ବଜେଟରେ ଓଡିଶାକୁ ଗୁରୁତ୍ୱ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ,...
ବଜେଟ୍ ୨୦୨୬-୨୭ରେ ଗରିବ ଓ ଅସହାୟ ମହିଳାଙ୍କ ବିକାଶ ଉପରେ ଅଧିକ ଫୋକସ୍
୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି। ପ୍ରଥମ ବଜେଟରେ ସରକାର ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ପାଇଁ ନିଜର ସଂକଳ୍ପ ଦୋହରାଇଛନ୍ତି। ଏହି ସଂକଳ୍ପକୁ ପୂରା...
ସଂସଦରେ ଉପସ୍ଥାପିତ ହେଲା ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍
ଆଜି ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହୋଇଛି । ଆଜି ୯ମ ଥର ପାଇଁ ନିର୍ମଳା ସୀତାରମଣ ଏହି ବଜେଟ୍ ଆଗତ କରିଛନ୍ତି। ଏଥର ବଜେଟରେ ଅର୍ଥମନ୍ତ୍ରୀ ବିଭିନ୍ନ ବଡ଼ ଘୋଷଣା କରିଛନ୍ତି । ଚଳିତ...
ମହିଳା ଉପମୁଖ୍ୟମନ୍ତ୍ରୀ ହେଲେ ଅଜିତ ପାୱାରଙ୍କ ଧର୍ମପତ୍ନୀ
ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ, ସ୍ୱର୍ଗତ ଅଜିତ ପାୱାରଙ୍କ ଧର୍ମପତ୍ନୀ ସୁନେତ୍ରା ଅଜିତ ପାୱାର । ଆଜି,ଲୋକ ଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ପଦ ଏବଂ ଗୋପନୀୟତାର ଶପଥ ପାଠ...
ଏବେ ବିଜ୍ଞାନ ପାଠ ଓଡ଼ିଆରେ ପଢ଼ିବେ ଯୁକ୍ତ ୨ ପିଲା
ଏବେ ଏକାଦଶ ଶ୍ରେଣୀର ବିଜ୍ଞାନ ପିଲା ଇଂରାଜୀ ବଦଳରେ ଓଡ଼ିଆରେ ପଢ଼ିପାରିବେ । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କରିଛନ୍ତି।...
ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ, ଜଣେ ଛାତ୍ରୀ ମୃତ
ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲାକ ଚାଟିକଣା ପଞ୍ଚାୟତ ବାରିଗୁଡ଼ା ଗ୍ରାମର ନଳିନୀ ବିଦ୍ୟାମନ୍ଦିରରେ ଝାଡ଼ାବାନ୍ତି ଆକ୍ରାନ୍ତରେ ଜଣେ ଛାତ୍ରୀଙ୍କ ଜୀବନ ଚାଲି ଯାଇଛି ଓ ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ ହୋଇଛନ୍ତି । ସମସ୍ତଙ୍କୁ ବିଷମକଟକ...
ଫେବୃଆରି ୩ ତାରିଖରେ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ୩ ତାରିଖ ଦିନ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ସ୍ୱତନ୍ତ୍ର ହେଲିକପ୍ଟରରେ ହେଲିପ୍ୟାଡରେ ଅବତରଣ କରି ସିଧାସଳଖ ଲୋକଭବନ ଅଭିମୁଖେ...
ଅଡୁଆରେ ପଡିଲେ ପୁରୀ ଜିଲ୍ଲାପାଳ
ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି ପୁରୀର ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା । ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ପ୍ରସଙ୍ଗରେ ଅଡୁଆରେ ପଡ଼ିଛନ୍ତି ଜିଲ୍ଲାପାଳ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହୋଇ ନ ଥିବା ଅଭିଯୋଗରେ ଜବାବ ତଲବ...
ଫେବୃଆରୀରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ
ଫେବୃଆରୀ ୨୦ ତାରିଖରେ ଆଗତ ହେବ ଓଡ଼ିଶା ବଜେଟ୍ । ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ଉପସ୍ଥାପନ କରିବେ ରାଜ୍ୟ ବଜେଟ୍ । ୨୦୧୬-୨୭ ଆର୍ଥିକ ବର୍ଷ ପାଇଁ ଏବେ ଆସିବ ପୂର୍ଣ୍ଣାଙ୍ଗ ବଜେଟ୍...
ପାନ ମସଲା ଉପରୁ ସରକାର ହଟାଇଲେ କଟକଣା
ରାଜ୍ୟରେ ନିଶା ଦ୍ରବ୍ୟରେ ଆସୁଥିବା ଗୁଟଖା ବିକ୍ରି ବନ୍ଦ ହୋଇଥିବା ବେଳେ ପାନ ମସଲାକୁ ନେଇ ଏବେ ଦ୍ୱନ୍ଦ୍ୱ ଲାଗି ରହିଥିବାବେଳେ, ରାଜ୍ୟରେ ପାନ ମସଲା ବିକ୍ରି ବନ୍ଦ ହେବ ନାହିଁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...


















