ହାଇୱା ଧକ୍କାରେ ମହିଳା ଗୁରୁତର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର: ଧଉଳି ଲିଙ୍ଗିପୁର ଟ୍ରାଫିକ୍ ଛକରେ ଏକ ସ୍କୁଟିରେ ଯାଉଥିବା ଜଣେ ମହିଳାଙ୍କୁ ଏକ ହାଇୱା ଧକ୍କା ଦେବା ପରେ ତାଙ୍କ ଡାହାଣ ଗୋଡ଼ ଉପରେ ଚଢ଼ିଯାଇଥିବା ଅଭିଯୋଗ ହୋଇଛି। ଦୁର୍ଘଟଣାରେ ମହିଳା ଜଣକ ଗୁରୁତର ଆହତ...
ବ୍ଲୁ ଲେକ୍ରେ ଅଘଟଣ: ୨୪ ଘଣ୍ଟା ପରେ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର
ନୀଳଗିରି: ନୀଳଗିରି ଥାନା ଅନ୍ତର୍ଗତ ମିତ୍ରପୁର ନିକଟସ୍ଥ ବ୍ଲୁ ଲେକ୍ରେ ଘଟିଥିବା ଘଟଣାର ଦୀର୍ଘ ୨୪ ଘଣ୍ଟାର ଉଦ୍ଧାର କାର୍ଯ୍ୟ ପରେ ଗଭୀର ପାଣିରୁ ନିଖୋଜ ଦୁଇ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଗଛ ଉପରୁ...
ହତ୍ୟା ପରେ ମୋବାଇଲ୍ ଟ୍ରାକିଂରୁ ମିଳିଲା ଫେରାର ହେବାର ସୁରାକ
ତାମିଲନାଡୁ: ତାମିଲନାଡୁ ଏକ୍ସପ୍ରେସ୍ରୁ ଏକ ସୁଟକେସ୍ ଭିତରେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ମିଳିବା ଘଟଣାରେ ବଡ଼ ସୁରାକ ମିଳିଛି। ଏହି ହତ୍ୟାକାଣ୍ଡରେ ଓଡ଼ିଶାର ଜଣେ ସନ୍ଦିଗ୍ଧ ଦମ୍ପତିଙ୍କ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି। ସୂଚନା ଥାଉ ଯେ,...
ପାରାଦୀପରୁ ବାହାରିଥିବା ଜାହାଜ ବଙ୍ଗୋପ ସାଗର ରେ ନିଖୋଜ
ପାରାଦୀପ: ପାରାଦୀପ ଉପକୂଳରୁ ପ୍ରାୟ ୨୪୦ ନଟିକାଲ୍ ମାଇଲ୍ ଦୂର ବଙ୍ଗୋପସାଗରରେ ୨୪ ଜଣ ନାବିକଙ୍କୁ ନେଇ ଯାଉଥିବା 'MV Ocean Winner' ନାମକ ପାନାମା-ଫ୍ଲାଗଡ୍ ମାଲବାହୀ ଜାହାଜ ସମୁଦ୍ର ମଧ୍ୟରେ ବୁଡ଼ିଯାଇଛି। ଶୁକ୍ରବାର ଓଡ଼ିଶାରୁ ଲୁହାପଥର...
ବାରିପଦା ଟାଉନ୍ ଥାନା SI ପ୍ରଭାତ ନାୟକ ଅଟକ
ବାରିପଦା: ପୋଲିସ ବାବୁ ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ପରେ ଧୋକା ଦେଇଥିବା ଅଭିଯୋଗ ହୋଇଛି। ବାରିପଦା ଟାଉନଥାନା କାର୍ଯ୍ୟରତ ସବ-ଇନସପେକ୍ଟର ପ୍ରଭାତ ନାୟକଙ୍କ ନାମରେ ଆସିଛି ଅଭିଯୋଗ। ବିବାହର ମିଥ୍ୟା...
ମହାମାରୀ ରୋକିବାକୁ ବ୍ୟାପକ ପ୍ରତିଷେଧମୂଳକ ପଦକ୍ଷେପ
ଭୁବନେଶ୍ୱର: ବନ୍ୟା ପ୍ରଭାବିତ ଅଞ୍ଚଳରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସ୍ଥିତିର ନିରନ୍ତର ତଦାରଖ ଓ ଆବଶ୍ୟକ ସହାୟତା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଭାଗର ୪ ଜଣ ବରିଷ୍ଠ ଅଧିକାରୀ ମାନଙ୍କୁ ବିଭିନ୍ନ ବନ୍ୟା ପ୍ରଭାବିତ...
ଅନଲାଇନ୍ ଅଟୋ ସଂଘର ସଭାପତି ଦୀନବନ୍ଧୁ ନାୟକଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ।
ଭୁବନେଶ୍ୱର: ମାଷ୍ଟରକ୍ୟାଣ୍ଟିନ ଛକରେ ଅନଲାଇନ୍ ଗାଡ଼ି ଚାଳକ ସଂଘର ହିଂସାତ୍ମକ ଆନ୍ଦୋଳନ ଘଟଣାରେ କମିଶନରେଟ୍ ପୋଲିସ ଆଉ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଏହି ଘଟଣାରେ ଖାରବେଳନଗର ଥାନା ପୋଲିସ ଗତକାଲି (ଶୁକ୍ରବାର) ରାତିରେ...
ବୟୋଜ୍ୟେଷ୍ଠ ଉତ୍ସବ 2026 : ସଙ୍ଗୀତ, ନୃତ୍ୟ, ଅଭିନୟ, କବିତା ଓ ଗଳ୍ପ ପ୍ରତିଯୋଗିତା
ଭୁବନେଶ୍ବର : ଅକ୍ଟୋବର ଏକ ତାରିଖ ଅନ୍ତର୍ଜାତୀୟ ବୟୋଜ୍ୟଷ୍ଠ ଉତ୍ସବ । ବୋଉ ଫାଉଣ୍ଡେସନର ରାହା ପ୍ରକଳ୍ପ ଆୟୋଜନ କରୁଛନ୍ତି ବୟୋଜ୍ୟେଷ୍ଠ ଉତ୍ସବ 2026 । ପ୍ରଥମଥର ପାଇଁ ବୟୋଜ୍ୟେଷ୍ଠ ଉତ୍ସବକୁ ସ୍ମରଣୀୟ କରିବା ପାଇଁ ଆରମ୍ଭ...
ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜନ୍ମ ଶତବାର୍ଷିକୀ ମହୋତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ : ପୂର୍ବ ସରକାରଙ୍କୁ କଲେ ସମାଲୋଚନା
ଅନୁଗୋଳ ଜିଲ୍ଲା ତାଳଚେର ଗୁରୁଜାଙ୍ଗଠାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜନ୍ମ ଶତବାର୍ଷିକୀ ମହୋତ୍ସବ ଆୟୋଜିତ ହୋଇଛି । ଲକ୍ଷ୍ମଣାନନ୍ଦଙ୍କ ଜନ୍ମମାଟିରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇଥିଲେ l ତାଙ୍କ ଅଭିଭାଷଣରେ ସେ...
ଜିଲ୍ଲା ଏସ୍ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍ଫରେନ୍ସିଂ ବୈଠକ
କଟକ:ଆଜି ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ...

















