଯୋଡି ହୋଇ ରହିଥିବା ମୁଣ୍ଡ ଆକୃତିର ଟ୍ୟୁମରକୁ ସଫଳ ଅସ୍ତ୍ରୋପଚାର ମାଧ୍ୟମରେ ଅଲଗା କରି ଶିଶୁକୁ ନୂଆ ଜୀବନ ଦେଇଛନ୍ତି ଇନ୍୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲର...
ଅରୁଣ ଷଡଙ୍ଗୀଙ୍କୁ ଅତିରିକ୍ତ ଡିଜିପି ଦାୟିତ୍ବ
ଡିଜିପି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଆଜି ଶେଷ ହୋଇଥିବା ବେଳେ ରାଜ୍ୟ ସରକାର ବରିଷ୍ଠ ଆଇପିଏସ ଅରୁଣ ଷଡଙ୍ଗୀଙ୍କୁ ଅତିରିକ୍ତ ଡିଜିପି ଦାୟିତ୍ବ ଦେଇଛନ୍ତି । ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଥିବା ଶ୍ରୀ ଷଡଙ୍ଗୀ ଅତିରିକ୍ତ ଭାବେ...
ସୋଆରେ ନଭେଲ ମ୍ୟାଟେରିଆଲ୍ସ ଫର୍ ଇଞ୍ଜିନିୟରିଂ ଆପ୍ଲିକେସନ୍ ସମ୍ପର୍କିତ ଫ୍ୟାକଲ୍ଟି ଡେଭଲପ୍ମେଂଟ ପ୍ରୋଗ୍ରାମ
ଭୁବନେଶ୍ୱର, ୨୯/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ଠାରେ ଡିସେମ୍ବର ୧୮ ରୁ ୨୩ ତାରିଖ ପର୍ଯ୍ୟନ୍ତ ୬ ଦିନି ଧରି ‘ନଭେଲ ମ୍ୟାଟେରିଆଲ୍ସ ଆଣ୍ଡ ଇଟ୍ସ ଇଞ୍ଜିନିୟରିଂ...
ଓଜେଏସ୍ ପରୀକ୍ଷା ଫଳ : ସୁଶ୍ରିତା ଟପ୍ପର, ପ୍ରଥମ ଦଶ ଜଣରେ 8 ଝିଅ
ଆଜି ପ୍ରକାଶ ପାଇଥିବା ଓଜେଏସ ପରୀକ୍ଷା ଫଳରେ ସୁଶ୍ରିତା ମିଶ୍ର ଟପ୍ପର ହୋଇଛନ୍ତି । 57ଟି ପଦବୀ ପାଇଁ ଓଡିଶା ପବ୍ଲିକ ସର୍ଭିସ ଆୟୋଗ ପକ୍ଷରୁ ଏହି ପରୀକ୍ଷା କରାଯାଇଥିଲା । ସୁଶ୍ରିତା ଟପ୍ପର ହୋଇଥିବା ବେଳେ ପ୍ରଥମ ଦଶ...
17ରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ : ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ସେବାୟତ
ଶ୍ରୀମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟଗଣ, ବରିଷ୍ଠ ସେବାୟତଗଣ, ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ଅଧିକାରୀ ମାନଙ୍କ ଏକ ୫୦ ଜଣିଆ ପ୍ରତିନିଧି ଦଳ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାରମ୍ପରିକ ରୀତିରେ ନିମନ୍ତ୍ରଣ କରିଥିଲେ।
...
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍. ଏମ୍. ରାଜେନ୍ଦ୍ରନ୍ଙ୍କ ପରଲୋକ
ଭୁବନେଶ୍ୱର, ଡିସେମ୍ବର ୨୩: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍. ଏମ୍. ରାଜେନ୍ଦ୍ରନଙ୍କର ଶନିବାର ଚେନ୍ନାଇ ଠାରେ ପରଲୋକ ହୋଇଯାଇଛି । ଶନିବାର ଦିନ ୧୨.୩୦ ସମୟରେ ତାଙ୍କର ପରଲୋକ ହୋଇଛି ।
୧୯୯୯ ମସିହାର ଅଭୁତପୂର୍ବ ମହାବାତ୍ୟାର...
ଓଡିଶା ୱମେନ୍ ଇନ୍ ମିଡିଆ ଓ କମିଶନରେଟ୍ ପୋଲିସ ପକ୍ଷରୁ ସବୁଜ ଅଭିଯାନ
ଭୁବନେଶ୍ୱର: ପରିବେଶ ସହ ଜଡିତ ସମସ୍ୟାଗୁଡିକର ସମାଧାନ ପାଇଁ ଏକ ଉଲ୍ଲେଖନୀୟ ପ୍ରୟାସ ଅନ୍ତର୍ଗତ ପ୍ରାୟ ୧୮୦ ଜଣ ମହିଳା ସାମ୍ବାଦିକାଙ୍କୁ ନେଇ ଗଠିତ ଓଡିଶା ୱମେନ୍ ଇନ୍ ମିଡିଆ (ଓଡବ୍ଲ୍ୟୁଏମ୍) ଏବଂ କମିଶନରେଟ୍ ପୁଲିସ୍ ପକ୍ଷରୁ ମିଳିତ ଭାବେ...
ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ କୃତିତ୍ୱ
ଭୁବନେଶ୍ୱର, ଡିସେମ୍ବର ୪: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍) ଏମ୍.ବି.ଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟର ଦ୍ୱୀତିୟ ବର୍ଷର ଛାତ୍ରୀ ଏସ୍.ଭି. ଚନ୍ଦନା ନିକଟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ରେ ରାଜ୍ୟ...
ଅବପାତ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା : ସିଇସି
ଭୁବନେଶ୍ୱର, ଡିସେମ୍ବର ୧: ଦକ୍ଷିଣ - ପୂର୍ବ ବଙ୍ଗୋପ ସାଗର ଓ ତତ୍ ସଂଲଗ୍ନ ତାମିଲନାଡୁ ଉପକୁଳରେ ସୃଷ୍ଟି
ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା
ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ...
ଯୁବଗାଳ୍ପିକ ଡିଲେଶ୍ୱର ରଣା ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’
2023 ପାଇଁ ଯୁବଗାଳ୍ପିକ ଡିଲେଶ୍ୱର ରଣା ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’ । ସେ ତାଙ୍କ ଗଳ୍ପ ସଙ୍କଳନ ‘ସେଁରରା’ ପାଇଁ ଏହି ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ପୁରସ୍କାର ବାବଦକୁ ଶ୍ରୀ ରଣାଙ୍କୁ...