MMDR ସଂଶୋଧିତ ବିଲ୍କୁ ନେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର:MMDR ସଂଶୋଧିତ ବିଲ୍କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ଏହି ବିଲ୍ ଓଡ଼ିଶା ଓ ଓଡ଼ିଶାବାସୀଙ୍କ ପାଇଁ କ୍ଷତିକାରକ ବୋଲି କହିବା ସହ ବିନା ଆଲୋଚନାରେ ସଂସଦରେ ବିଲ୍...
‘ଆମସାଥୀ’ ହ୍ବାଟ୍ସଆପ୍ ଚାଟ୍ ବଟ୍ର ଶୁଭାରମ୍ଭ କଲେ ସୁରେଶ ପୂଜାରୀ ମିଳିବ ରାଜସ୍ୱ ବିଭାଗର ସେବା
ଭୁବନେଶ୍ୱର:ରାଜସ୍ୱ ବିଭାଗ ପକ୍ଷରୁ ‘ଅମସାଥି ଚାଟ୍ବଟ୍ ଆପ୍’ର ଶୁଭାରମ୍ଭ କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଏହାର ଶୁଭାରମ୍ଭ କରିଛନ୍ତି।ପ୍ରଥମ ପର୍ଯ୍ୟାୟରେ ‘ଅମସାଥି ଚାଟ୍ବଟ୍’ ମାଧ୍ୟମରେ ରାଜସ୍ୱ ବିଭାଗର ୧୬ଟି ସେବା...
ଅନଲାଇନ୍ ଅଟୋ ସଂଘ ଏବଂ ପୋଲିସ ମଧ୍ୟରେ ଖଣ୍ଡ ଯୁଦ୍ଧ ଲାଠି ଚାର୍ଜ କଲା ପୋଲିସ
ଭୁବନେଶ୍ୱର:ଗତ ତିନି ଦିନ ହେଲା ଅନଲାଇନ୍ ଅଟୋ ସଂଘ ଡ୍ରାଇଭରମାନେ ଲୋୟର ପିଏମ୍ ଜିରେ ଆନ୍ଦୋଳନ କରୁଛନ୍ତି। ୩୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଅନଲାଇନ୍ ଅଟୋ ଚାଳକ । ଓଲା, ଉବର ସମେତ...
ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଭୁବନେଶ୍ୱର: ଟ୍ୱିନ ସିଟି ଭୁବନେଶ୍ୱର ଓ କଟକରେ ଦିନକୁ ଦିନ ବୃଦ୍ଧି ପାଉଛି ଯାତାୟାତ ସମସ୍ୟା । ସମସ୍ୟାର ସ୍ଥାୟୀ ସମାଧାନ ଓ ସହର ଦ୍ୱୟର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ସମୀକ୍ଷା...
ଓଡ଼ିଶା ଡିଜିପି ନିଯୁକ୍ତି ମାମଲା :ସେପ୍ଟେମ୍ବର ୨କୁ ଶୁଣାଣି ଘୁଞ୍ଚାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଓଡ଼ିଶାର ପୁଲିସ ମହାନିର୍ଦ୍ଦେଶକ (DGP) ନିଯୁକ୍ତି ପ୍ରକ୍ରିୟାକୁ ନେଇ ଦାୟର ଜନସ୍ୱାର୍ଥ ଆବେଦନ ର ଶୁଣାଣିକୁ ସୁପ୍ରିମକୋର୍ଟ ସେପ୍ଟେମ୍ବର ୨ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି। ୨୦୦୬ ମସିହାର ବହୁଚର୍ଚ୍ଚିତ ‘ପ୍ରକାଶ ସିଂହ’ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାବଳୀକୁ...
ବିଜେପି କେନ୍ଦ୍ରୀୟ ଟିମ୍ରେ ବଡ଼ ଅଦଳବଦଳ: ବୈଜୟନ୍ତ ଉପାଧ୍ୟକ୍ଷ, ସ୍ମୃତି ଇରାନୀ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ
ନୂଆଦିଲ୍ଲୀ: ସଭାପତି ନୀତିନ ନବୀନ ତାଙ୍କର ନୂଆ କେନ୍ଦ୍ରୀୟ ସାଙ୍ଗଠନିକ ଟିମ୍ ଘୋଷଣା କରିଛନ୍ତି। ଏହି ନୂଆ ଟିମରେ ୧୩ ବରିଷ୍ଠ ନେତାଙ୍କୁ ଉପାଧ୍ୟକ୍ଷ ଦାୟିତ୍ବ ମିଳିଛି। ଏହାସହ ମହିଳା ଓ ଯୁବ ଚେହେରାଙ୍କୁ ପ୍ରାଧାନ୍ୟ ଦିଆଯାଇଛି।...
ଅଶୋକଧାମ ମନ୍ଦିରରେ ଦଳାଚକଟା, ୮ ମୃତ; ୧୨ରୁ ଅଧିକ ଆହତ
ନୂଆଦିଲ୍ଲୀ: ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ ଆସିଥିବା ଶ୍ରଦ୍ଧାଳୁଙ୍କ ଭିଡ଼ ଭିତରେ ଦଳାଚକଟା ହୋଇ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଶ୍ରାବଣ ମାସର ତୃତୀୟ ସୋମବାର ହୋଇଥିବାରୁ ଅଶୋକଧାମ...
ରକ୍ଷାବନ୍ଧନରେ ମିଳିବ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି
ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୨୮, ରକ୍ଷାବନ୍ଧନ ଦିନ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତିର ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତିଯେ, ୧ କୋଟିରୁ...
ଉତ୍ତର ଓଡ଼ିଶାରେ ବନ୍ୟା ସଙ୍କଟ, ଜଳମଗ୍ନ ଯାଜପୁର ପରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହେଲିକପ୍ଟରରେ ନୁହେଁ, ବୋଟ୍ ଜରିଆରେ ବିଭିନ୍ନ ବନ୍ୟାଞ୍ଚଳ ବୁଲିଲେ | ତାଙ୍କ ସହିତ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଆଦି ଉପସ୍ଥିତ ରହିଥିଲେ । ତେବେ...
ତାରାପୀଠର ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୭ ମୃତ, ୧୧ ଆହତ
କୋଲକାତା: ପଶ୍ଚିମବଙ୍ଗର ବୀରଭୂମି ଜିଲ୍ଲାରେ ଥିବା ତାରାପୀଠ ନିକଟସ୍ଥ ଗୋଟିଏ ହୋଟେଲରେ ଅଗ୍ନିକାଣ୍ଡ ଯୋଗୁ ସାତ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏଥିରେ ପ୍ରାୟ ୧୧ ଜଣ ଆହତ ମଧ୍ୟ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ଆଜି ଭୋର...
















