26.1 C
Bhubaneswar
Thursday, October 29, 2026
-Advertisement-

ନକଲି BEd ସାର୍ଟିଫିକେଟ ରାକେଟର ପର୍ଦ୍ଦାଫାସ କରିଛି ପୋଲିସ୍

ପଶ୍ଚିମ ଓଡ଼ିଶାରେ BEd ସାର୍ଟିଫିକେଟ ରାକେଟର ପର୍ଦ୍ଦାଫାସ ହୋଇଛି । ଟଙ୍କା ଦେଇ ଆନ୍ଧ୍ରା BEd ସାର୍ଟିଫିକେଟ ବିକ୍ରି ହେଉଛି। ପ୍ରାୟ ୩୦୦ ଛାତ୍ରଛାତ୍ରୀ ଏବେ ଟଙ୍କା ଦେଇ ଫସିଛନ୍ତି । ସାଇବର ଥାନାରେ କିଛି ଛାତ୍ରଛାତ୍ରୀଙ୍କ ଅଭିଯୋଗ ପରେ...

ଏସସିବିରୁ ଶିଶୁ ନିଖୋଜ ଘଟଣାର ପ୍ରଶାସନିକ ଖୋଳତାଡ଼ ଆରମ୍ଭ

କଟକ: ଏସ୍ ସି ଵି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗରୁ ୧୬ ଜଣ ଶିଶୁ ନିଖୋଜ ହେବା ଘଟଣାର ତଦନ୍ତ ଆରମ୍ଭ ହୋଇଛି। ୨୦୧୯ରୁ ୨୦୨୬ ମଧ୍ୟରେ ଅସହାୟ ଓ ମାନସିକ ବିକାରଗ୍ରସ୍ତ ମହିଳାଙ୍କଠାରୁ...

ପାକିସ୍ତାନରେ ଅସୀମ ମୁନିରଙ୍କୁ ଟାର୍ଗେଟ

ପାକିସ୍ତାନରେ ଆରମ୍ଭ ହୋଇଛି ନୂତନ ବିବାଦ । ତେହରିକ-ଏ-ତାଲିବାନ (ଟିଟିପି)ପାକିସ୍ତାନ ସିଧାସଳଖ ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିରଙ୍କୁ ନେଇ ଅଭିଯୋଗ କରିଛି। ଟିଟିପି ଦ୍ୱାରା ଏକ ପତ୍ରିକାରେ ପ୍ରକାଶିତ ଏକ ଲେଖା ମୁନିରଙ୍କ ନୀତି ଏବଂ ନିଷ୍ପତ୍ତିକୁ...

ଜନଗଣନା କାର୍ଯ୍ୟରେ ନିୟୋଜିତ ଶିକ୍ଷକଙ୍କର ମୃତ୍ୟୁ

ଜନଗଣନା କାର୍ଯ୍ୟରେ ନିୟୋଜିତ ଜଣେ ଶିକ୍ଷକଙ୍କର ଆକସ୍ମିକ ମୃତ୍ୟୁ ହୋଇଛି । ମୃତ ଶିକ୍ଷକ ଜଣକ ହେଲେ ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ବଡଗାଁ ଅଞ୍ଚଳର ରାଜ କପୁର ହେମ୍ବ୍ରମ । ରାଜ କପୁର ହେମ୍ବ୍ରମ ବେତନଟି ଥାନା...

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଜେଲ୍ ଗଲେ ପ୍ରଧାନ ଶିକ୍ଷକ

ଛାତ୍ରୀଙ୍କୁ ଅସଦାଚରଣ କରି ଜେଲ୍ ଗଲେ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟୀ ଥାନା ଅଞ୍ଚଳରେ ଥିବା ଏକ ସେବାଶ୍ରମର ପ୍ରଧାନ ଶିକ୍ଷକ । ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଗିରଫ ହୋଇ ଜେଲ୍ ଯାଇଛନ୍ତି । ତାଙ୍କୁ ଚାକିରୀରୁ...

ଦାବି ପୂରଣ ନହେଲେ ଡାକ୍ତରମା‌ନେ ସାମୂହିକ ଇସ୍ତଫା ଦେବେ:ଓମସା

ଭୁବନେଶ୍ୱର: ଜାନୁଆରି ମାସରେ ଓମସା ଡାକ୍ତରମାନେ ଦୁଇ ଘଣ୍ଟା ଓପିଡି ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ୪ ମାସ ଭିତ‌ରେ ଡାକ୍ତରଙ୍କ ଦାବି ପୂରଣ କରିବା ନେଇ ସରକାର ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ସରକାର ଦାବି ପୂରଣ ନେଇ କୌଣସି...

ସାତ ବିଦ୍ରୋହୀ ଆପ୍ ସାଂସଦଙ୍କୁ ରାଜ୍ୟସଭାରୁ ମଞ୍ଜୁରୀ, ଅରବିନ୍ଦ କେଜ୍ରିୱାଲକୁ ବଡ଼ ଝଟକା

ନୂଆଦିଲ୍ଲୀ: ରାଜ୍ୟସଭା ତରଫରୁ ରାଘବ ଚଢା ସମେତ ଆପ୍ ର ସମସ୍ତ ବିଦ୍ରୋହୀ ସାଂସଦଙ୍କୁ ବିଜେପିର ମାନ୍ୟତା ମିଳିଛି । ଏହାକୁ ନେଇ ରାଜ୍ୟସଭା ସଚିବାଳୟ ତରଫରୁ ନୋଟିଫିକେସନ ଜାରି କରିଛି । ରାଜ୍ୟସଭା ସଚିବାଳୟ ଆପ୍ ରୁ ବିଜେପିରେ...

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ତମ ଜୟନ୍ତୀରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଆଜି ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ତମ ଜୟନ୍ତୀ । ଏହି ଅବସରରେ ଭୁବନେଶ୍ୱରସ୍ଥିତ ପରିବହନ ଭବନ ସମ୍ମୁଖ ଏଜି ଛକରେ ଅବସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି...

ସୁଧୀର ପାତ୍ର ହତ୍ୟାକାଣ୍ଡ ମାମଲାରେ କ୍ରାଇମ୍ ସିନ୍ ରିକ୍ରିଏଟ୍ କଲା ପୋଲିସ୍

ଗୋପାଳପୁରର ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟାକାଣ୍ଡ ମାମଲାରେ ଆଜି କ୍ରାଇମ୍ ସିନ୍ ରିକ୍ରିଏଟ୍ କରିଛି ପୋଲିସ । ପୋଲିସ ଆଜି କାଳୁ ଚରଣ ପ୍ରଧାନଙ୍କୁ ହତ୍ୟାକାଣ୍ଡ ସ୍ଥଳକୁ ନେଇ କେତେବେଳେ ଏବଂ କେମିତି ସୁଧୀରଙ୍କୁ ହତ୍ୟା କରାଯାଇଥିଲା ତାହାର...

ଦେଶରେ ଏବେବି ସକ୍ରିୟ ଅଛନ୍ତି ମାଓବାଦୀ

ଏବେବି ଦେଶରେ ସକ୍ରିୟ ଅଛନ୍ତି ମାଓବାଦୀ । ଜଣେ ଯୁବକଙ୍କୁ ଅତି ବିଭତ୍ସଭାବେ ହତ୍ୟା କରିଛନ୍ତି ମାଓବାଦୀ । ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲ ଅଧୀନ ପଶ୍ଚିମ ସିଂହଭୂମ ଜିଲ୍ଲାର ଗୋଇଲକେରାଠାରେ ମାଓବାଦୀମାନେ ଜଣେ ଯୁବକଙ୍କୁ ନିର୍ମମ ଭାବେ ପିଟିପିଟି...
- Advertisement -

Latest article

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...

Spinhub Samsung Pay Integration

ContentsHow to Set Up and Use Samsung Pay at SpinhubKey Benefits of Using Samsung Pay for DepositsUnderstanding Deposit Limits and Processing TimesTroubleshooting Common Samsung...