ବିଦ୍ୟାଳୟ ୱାର୍ଡେନଙ୍କୁ ହତ୍ୟା; ଗିରଫ୍ ହେଲେ ଦୁଇ ଅଭିଯୁକ୍ତ
ମୟୂରଭଞ୍ଜ ଜିଲ୍ଲାର ଘରୋଇ ବିଦ୍ୟାଳୟ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷା ଓ ହଷ୍ଟେଲ ୱାର୍ଡେନଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ମୟୂରଭଞ୍ଜ ପୋଲିସକୁ ମିଳିଛି ସଫଳତା। ଘଟଣାର ପ୍ରାୟ ସପ୍ତାହ ପରେ ପୋଲିସ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି...
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ RI
ଭିଜିଲାନ୍ସ ଜାଲରେ ପଡ଼ିଲେ ରାଜସ୍ୱ ନିରୀକ୍ଷକ । କଟକ ଜିଲ୍ଲା ମଙ୍ଗରାଜପୁରର ରାଜସ୍ୱ ନିରୀକ୍ଷକ ରାଜାରାମ ବାନ୍ଦ୍ରା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଦ୍ୱାରା ଧରାପଡ଼ିଛନ୍ତି । ଜଣେ ଜମି ମାଲିକଙ୍କଠାରୁ ୩୦,୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସେ ଗିରଫ...
କେନ୍ଦୁଝରରେ ଭୁଶୁଡ଼ିଲା ବିଜେଡ଼ି ଗଡ
ବିଜେଡ଼ିକୁ ଲାଗିଛି ଶକ୍ତ ଝଟକା । କେନ୍ଦୁଝରରେ ଜଣେ ପୌର ଉପାଧ୍ୟକ୍ଷ , ୮ ଜଣ କାଉନସିଲର୍ ଓ ୩ ଜଣ ସାଧାରଣ ସମ୍ପାଦକ ଦଳର ପ୍ରାଥମିକ ସଦସ୍ୟତା ପଦରୁ ରବିବାର ଇସ୍ତଫା ଦେଇଛନ୍ତି । କେନ୍ଦୁଝରର ପୌର...
ତହସିଲଦାରଙ୍କୁ ହତ୍ୟା ଧମକ
କଳାହାଣ୍ଡି ଜିଲ୍ଲା ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ସ୍ୱାମୀ ଯେ କି ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି ତହସିଲଦାର ବିଭୁ ପ୍ରସାଦଙ୍କୁ ହତ୍ୟା ଧମକ ଦେବା ପରେ ତାଙ୍କୁ ପୋଲିସ ଖୋଜୁଛି । ବିଧାୟିକାଙ୍କ ଭୁବନେଶ୍ୱରସ୍ଥିତ ସରକାରୀ...
ନୟାଗଡ଼ ବସ୍ ଦୁର୍ଘଟଣା; ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ନୟାଗଡ଼ ଦଶପଲ୍ଲାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ CMRF ପାଣ୍ଠିରୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତି ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ସୂଚନା ଅନୁସାରେ ଗତକାଲି ‘ମା’...
ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଅତ୍ୟାବଶ୍ୟକ ଦ୍ରବ୍ୟର ଯୋଗାଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ
ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି । ଏଥିରେ ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ ଦ୍ରବ୍ୟର କୃତ୍ରିମ ଅଭାବଜନିତ ସମସ୍ୟାର ମୁକାବିଲା ପାଇଁ...
ଭିଜିଲାନ୍ସ ଜାଲରେ ପଡ଼ିଲେ ଗଞ୍ଜାମ ଜଳସେଚନ ପ୍ରକଳ୍ପର SDO
ଗଞ୍ଜାମ ଭଞ୍ଜନଗର ଜଳସେଚନ ବିଭାଗର ଏସଡିଓ ପଞ୍ଚୁ ବେହେରାଙ୍କ ଘରେ ଭିଜିଲାନ୍ସର ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି । ଭଞ୍ଜନଗର ଡହ ଜଳଭଣ୍ଡାର କାର୍ଯ୍ୟାଳୟ ପୋଲସରା ଏବଂ ୫ଟି ଜାଗାରେ ଚଢ଼ାଉ...
SCB ପ୍ରସଙ୍ଗକୁ ନେଇ ଗୃହରେ ହଟ୍ଟଗୋଳ
ଆଜି ବିଧାନସଭାରେ ସୁରୁଖୁରୁରରେ ଚାଲିପାରିଲାନି ଗୃହ। SCB ଅଗ୍ନିକାଣ୍ଡ ଘଟଣାକୁ ନେଇ ଗୃହରେ ଅଚଳାବସ୍ଥା ଜାରି ରହିଛି। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଗୃହ ମଧ୍ୟ ଭାଗରେ କଂଗ୍ରେସ ଓ ବିଜେଡି ବିଧାୟକ ନାରାବାଜି କରିଛନ୍ତି।...
ଗୃହରେ BJDର କଳା ପୋଷାକ ପ୍ରତିବାଦକୁ ନିନ୍ଦା କଲା BJP
ଏସସିବି ଘଟଣାକୁ ନେଇ ଗୃହରେ ଆଜି କଳା ଟି-ସାର୍ଟ ପିନ୍ଧି ବିରୋଧୀ ସଦସ୍ୟମାନେ ନାରାବାଜି କରିଛନ୍ତି । କଳା ରଙ୍ଗର ଟି-ସାର୍ଟ ପିନ୍ଧି ଗୃହରେ ହଙ୍ଗମା କରିଛନ୍ତି। ଯାହା ଫଳରେ ବାଚସ୍ପତି ବାଧ୍ୟ ହୋଇ ପ୍ରଶ୍ନକାଳକୁ ବାତିଲ କରିଥିଲେ। ବିଜେଡିର...
ଓଡିଶାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ; ମୁଖ୍ୟମନ୍ତ୍ରୀ
ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ,୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଓଡ଼ିଶା ହେବ ସମ୍ପୁର୍ଣ୍ଣ ମାଓ ମୁକ୍ତ ରାଜ୍ୟ। ଏବେ ରାଜ୍ୟରେ କେବଳ ୧୫ ଜଣ ମାଓବାଦୀ ସକ୍ରିୟ ଅଛନ୍ତି।ସେମାନେ କନ୍ଧମାଳ, କଳାହାଣ୍ଡି...


















