32.8 C
Bhubaneswar
Sunday, August 2, 2026
-Advertisement-

ଦିଲ୍ଲୀ ମୂଖ୍ୟମନ୍ତ୍ରୀ ଙ୍କୁ ଆକ୍ରମଣ

ଦିଲ୍ଲୀରେ ଏକ ଜନଶୁଣାଣି ସମୟରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଉପରେ ଆକ୍ରମଣର ଚେଷ୍ଟା ହୋଇଛି। ସିଭିଲ ଲାଇନ୍ସସ୍ଥିତ ତାଙ୍କ ସରକାରୀ ବାସଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମ ମଧ୍ୟରେ ଜଣେ ବ୍ୟକ୍ତି ପଥର ଭଳି ଜିନିଷ ନେଇ ଆକ୍ରମଣ କରିବାକୁ ଉଦ୍ୟମ...

ମହିଳା ଓ ଶିଶୁ ସୁରକ୍ଷା କୁ ନେଇ ସରକାରଙ୍କ ବଡ ପଦକ୍ଷେପ

ମହିଳା ଓ ଶିଶୁ ସୁରକ୍ଷା ପାଇଁ ସରକାର ନୂଆ ପଦକ୍ଷେପ ନେଇଛନ୍ତି। ପ୍ରତ୍ୟେକ ପଞ୍ଚାୟତରେ ପାରା ଲିଗାଲ ଭଲ୍ୟୁଣ୍ଟରଙ୍କୁ ନିଯୁକ୍ତ କରାଯିବ। ମହିଳା ବିରୋଧୀ ଅପରାଧ ଘଟିଲେ, ସେମାନେ ପୀଡ଼ିତାଙ୍କୁ ଶୀଘ୍ର ନ୍ୟାୟ ମିଳିବାରେ ସହାୟକ ହେବେ। ଏହି ପ୍ରସଙ୍ଗରେ...

ନାମାଙ୍କନ ପତ୍ର ଦାଖଲ କଲେ ସିପି ରାଧାକ୍ରିଷ୍ଣନ

ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ବୁଧବାର ନିଜର ନାମାଙ୍କନ ପତ୍ର ଦାଖଲ କଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ସେଟ୍‌ରେ ମୁଖ୍ୟ ପ୍ରସ୍ତାବକ ଭାବେ ଦସ୍ତଖତ କରିଥିଲେ। କାର୍ଯ୍ୟକ୍ରମରେ ବହୁ କେନ୍ଦ୍ରମନ୍ତ୍ରୀ ଏବଂ ଏନଡିଏର ବରିଷ୍ଠ...

ଭାରତ କିଣିବ ୯୭ ଟି ଏଲସିଏ ତେଜସ୍ ଫାଇଟର ଜେଟ

ଭାରତୀୟ ବାୟୁ ସେନାର ଶକ୍ତି ଆହୁରି ବୃଦ୍ଧି ପାଇବ । ଏନେଇ କେନ୍ଦ୍ର ସରକାର ୯୭ ଟି ଏଲସିଏ ମାର୍କ ୧ (ଏ)ଯୁଦ୍ଧ ବିମାନ କିଣିବା ପାଇଁ ୬୨ ହଜାର କୋଟି ଟଙ୍କାର ଚୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ।...

କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ଛାତ୍ରୀ ପୋଡ଼ି ; ପୋଷ୍ଟମର୍ଟମ ରିପୋର୍ଟରୁ ମିଳିଲା ମୃତ୍ୟୁ ରହସ୍ୟ

କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ଛାତ୍ରୀ ପୋଡ଼ି ଘଟଣାର ପୋଷ୍ଟମର୍ଟମ ରିପୋର୍ଟ ଆସିଲା। ପୋଡିଯିବା କାରଣରୁ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ସ୍ପଷ୍ଟ ହୋଇଛି । କେନ୍ଦ୍ରାପଡା ଏସପି ସିଦ୍ଧାର୍ଥ କଟାରିଆ ସାମ୍ବାଦିକ ସମ୍ମିଳନୀ କରି ସୂଚନା...

ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଅନୁଗୁଳ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଅନୁଗୁଳ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କୁ ଆୟ ବହିର୍ଭୂତ ସମ୍ପତ୍ତା ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଗିରଫ ପରେ ତାଙ୍କୁ ସୁନ୍ଦରଗଡ଼ର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତିଙ୍କ କୋର୍ଟକୁ ପଠାଯିବ। ଗତକାଲି ଭୁବନେଶ୍ବର, ରାଉରକେଲା, ସୁନ୍ଦରଗଡ଼, ଅନୁଗୁଳ ଓ...

ଏସିଆ କପ ପାଇଁ ଭାରତୀୟ ଦଳ ଘୋଷଣା: ଶ୍ରେୟାସ ଙ୍କୁ ମିଳିଲାନି ସ୍ଥାନ ଶୁବମନ ଉପ-କ୍ୟାପ୍ଟେନ୍‌

ଏସିଆ କପ୍‌ ପାଇଁ ଭାରତୀୟ କ୍ରିକେଟ୍‌ ଦଳର ଘୋଷଣା ହୋଇଛି। ଏଥିରେ ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଭାବେ ଦାୟିତ୍ୱ ଦିଆଯାଇଛି। ବିସିସିଆଇ ସଚିବ ଦେବଜିତ ସାଇକିଆଙ୍କୁ ଭେଟି ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଦଳ ଘୋଷଣା କରିଛନ୍ତି। ଏହି ଦଳରେ...

ଯୁଦ୍ଧ ବନ୍ଦ ପାଇଁ ଆଲୋଚନା, ସେପଟେ ଋଷର ବଡ଼ ଆକ୍ରମଣ

ଏପଟେ ଯୁଦ୍ଧ ବନ୍ଦ ପାଇଁ ଆଲୋଚନା ଚାଲିଥିବା ବେଳେ ସେପଟେ ଆକ୍ରମଣ । ଆମେରିକାରେ ଟ୍ରମ୍ପ-ଜେଲେନସ୍କିଙ୍କ ବୈଠକ ଶେଷ ହେବା ପରେ ୟୁକ୍ରେନରେ ଋଷ କ୍ଷେପଣାସ୍ତ୍ର ଆକ୍ରମଣ କରିଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନର ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ପୁଟିନ

ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ପୁଟିନ ଏବଂ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ସାକ୍ଷାତର ମୁଖ୍ୟ ଏଜେଣ୍ଡା ଥିଲା ରୁଷ-ୟୁକ୍ରେନ ଯୁଦ୍ଧକୁ ସ୍ଥାୟୀ ଭାବରେ ସମାପ୍ତ କରିବାର ଉପାୟ...

ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥବସ୍ଥା ଭଲ ରହିଛି । ସୋମବାର ଅପରାହ୍ନରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍...
- Advertisement -

Latest article

ବିଲ୍ଡରଙ୍କ ଘରୁ ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଚୋରି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଅଞ୍ଚଳରେ ଜଣେ ବିଲ୍ଡରଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତି ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୋଲିସ...

ରାଜ୍ୟଗୋଷ୍ଠୀ କ୍ରୀଡାରେ ଜୁଡୋରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଲେ ଅସ୍ମିତା ଦେ

ନୂଆଦିଲ୍ଲୀ: ଗ୍ଲାସଗୋ ଠାରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡା ରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ଭାରତ ପାଇଁ ଏହି ସଫଳତା ଆଣିଛନ୍ତି lମହିଳା...

ପାଣିକୁଣ୍ଡରୁ ମିଳିଲା ନିଖୋଜ ଦ୍ବିତୀୟ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ

ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (RIE)ର ଡେମୋନଷ୍ଟ୍ରେସନ୍ ମଲ୍ଟିପର୍ପୋଜ୍ (ଡିଏମ୍) ସ୍କୁଲର ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ୨ୟ ଶ୍ରେଣୀ ଛାତ୍ରୀ ନିଖୋଜ ଘଟଣା। ସ୍କୁଲ୍ ପଛ ପଟେ ଥିବା ପୋଲିସ ରିଜର୍ଭ...