28.9 C
Bhubaneswar
Wednesday, July 29, 2026
-Advertisement-

କଟକ ଭାଇଚାରାରେ କିଏ ଲଗାଇଲା ନିଆଁ ?

ତିନି ଦଶନ୍ଧି ପରେ କଟକ ଭାଇଚାରାରେ ନିଆଁ ଲଗେଇବାକୁ ଅପଚେଷ୍ଟା । ଦଶହରା ଭସାଣି ଯାତ୍ରା ବେଳେ କିଛି ମୁସଲମାନ (କଟକ ସହରର ସମସ୍ତ ମୁସଲମାନ ନୁହଁନ୍ତି) ଟେକା ପଥର ପକାଇ ସହରର ଭାଇଚାରାରେ ଦାଗ ଲଗାଇବାକୁ...

ହମାସକୁ ଶାନ୍ତି ଚୁକ୍ତି ଗ୍ରହଣ କରିବାକୁ ଚେତାବନୀ ଦେଲେ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାଲେଷ୍ଟାଇନରେ ଗାଜା ଗୋଷ୍ଠୀକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ହମାସକୁ ଶୀଘ୍ର କାର୍ଯ୍ୟ କରିବାକୁ ପଡିବ ଏବଂ ଇସ୍ରାଏଲ ସହିତ ଏକ ଶାନ୍ତି ଚୁକ୍ତି ପାଇଁ ରାଜି ହେବାକୁ...

ଏସଆଇ ପରୀକ୍ଷା ଜାଲିଆତି ; କ୍ରାଇମବ୍ରାଞ୍ଚ କରିବ ତଦନ୍ତ

ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଦ୍ୱାରା ପରିଚାଳିତ ସବ୍ ଇନସ୍ପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ଏବେ କ୍ରାଇମବ୍ରାଞ୍ଚ ତଦନ୍ତ କରିବ । କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଏସଆଇ ପରୀକ୍ଷାରେ ବଡ଼ ଷଡ଼ଯନ୍ତ୍ର ରଚାଯାଇଥିବା ସ୍ପଷ୍ଟ ହୋଇସାରିଛି...

ଓଡ଼ିଶାରେ ହେବ ହୋମଷ୍ଟେ ପ୍ରତିଷ୍ଠା ଯୋଜନା ; ପ୍ରଭାତୀ ପରିଡ଼ା

ଏବେ ଗ୍ରାମାଞ୍ଚଳରେ ଲୋକଙ୍କ ଘରେ ରହିବେ ପର୍ଯ୍ୟଟକ। ଏହା ଫଳରେ ଗ୍ରାମାଞ୍ଚଳରେ ବଢ଼ିବ ଲୋକଙ୍କ ରୋଜଗାର। ଏଥିଲାଗି କାର୍ଯ୍ୟକାରୀ ହେବ ଓଡ଼ିଶା ହୋମଷ୍ଟେ ପ୍ରତିଷ୍ଠା ଯୋଜନା-୨୦୨୫। ୨୦୨୯-୩୦ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ ଯୋଜନା।...

ଓଡ଼ିଶାକୁ ୧୭ ଶହ କୋଟି ଟଙ୍କାର ଭେଟି ଦେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦ୍ୱିତୀୟ ଥର ଝାରସୁଗୁଡ଼ା ଗସ୍ତ କରିଛନ୍ତି । ଅମଲାପାଲିରେ ଆୟୋଜିତ ‘ସେବା ପକ୍ଷ’ ସମାରୋହରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିକାଶ ପ୍ରକଳ୍ପ ଭେଟି ଦେଇଛନ୍ତି । ସାରା ଭାରତରେ...

ଲାଞ୍ଚ ନେବାବେଳେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ୱର ଟିପିସିଓଡିଏଲ୍ ସର୍କଲ୍-୧ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍ । ନିର୍ବାହୀଯନ୍ତ୍ରୀଙ୍କର ବହୁତ ବ୍ୟାଙ୍କ ଏବଂ ଅନ୍ୟାନ୍ୟ ସଞ୍ଚୟ ଆକାଉଣ୍ଟ ଥିବା ଜଣାପଡ଼ିଛି । ସମସ୍ତ ଜମାରାଶିକୁ ମିଶାଇ ମୋଟ...

ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି ଆଉ କୋଇଲା : ମୁଖ୍ୟମନ୍ତ୍ରୀ

ଅଳିଆରୁ ଏବେ ଏନର୍ଜି ଓ କୋଇଲା ପ୍ରସ୍ତୁତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ପୁରୁଣା ଭୁବନେଶ୍ୱରରେ ବିଏମସି ଆୟୋଜିତ "ସ୍ୱଚ୍ଛତା ହିଁ ସେବା" କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି, ଗୃହ ଓ ନଗର...

ନିଲମ୍ବନ ପରେ ପୁଣି ବିଜେଡ଼ିକୁ ପ୍ରଶ୍ନ କଲେ ଶ୍ରୀମୟୀ

ବିଜେଡିରୁ ନିଲମ୍ବିତ ହେବାପରେ ପୁଣି ବିଜେଡିକୁ ଟାର୍ଗେଟ୍‌ କଲେ ଶ୍ରୀମୟୀ ମିଶ୍ର । ଫେସ୍‌ବୁକ୍‌ରେ ପୋଷ୍ଟ କରି କହିଲେ,"ଯେତେବେଳେ ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ୍ ଦେଉ, ଆମେ ଏକ ଭୋଟର ଆଇଡି ଏବଂ ଏକ ଏପିକ୍ ନମ୍ବର ଆବଶ୍ୟକ...

ପାତ୍ରପଡ଼ା ସଡ଼କ ଦୁର୍ଘଟଣା : ଧରା ପଡିଲା ଥାର ମାଲିକ

ଭୁବନେଶ୍ୱର ପାତ୍ରପଡ଼ାରେ ହୋଇଥିବା ଦୁର୍ଘଟଣାରେ ଧରାପଡ଼ିଲା ଥାର୍ ମାଲିକ। ପୁରୀରୁ ଥାର୍ ମାଲିକ ସୋମନାଥ ବେହେରାଙ୍କୁ ଗିରଫ କରିଛି ଖଣ୍ଡଗିରି ପୋଲିସ। ଏ ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି । ରାକ୍ଷୀ ପୂର୍ଣ୍ଣିମା ଦିନ ...

ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ା ଗସ୍ତରେ ଆସିବେ । ଝାରସୁଗୁଡ଼ାରେ ଆୟୋଜିତ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ...
- Advertisement -

Latest article

ଜାପାନରେ ବଡ ଭୂକମ୍ପ, ୭.୧ ତୀବ୍ରତା; ସୁନାମୀ ଆଲର୍ଟ ଜାରି

ନୂଆଦିଲ୍ଲୀ: ଆଜି ଜାପାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ସମୁଦ୍ରରେ ଉଚ୍ଚ ଉଚ୍ଚ ଲହରି ଆସିବା ନେଇ ସତର୍କ ସୂଚନା ଜାରି କରାଯାଇଛି...

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...