ଆରଜି କର ମାମଲା: ସମ୍ବଲପୁରରୁ ପୂର୍ବତନ ଟିଏମସି ବିଧାୟକ ନିର୍ମଳ ଘୋଷ ଗିରଫ
ସମ୍ବଲପୁର: ପଶ୍ଚିମବଙ୍ଗ ଆରଜି କର ହସ୍ପିଟାଲ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆଜି ଗିରଫ ହୋଇଛନ୍ତି ଟିଏମସିର ପୂର୍ବତନ ବିଧାୟକ ନିର୍ମଳ ଘୋଷ। ଆରଜି କର ପୀଡ଼ିତାଙ୍କ ଅନ୍ତିମ ସଂସ୍କାର ତରବରିଆ ଭାବେ କରାଯାଇଥିବା ଅଭିଯୋଗ ଘଟଣାରେ...
ଓଡ଼ିଶା DGP ଚୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ରେ ପରବର୍ତ୍ତୀ ଶୁଣାଣି
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ୟୁନିଅନ ପବ୍ଲିକ ସର୍ଭିସ କମିଶନକୁ ଓଡ଼ିଶା DGP ଚୟନ ପ୍ରକ୍ରିୟାକୁ ଅଗଷ୍ଟ ୧୮ ପର୍ଯ୍ୟନ୍ତ ଆଗକୁ ନବଢ଼ାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ୧୮ ତାରିଖରେ ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ହୋଇଛି । ସାମାଜିକ...
କଟକରେ ଯୁବତୀଙ୍କୁ ଗଣଦୁଷ୍କର୍ମ: ୫ ଗିରଫ, ଜଣେ ଫେରାର
କଟକ: ଜଣେ ଯୁବତୀଙ୍କ ସହ ଗଣଦୁଷ୍କର୍ମ ଘଟଣାରେ କଟକ ନିଶ୍ଚିନ୍ତକୋଇଲି ଥାନା ପୋଲିସ ୫ ଜଣଙ୍କୁ ଗିରଫ କରିଛି । ଏହି ଘଟଣାରେ ଜଣେ ଅଭିଯୁକ୍ତ ଫେରାର ଥିବାବେଳେ ଘଟଣାର ତଦନ୍ତ ପାଇଁ ଜଣେ ଡିଏସପି ପାହ୍ୟାର...
୩ କୋଟିରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ: ତିର୍ତ୍ତୋଲର ଦୁଇ ପୂର୍ବତନ ଅଧିକାରୀ ଗିରଫ
ଜଗତସିଂହପୁର: ଓଡ଼ିଶା ଭିଜିଲାନ୍ସ ଦୁଇ ଜଣ ପୂର୍ବତନ ସରକାରୀ ଅଧିକାରୀଙ୍କୁ ୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଗିରଫ କରିଛି। ଗିରଫ ହୋଇଥିବା ଅଧିକାରୀମାନେ ହେଲେ ତିର୍ତ୍ତୋଲ ବ୍ଲକ୍ର ପୂର୍ବତନ ଏସ୍ଆର୍ଏ ଭଞ୍ଜ...
ସହଜ ହେବ ଅନୁକମ୍ପାମୂଳକ ନିଯୁକ୍ତି :ନୂତନ ନିୟମକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଥଇଥାନ ସହାୟତା) ନିୟମ, ୨୦୨୬’ କୁ ଅନୁମୋଦନ ମିଳିଛି। ଚାକିରି କାଳରେ ପ୍ରାଣ ହରାଉଥିବା ସରକାରୀ କର୍ମଚାରୀଙ୍କ ଯୋଗ୍ୟ ପରିବାର ସଦସ୍ୟଙ୍କୁ କିପରି ଠିକ୍...
ଆଡଭାନ୍ସ ଟିପ୍’ ଫିଚର ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଆଡଭାନ୍ସ ଟିପ୍ ଦେବା ସୁବିଧା ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟ ଏ ନେଇ ଏକ ସର୍କୁଲାର ଜାରି କରିଥିବା ବେଳେ କହିଛନ୍ତି ଯେ କେତେକ...
ଆତ୍ମନିର୍ଭର ଭାରତ ପାଇଁ କୋଇଲା ଗ୍ୟାସିଫିକେସନ ଜରୁରୀ- ସିଜିଏଆଇ
ଭୁବନେଶ୍ୱର, ୧୨ ଅଗଷ୍ଟ, ୨୦୨୬:କୋଇଲା ଗ୍ୟାସିଫିକେସନ କ୍ଷେତ୍ରରେ ଅଗ୍ରଣୀ ଶୀର୍ଷ ସଂଗଠନ କୋଲ ଗ୍ୟାସିଫାୟର୍ସ ଆସୋସିଏସନ ଅଫ ଇଣ୍ଡିଆ (CGAI), ପକ୍ଷରୁ ଭୁବନେଶ୍ୱରରେ “କୋଇଲା ଗ୍ୟାସିଫିକେସନ୍ରେ ଆହ୍ୱାନ, ସୁଯୋଗ ଏବଂ ନୂତନ ପ୍ରଯୁକ୍ତି”ଶୀର୍ଷକ ଏକ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ...
ଓଡ଼ିଶାରେ LPG ଅବୈଧ ମହଜୁଦ ଉପରେ ଚଢ଼ାଉ
ଭୁବନେଶ୍ୱର: ଓଡ଼ିଶାରେ LPG ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାରୀ ଉପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଚଢ଼ାଉ । ସାରା ରାଜ୍ୟରେ ଏପର୍ଯ୍ୟନ୍ତ ୩୭୯୨ଟି ସ୍ଥାନରେ ରେଡ୍ କରାଯାଇଛି। ବିଭାଗ ପକ୍ଷରୁ ଅଗଷ୍ଟ...
ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର
ନୂଆଦିଲ୍ଲୀ: ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ଏନ୍. ଚନ୍ଦ୍ରଶେଖରନ । ତାଙ୍କ ଇସ୍ତଫା ଲାଗୁ ହୋଇନାହିଁ । ଫେବ୍ରୁଆରୀ ୨୦୨୭ ଯାଏଁ କାର୍ଯ୍ୟକାଳ ପୂରା କରିବେ । ହେଲେ ଆଉ ପୁଣି ଦାୟିତ୍ୱ ନେବେନି...
ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରେଭେନ୍ୟୁ ଇନ୍ସପେକ୍ଟର
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଖଇରା ତହସିଲ ଅଧୀନ ତୁଡ଼ିଗଡ଼ିଆ ରାଜସ୍ୱ ନିରୀକ୍ଷକ ଶରତ କୁମାର ସେଠୀ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧାରା ପଡିଛନ୍ତି । ମିଳିଥିବା ସୂଚନା ଅନୁସାରେ,...















