ପାରାଦୀପରେ ବୋଇତ ବନ୍ଦେଇଲେ ରାଷ୍ଟ୍ରପତି
ପାରାଦୀପରେ ବୋଇତ ବନ୍ଦେଇଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପାରାଦୀପ ବନ୍ଦର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ବୋଇତ ବନ୍ଦାଣ ଉସ୍ତବରେ ଯୋଗ ଦେଇ ରାଷ୍ଟ୍ରପତି ପ୍ରାଚୀନ ଉତ୍କଳର ନୌବାଣିଜ୍ୟ ପରଂପରାର ସ୍ମୃତିଚାରଣ କରିଛନ୍ତି । ଓଡିଶାର ଏହି ବୋଇତ...
ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଉଦ୍ଯାପିତ, ବିଶିଷ୍ଟ ସାହିତ୍ୟିକଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର, ୨୬/୧୧ : ସମାଜକୁ ଯୋଡ଼ି ରଖିବାରେ ସାହିତ୍ୟ ଏକ ସେତୁ ସଦୃଶ । ତିନିଦିନିଆ ସୋଆ ସାହିତ୍ୟ ଉତ୍ସବର ଉଦ୍ଯାପନୀ ଉପଲକ୍ଷେ ରବିବାର ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାହିତ୍ୟକୁ ନେଇ ଏଭଳି ବ୍ୟାଖ୍ୟା କରିଛନ୍ତି ବିଶିଷ୍ଟ ପଞ୍ଜାବୀ ସାହିତ୍ୟିକ...
ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଉଦ୍ଘାଟିତ, ସମୂହ ସମାଜ, ସାମାଜିକ ଏକତା ଉପରେ ଗୁରୁତ୍ୱ
ଭୁବନେଶ୍ୱର, ନଭେମ୍ବର ୨୪: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ୩ ଦିନିଆ ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଶୁକ୍ରବାର
ଉଦ୍ଘାଟିତ ହୋଇଯାଇଛି । ଏହି ଉତ୍ସବକୁ ଉଦ୍ଘାଟନ କରି ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ଡକ୍ଟର ପ୍ରତିଭା ରାୟ ଏକ...
ଆଦିବାସୀଙ୍କ ଜମି ବିକ୍ରି ଆଇନ ତର୍ଜମା କରିବ ଆଦିବାସୀ ଉପଦେଷ୍ଟା ପରିଷଦ
ଆଦିବାସୀ ଜମି ବିକ୍ରି ଆଇନରେ ସଂଶୋଧର କରି ଅଡୁଆରେ ରାଜ୍ୟ ସରକାର । ବିରୋଧୀଙ୍କ ଗୋଟିଏ ଦାବି, ଆଦିବାସୀଙ୍କ ଜମି ବିକ୍ରି ଆଇନରେ ସଂଶୋଧନ ପାଇଁ କ୍ୟାବିନେଟ ନେଇଥିବା ନିଷ୍ପତ୍ତି ପ୍ରତ୍ୟାହାର କରାଯାଉ । ଏହାକୁ ନେଇ ବିରୋଧୀ ବିଧାନସଭା...
ନଭେମ୍ବର ୨୪ ରୁ ୨୬ ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ
ଭୁବନେଶ୍ୱର, ନଭେମ୍ବର ୨୨: ଦେଶର ସାହିତ୍ୟ, ସଂସ୍କୃତି, କଳା, ମଂଚ ଓ ଚଳଚ୍ଚିତ୍ର କ୍ଷେତ୍ରର ପ୍ରାୟ ୨୫୦ ରୁ ଊର୍ଦ୍ଧ୍ୱ ଉଜ୍ଜଳ ତାରକାମାନେ ଏଠାରେ ନଭେମ୍ବର ୨୪ ରୁ ଆରମ୍ଭ ହେଉଥିବା ୩ ଦିନିଆ ସୋଆ ସାହିତ୍ୟ ଉତ୍ସବରେ ଯୋଗ...
ଓଡିଆ ଅଭିନେତ୍ରୀ ମୌସୁମୀ ନାୟକ ଗିରଫ
ଓଢିଆ ଅଭିନେତ୍ରୀ ମୌସୁମୀ ନାୟକଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଆଜି ହାଇଦ୍ରାବାଦରୁ ସୁଟିଂ ସାରି ଫେରିବା ପରେ ମୌସୁମୀଙ୍କୁ ପୋଲିସ ଚନ୍ଦକା ସ୍ଥିତ ତାଙ୍କ ଫ୍ଲାଟରୁ ଗିରଫ କରି କୋର୍ଟ ଚାଲାଣ କରିଛି । ଲେଖିକା ବନସ୍ମିତା...
ବଡ଼ଦିନ ପୂର୍ବରୁ ଏସ୍ଏଚ୍ଏମ୍ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ
ବଡ଼ଦିନ ଆଉ ମାତ୍ର ଦେଢ଼ ମାସ ବାକି ଥିବା ବେଳେ ଏହି ଉତ୍ସବକୁ ଅଧିକ
ଚଳଚଂଚଳ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟରେ
ଶନିବାର ଦିନ ଏକ କେକ୍ ମିକ୍ସିଙ୍ଗ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି...
ହାତ ଧୋଇବା ଦ୍ୱାରା ସଂକ୍ରମଣକୁ ଦୂର କରିହେବ: ବିଶେଷଜ୍ଞ
ଭୁବନେଶ୍ୱର, ୩୧/୧୦: ସେପ୍ସିସ୍ ଯୋଗୁଁ ବିଶ୍ୱରେ ବର୍ଷକୁ ୧ କୋଟି ଲୋକଙ୍କର ମୃତ୍ୟୁ ହେଉଛି । ପ୍ରତି ୧୦୦ ମୃତ୍ୟୁ ମଧ୍ୟରୁ ୩୫ ଟିର କାରଣ ସେପ୍ସିସ୍ । ଏହା ପୃଥିବୀରେ ମୃତ୍ୟୁର ତୃତୀୟ ମୁଖ୍ୟ କାରଣ ପାଲଟିଥିବା...
ସମ୍ର ପ୍ରଫେସର ମୈତ୍ରେୟୀ ଶିଶୁ ଚର୍ମରୋଗ ସଂଘର ଜାତୀୟ ସମ୍ପାଦିକା ମନୋନୀତ
ଭୁବନେଶ୍ୱର, ୩୧/୧୦: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଚର୍ମ ଓ ଯୌନ ରୋଗ ବିଭାଗର ପ୍ରଫେସର (ଡାକ୍ତର) ମୈତ୍ରେୟୀ ପଣ୍ଡା ଭାରତୀୟ ଶିଶୁ ଚର୍ମରୋଗ ସଂଘ (ଇଣ୍ଡିଆନ୍ ସୋସାଇଟି ଅଫ୍ ପେଡିଆଟ୍ରିକ ଡର୍ମାଟୋଲୋଜି)ର ଜାତୀୟ ସଂପାଦିକା...
5ଜି ଲାବ୍ ସ୍ଥାପନ ପାଇଁ ସୋଆ ମନୋନୀତ
5ଜି ଲାବୋରାଟୋରୀ ସ୍ଥାପନ ପାଇଁ କେନ୍ଦ୍ର ଯୋଗାଯୋଗ ମନ୍ତ୍ରଣାୟଳୟ ପକ୍ଷରୁ ଦେଶର ପ୍ରମୁଖ ଶହେଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ ଚୟନ କରାଯାଇଛି । ଏହି ଶହେଟି ଉଚ୍ଚ ଶିକ୍ଷାନୁଷ୍ଠାନ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ 'ସୋଆ' ସ୍ଥାନ ପାଇଛି । ଇଣ୍ଡିଆନ...