ସେପ୍ଟେମ୍ବର ୩୦ରେ ‘ଓଡ଼ିଶା ବନ୍ଦ’ ଡାକରା ଦେଲା ନବ ନିର୍ମାଣ କୃଷକ ସଂଗଠନ
ଭୁବନେଶ୍ୱର: ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସ୍କୁଲ୍ ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଆସନ୍ତା ସେପ୍ଟେମ୍ବର ୩୦ ତାରିଖରେ 'ଓଡ଼ିଶା ବନ୍ଦ'...
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର: ଆଜି ରାଜ୍ୟ ସରକାର ଦୁଇ ଜଣ ବରିଷ୍ଠ ଅଧିକାରୀ ଯିଏ କି ଚୌଦ୍ୱାର ମଣ୍ଡଳ କାରାଗାରର ଅଧୀକ୍ଷକ ସୁଜିତ ରାଉଳ ଏବଂ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳଙ୍କୁ ନିଲମ୍ୱିତ...
ଡିଜିପି ଚୟନ ପ୍ରକ୍ରିୟା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ନେଇ ସୂର୍ପ୍ରିମକୋର୍ଟଙ୍କପ୍ରଶ୍ନ
ନୂଆଦିଲ୍ଲୀ: ରାଜ୍ୟର ପରବର୍ତ୍ତୀ ଡିଜିପି ଚୟନ ପ୍ରକ୍ରିୟା, ବରିଷ୍ଠ ଆଇପିଏସ ଅଧିକାରୀ ସୁଶାନ୍ତ ନାଥଙ୍କ 'ଇଣ୍ଟିଗ୍ରିଟି ସାର୍ଟିଫିକେଟ୍' ପ୍ରତ୍ୟାହାର ଓ ଅସ୍ଥାୟୀ ଏକ୍ସ-କ୍ୟାଡ଼ର ଡିଜି ପଦବୀ ସୃଷ୍ଟି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ନେଇ ସୁପ୍ରିମକୋର୍ଟ ପ୍ରଶ୍ନ...
ସମ୍ବଲପୁରରେ ନକଲି ସିମ୍ କାରବାର ଠାବ, ୩ ଅଭିଯୁକ୍ତ ଗିରଫ
ସମ୍ବଲପୁର: ସମ୍ବଲପୁର ସାଇବର ଥାନା ପୋଲିସ ନକଲି ସିମ୍ କାର୍ଡ ପ୍ରସ୍ତୁତ କରି ବିକ୍ରି କରୁଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଞ୍ଚପୁଟର ସୂରଜ ବାଗ (୨୪), ସିନାପାଲିର ମାଳତୀ ଓରାମ...
ବାଚସ୍ପତି ସୁରମା ପାଢ଼ୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ତୁରନ୍ତ ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେ ସ୍ୱେଶାଲିଷ୍ଟ ଡାକ୍ତରୀ ଟିମ୍ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ବାଚସ୍ପତିଙ୍କ...
ପୁରୀରେ ଆନ୍ତର୍ଜାତୀୟ କ୍ରୁଜ୍ ଟର୍ମିନାଲ ପାଇଁ ପ୍ରସ୍ତାବ
ପୁରୀ: ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଏକ ଅତ୍ୟାଧୁନିକ ଆନ୍ତର୍ଜାତୀୟ କ୍ରୁଜ୍ ଟର୍ମିନାଲ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି। ଏହି ଉଦ୍ଦେଶ୍ୟରେ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ (PPA) ଏବଂ ଓଡ଼ିଶା ମାରିଟାଇମ୍ ବୋର୍ଡ (OMB) ମଧ୍ୟରେ ବୁଝାମଣାପତ୍ର...
ଭୁବନେଶ୍ୱରରେ ଚାଞ୍ଚଲ୍ୟକର ଘଟଣା,ତାୱାରେ ପିଟି ପତ୍ନୀଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ୱର: ଦୀର୍ଘବର୍ଷର ପ୍ରେମ ସମ୍ପର୍କ ପରେ ୨ ବର୍ଷ ତଳେ ଆରମ୍ଭ କରିଥିଲେ ଦାମ୍ପତ୍ୟ ଜୀବନ। ୪ ମାସ ପୂର୍ବେ ଶିଶୁପୁତ୍ରଟି ହୋଇଥିଲା । ଜଣେ ୩୨ ବର୍ଷୀୟ ବ୍ୟକ୍ତି ନିଜର ୨୬ ବର୍ଷୀୟା ପତ୍ନୀଙ୍କୁ ଏକ...
୩ୟ ଦିନରେ ବି ଗୃହ ଅଚଳ, ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ
ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଆଜି ତୃତୀୟ ଦିନ ହେଲେ ମଧ୍ୟ, ହଟ୍ଟଗୋଳ ଏବଂ ହଙ୍ଗାମା ଲାଗି ବିଧାନସଭାକୁ ପୁଣି ଆଜି ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରାଯାଇଛି । ତୃତୀୟ ଦିନରେ ପ୍ରଶ୍ନକାଳ ଆରମ୍ଭରୁ...
‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ:୧୦୯ NBW କାର୍ଯ୍ୟକାରୀ, ୧୪୮ ଅବକାରୀ ମାମଲା ଓ...
ଭୁବନେଶ୍ୱର:ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି, ଶୃଙ୍ଖଳା ଓ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପୋଲିସ, କମିଶନରେଟ୍ ପୋଲିସ, ରେଳବାଇ ପୋଲିସ ଓ...
ଚଳନ୍ତା ବସ୍ରେ ନିଆଁ ଲାଗିଯିବାରୁ ୯ ଜଣ ଯାତ୍ରୀଙ୍କ ମୃତ୍ୟୁ
ୟୁପି:ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ଯମୁନା ଏକ୍ସପ୍ରେସୱେରେ ଏକ ସ୍ଲିପର ବସ୍ରେ ଭୟାବହ ଅଗ୍ନିକାଣ୍ଡରେ ଜଳି ଯାଇ ୯ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ବସ୍ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି।ସୂଚନା ଅନୁଯାୟୀ, ଯମୁନା...















