29.2 C
Bhubaneswar
Tuesday, August 4, 2026
-Advertisement-

ତିନିଦିନ ଭିତରେ ହଟିଲା କଟକଣା

ଭୁବନେଶ୍ବର : ତିନୋଟି ପ୍ରମୁଖ ଘରୋଇ ବ୍ୟାଙ୍କର କାର୍ଯ୍ୟକୁ ନେଇ ତିନିଦିନ ତଳେ ଅସନ୍ତୋଷ ପ୍ରକାଶ କରିଥିଲେ ରାଜ୍ୟ ସରକାର । ଏଚଡିଏଫସି, ଆଇସିଆଇସିଆଇ ଏବଂ ଆକ୍ସିସ ବ୍ୟାଙ୍କର କାର୍ଯ୍ୟକୁ ନେଇ ରାଜ୍ୟ ସରକାର କେବଳ ଅସନ୍ତୋଷ ପ୍ରକାଶ କରି...

ଆମେରିକା ଏୟାର୍ ବେସ୍ ଉପରେ ଇରାନର ଆକ୍ରମଣ

ସୋମବାର ଦିନ କତାର୍ ସ୍ଥିତ ଆମେରିକା ବେସ୍ ଉପରେ ଇରାନ୍ କ୍ଷେପଣାସ୍ତ୍ର ଆକ୍ରମଣ କରିଛି । ଆକ୍ରମଣରେ ମୃତାହତଙ୍କ ସଂଖ୍ୟା ସ୍ପଷ୍ଟ ହୋଇନାହିଁ । ଆମେରିକା ଇରାନର ପରମାଣୁ ଘାଟି ଉପରେ ଆକ୍ରମଣ କରିବା ପରେ ଯୁଦ୍ଧ ବନ୍ଦ ହେବ...

ପହଲଗାମ ଆକ୍ରମଣ ଘଟଣାରେ ଦୁଇ ଆତଙ୍କି ଗିରଫ

ଜମ୍ମୁ-କାଶ୍ମୀର ପହଲଗାମ ଆକ୍ରମଣକୁ ୨ ମାସ ପୁରିଲା । ତେବେ ଏହାରି ଭିତରେ ଆତଙ୍କୀ ଆକ୍ରମଣ ମାମଲାରେ ରାଷ୍ଟ୍ରୀୟ ଯାଞ୍ଚ୍ ଏଜେନ୍ସି (NIA)କୁ ବଡ଼ ସଫଳତା ହାସଲ ହୋଇଛି । ଆତଙ୍କୀଙ୍କୁ ଆଶ୍ରୟ ଦେଇଥିବା ୨ ଜଣଙ୍କୁ NIA ର...

ଇରାନର ପରମାଣୁ ଘାଟି ଉପରେ ଆମେରିକାର ବଡ ଆକ୍ରମଣ

ଇରାନର ତିନୋଟି ପରମାଣୁ କେନ୍ଦ୍ର ଉପରେ ଆମେରିକାର ବଡ ଆକ୍ରମଣ । ଫରଡୋ, ନାଟାଞ୍ଜ ଓ ଇସଫାନ ପରମାଣୁ କେନ୍ଦ୍ର ଉପରେ କ୍ଲଷ୍ଟର ବୋମା ସହ ଭୟଙ୍କର ଆକ୍ରମଣ କରିଛି ଆମେରିକା । ଇରାନକୁ ପରମାଣୁ କ୍ଷମତାରୁ ପଙ୍ଗୁ କରିବା...

ରଥଯାତ୍ରା ପାଇଁ ପୁରୀରେ ଲାଗିବ ୨୭୫ ଟି ଏଆଇ କ୍ୟାମେରା

ବିଶ୍ବପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ହୋଇଛି ବୈଠକ । ଦୁଇ ଉପମୁଖ୍ୟ ମନ୍ତ୍ରୀ, ଆଇନ ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ସମେତ ପୁରୀ ଜିଲ୍ଲାର ବିଧାୟକ ଓ...

ସଫଳ ହେଲା ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର

ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର ହେଲା ସଫଳ । ସର୍ଭିକାଲ୍‌ ଆର୍ଥ୍ରାଇଟିସ୍‌ ରୋଗର ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ସେଠାରେ ସେ କୋକିଳା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅପରେସନ କରାଇଥିଲେ । ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ୱାବଧାନରେ ହେଉଥିଲା...

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ

ଭୁବନେଶ୍ବର : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ସର୍ଭିକାଲ ଆଥ୍ରାଇଟିସ୍ ଅସ୍ତ୍ରୋପଚାର ନିମନ୍ତେ ମୁମ୍ବାଇ ଗସ୍ତରେ ଯାଇଛନ୍ତି । ୨୨ତାରିଖରେ ମୁମ୍ବାଇର କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟାର ଚିକିତ୍ସା...

ପାଞ୍ଚବର୍ଷ ଭିତରେ ଓଡିଶା ପୂର୍ବ ଭାରତର ମଡେଲ ରାଜ୍ୟ ହେବ : ମୋଦି

ଓଡିଶାରେ ଡବଲ ଇଂଜିନ ସରକାର ଚାଲିଛି ଏବଂ ଓଡିଶା ପାଞ୍ଚବର୍ଷ ଭିତରେ ବିକାଶର ମଡେଲ ରାଜ୍ୟରେ ପରିଣତ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ରାଜ୍ୟରେ ବିଜେପି ସରକାରର ଗୋଟିଏ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେଇ...

ସୋଆ ପକ୍ଷରୁ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି । ନିକଟରେ ଡକ୍ଟର ମହାପାତ୍ରଙ୍କୁ ବିପର୍ଯ୍ୟୟ ବିପଦ ହ୍ରାସ କ୍ଷେତ୍ରରେ ଅବଦାନ ନିମନ୍ତେ ସମ୍ମାନଜନକ...

ମହିଳା ଯୋଗ ଇନଷ୍ଟ୍ରକ୍ଟରଙ୍କୁ ଦୁଷ୍କର୍ମ

ମହିଳା ଯୋଗ ଇନଷ୍ଟ୍ରକ୍ଟରଙ୍କୁ ଦୁଷ୍କର୍ମ ଅଭିଯୋଗ । କେନ୍ଦ୍ରାପଡ଼ା ଜିଲ୍ଲା ସଦର ଥାନା ଅଞ୍ଚଳରୁ ଆସିଛି ଅଭିଯୋଗ । କେନ୍ଦ୍ରାପଡ଼ା ସଦର ଥାନାରେ ଏତଲା ଦେଇଛନ୍ତି ପୀଡ଼ିତା । ସୂଚନା ଅନୁସାରେ ମହିଳା ଜଣକ ନିଜ ଘରେ...
- Advertisement -

Latest article

ଭୟଙ୍କର ବିମାନ ଦୁର୍ଘଟଣା: ୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ବିଶ୍ୱପ୍ରସିଦ୍ଧ ‘ନାଜକା ଲାଇନ୍ସ’ ଦେଖିବାକୁ ପର୍ଯ୍ୟଟକମାନଙ୍କୁ ନେଇ ଯାଉଥିବା ଏକ ଛୋଟ ପର୍ଯ୍ୟଟନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ନିକଟସ୍ଥ ଏକ ବିଲରେ ଖସିପଡ଼ିଛି। ଭୂମିରେ ପଡ଼ିବା ମାତ୍ରେ ବିମାନଟି ଖଣ୍ଡଖଣ୍ଡ ହୋଇ...

ବିଲ୍ଡରଙ୍କ ଘରୁ ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଚୋରି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଅଞ୍ଚଳରେ ଜଣେ ବିଲ୍ଡରଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତି ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୋଲିସ...

ରାଜ୍ୟଗୋଷ୍ଠୀ କ୍ରୀଡାରେ ଜୁଡୋରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଲେ ଅସ୍ମିତା ଦେ

ନୂଆଦିଲ୍ଲୀ: ଗ୍ଲାସଗୋ ଠାରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡା ରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ଭାରତ ପାଇଁ ଏହି ସଫଳତା ଆଣିଛନ୍ତି lମହିଳା...