25.1 C
Bhubaneswar
Thursday, October 29, 2026
-Advertisement-

ପୁଣି ରାଜଧାନୀରେ ହାଇୱା-କାର୍ ମୁହାଁମୁହିଁ ଧକ୍କା, ୨ ମୃତ ଓ ୫ ଗୁରୁତର

ଭୁବନେଶ୍ୱର: ଆଜି ଖୋର୍ଦ୍ଧା - ଚନ୍ଦକା ରୋଡର ଭୋଳା ଛକ ନିକଟରେ କାର-ହାଇୱା ମୁହାଁମୁହିଁ ଧକ୍କା ହୋଇଛି। କାରରେ ୭ ଜଣ ଥିବା ସୂଚନା ମିଳିଥିବାବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି ଓ ୫ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କ...

ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ନିଟ୍‌ ପେପର ଲିକ୍ ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସାମ୍ବାଦିକ ସମ୍ମିଳନୀରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଆସନ୍ତା ବର୍ଷ ଠାରୁ ନିଟ୍‌ ପରୀକ୍ଷାରେ ହେବ ବଡ଼ ପରିବର୍ତ୍ତନ । ନିଟ୍‌ ପରୀକ୍ଷା...

ଓମାନ ଉପକୁଳରେ ଡ୍ରୋନ୍‌ ମାଡ଼ ଯୋଗୁଁ ସମୁଦ୍ରରେ ବୁଡ଼ିଲା ଭାରତୀୟ ଜାହାଜ

ନୂଆଦିଲ୍ଲୀ: ଭାରତୀୟ ମାଲବାହୀ ଜାହାଜ ‘ହାଜି ଅଲ୍ଲୀ’ ଉପରେ ସନ୍ଦିଗ୍ଧ ଡ୍ରୋନ୍‌ ମାଡ଼ ହେବା ଫଳରେ ଓମାନ ଉପକୁଳ ରେ ଏହା ସମୁଦ୍ରରେ ବୁଡ଼ିଯାଇଛି। ଏହି ଭୟଙ୍କର ଆକ୍ରମଣରୁ ଜାହାଜରେ ଥିବା ସମସ୍ତ ୧୪ ଜଣ ଭାରତୀୟ ନାବିକ ଅଳ୍ପକେ...

ଜୁଲାଇ ୧ରୁ ଓଡ଼ିଶାରେ ହେବ SIR

ଭୁବନେଶ୍ୱର: ଆସନ୍ତା ଜୁଲାଇ ୧ରୁ ରାଜ୍ୟରେ (SIR) ବା ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭ ହେବ। ନିର୍ବାଚନ ଆୟୋଗ ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ ୩ଟି କେନ୍ଦ୍ରଶାସିତ ଅଂଚଳରେ ଭୋଟର ତାଲିକାର ତୃତୀୟ ପର୍ଯ୍ୟାୟ ଏସଆଇଆର କାର୍ଯ୍ୟକ୍ରମ...

ନିରାଡମ୍ବର ପାଳନ ହେବ ସରକାରଙ୍କ ୨ ବର୍ଷ ପୂର୍ତ୍ତି

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଯେହେତୁ ବର୍ତ୍ତମାନ ପଶ୍ଚିମ-ଏସିଆ ପରିସ୍ଥିତି ଯୋଗୁ ସମଗ୍ର ଦେଶ ଏକ ସଂକଟମୟ...

ଲାଲକିଲ୍ଲା ବିସ୍ଫୋରଣ ମାମଲାରେ NIA ଦାଖଲ କଲା ୭,୫୦୦ ପୃଷ୍ଠାର ଚାର୍ଜସିଟ୍

ନୂଆଦିଲ୍ଲୀ: ରାଜଧାନୀ ନୂଆଦିଲ୍ଲୀର ଭୟଙ୍କର କାର୍ ବିସ୍ଫୋରଣ ମାମଲାରେ ଏନ୍ଆଇଏ ଚାର୍ଜସିଟ୍ ଦାଖଲ କରିଛି । ମୋଟ ୭,୫୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଏନ୍ଆଇଏ । ଶନିବାର NIA ପକ୍ଷରୁ ୧୦ ଜଣ ଅଭିଯୁକ୍ତଙ୍କ ବିରୋଧରେ ପଟିଆଲା ହାଉସ୍...

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ରଞ୍ଜିତ୍ ଗିରଫ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ପକ୍ଷରୁ ବାଲିଅନ୍ତା ସୌମ୍ୟରଞ୍ଜନ ସ୍ୱାଇଁ ହତ୍ୟା ଘଟଣାର ତଦନ୍ତ ଜାରି ରହିଛି। ଘଟଣାର ମୁଖ୍ୟ ଅଭିଯୁକ୍ତକୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ସେ ହେଲା କଟକ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗଙ୍ଗେଶ୍ଵରଗଡର ରଞ୍ଜିତ ପାତ୍ର ଓରଫ ଚିନୁ...
V D Satishan CM of Kerla

ଭି.ଡି ସତୀଶନ କେରଳମର ନୂଆ ମୁଖ୍ୟମନ୍ତ୍ରୀ

କେରଳ: କେରଳମର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଭି.ଡି ସତୀଶନଙ୍କ ନାମ ଘୋଷଣା କରିଛି କଂଗ୍ରେସ । କେରଳ ବିଧାନସଭା ନିର୍ବାଚନ ଫଳାଫଳ ଆସିବାର ୧୦ ଦିନ ପରେ କଂଗ୍ରେସ ମୁଖ୍ୟମନ୍ତ୍ରୀ ନାମ ଘୋଷଣା କରିଛି । ଭି.ଡି ସତୀଶନ ୬...

ଓଡ଼ିଶାର ସମସ୍ତ OSRTC ଗାଡିକୁ କରାଯିବ ଇଲେକ୍ଟ୍ରିକ୍‌: ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ପରିବେଶ ସୁରକ୍ଷା ଓ ଇନ୍ଧନ ସଞ୍ଚୟକୁ ଦୃଷ୍ଟିରେ ରଖି ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଖୁବ୍‌ ଶୀଘ୍ର ଓଡ଼ିଶା ଷ୍ଟେଟ୍‌ ରୋଡ୍‌ ଟ୍ରାନ୍ସପୋର୍ଟ କର୍ପୋରେସନ୍‌ (OSRTC)ର ସମସ୍ତ ବସ୍‌କୁ ଇଲେକ୍ଟ୍ରିକ୍‌ ଭେହିକଲ୍‌ (EV)ରେ ପରିଣତ କରାଯିବ।...

NEET UG-2026 ପେପର୍ ଲିକ୍ ମାମଲାରେ ୫ ଜଣଙ୍କୁ ଗିରଫ କଲା ସିବିଆଇ

ନୂଆଦିଲ୍ଲୀ: NEET UG-2026 ପରୀକ୍ଷାର ପେପର ଲିକ୍ ମାମଲାରେ ବୁଧବାର CBI ତିନୋଟି ଭିନ୍ନ ଭିନ୍ନ ସ୍ଥାନରୁ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ, CBI ଦେଶର ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ତେବେ ପାଞ୍ଚ...
- Advertisement -

Latest article

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...

Spinhub Samsung Pay Integration

ContentsHow to Set Up and Use Samsung Pay at SpinhubKey Benefits of Using Samsung Pay for DepositsUnderstanding Deposit Limits and Processing TimesTroubleshooting Common Samsung...