ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ନଜର: ୨୧ରୁ ରାଜ୍ୟବ୍ୟାପୀ ‘ଦମନ’ ଅଭିଯାନ
ଭୁବନେଶ୍ୱର: ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି ଓ ଶୃଙ୍ଖଳା ବଜାୟ ରଖିବା ସହ ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ପଦକ୍ଷେପ ନେବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଅଭିଯାନ ‘ଦମନ’ ଆରମ୍ଭ...
କୋମନା ଜମି ଜାଲିଆତିର ମୁଖ୍ୟ ଅଭିଯୁକ୍ତ ଅଭୟ ପଣ୍ଡା ଗିରଫ
ନୂଆପଡ଼ା: ନୂଆପଡ଼ା କୋମନା ମୁଣ୍ଡାପଲା ଜମି ଜାଲିଆତି ଘଟଣାର ମୁଖ୍ୟ ଅଭିଯୁକ୍ତ ଅଭୟ ପଣ୍ଡା ଗିରଫ । ପୂର୍ବରୁ ଦୁଇ ନକଲି ଜମି ମାଲିକଙ୍କ ସହ ୮ ଜଣଙ୍କୁ ଗିରଫ କରାଯାଇଥିଲା । ଯେଉଁଥିରେ କାରଙ୍ଗାମାଲ ସରପଞ୍ଚ...
ବାଂଲାଦେଶୀ ନାଗରିକ ନକଲି ଭାରତୀୟ ପରିଚୟପତ୍ର ଦେଖାଇ ନିଯୁକ୍ତି
ବାଂଲାଦେଶ: ଜଣେ ବାଂଲାଦେଶୀ ନାଗରିକ ଭାରତକୁ ଲୁଚି ପଳାଇ ଆସି ଏଠାରେ ନକଲି ଭାରତୀୟ ପରିଚୟପତ୍ର ହାସଲ କରିଥିଲା। ଏହି ନକଲି ପରିଚୟପତ୍ର ଦେଖାଇ ସେ କେରଳରେ ଥିବା ଅତ୍ୟନ୍ତ ସମ୍ବେଦନଶୀଳ ଇଜହିମାଲା ନୌସେନା ଏକାଡେମୀରେ ବେଶ...
ସୁନ୍ଦରଗଡ଼ରେ ବଢ଼ୁଛି ସ୍କ୍ରବ୍ ଟାଇଫସ୍ ସଂକ୍ରମଣ, ୫,୬୦୦ରୁ ଅଧିକ ରକ୍ତ ନମୁନା ପରୀକ୍ଷା
ରାଉରକେଲା: ସ୍କ୍ରବ୍ ଟାଇଫସ୍ ରେ ଲଗାତାର ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହା ସ୍ୱାସ୍ଥ୍ୟ ଅଧିକାରୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ମିଳିଥିବା...
ମଧ୍ୟପ୍ରଦେଶରେ ନାଳର ପ୍ରଖର ସ୍ରୋତରେ କାର୍ ଭାସିଯିବାରୁ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ
ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ, ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାର୍ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିଲା । ଫଳରେ ପ୍ରାୟ ଆଠ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରୁ ୭...
ନନ୍ଦିଗ୍ରାମ ଉପନିର୍ବାଚନ: ହତ୍ୟା ମାମଲାରେ କଂଗ୍ରେସ ପ୍ରାର୍ଥୀ ମିଲନ ପ୍ରଧାନଙ୍କୁ ଗିରଫ କଲା ପୋଲିସ
କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ଉପ-ନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ମିଲନ ପ୍ରଧାନଙ୍କୁ ଶୁକ୍ରବାର ଗିରଫ କରିଛି ପୁଲିସ। ୨୦୦୭ ଜମି ଅଧିଗ୍ରହଣ ବିରୋଧୀ ଆନ୍ଦୋଳନ ବେଳେ ସଂଘଟିତ ଏକ ହତ୍ୟା ମାମଲାରେ ତାଙ୍କୁ ଗିରଫ କରାଯାଇଛି।...
ଏକାମ୍ର ରେସିଡେନ୍ସି ପାଇଁ ବିଡିଏ ପକ୍ଷରୁ ଆରମ୍ଭ ହେଲା ଅନଲାଇନ ଆବେଦନ ପ୍ରକ୍ରିୟା
ଭୁବନେଶ୍ୱର: ବିଡିଏ ପକ୍ଷରୁ ସୁବୁଦ୍ଧିପୁରଠାରେ ନିର୍ମାଣାଧୀନ ଏକାମ୍ର ରେସିଡେନ୍ସି ଆବାସିକ ପ୍ରକଳ୍ପରେ ଆପାର୍ଟମେଣ୍ଟ ଆବଣ୍ଟନ ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଗ୍ରହୀ କ୍ରେତାମାନେ ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଏହି ପ୍ରକଳ୍ପରେ...
ଉତ୍କଳ ବିଶ୍ୱବିଦ୍ୟାଳୟ +୩ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗ
ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର +୩ ଦ୍ୱିତୀୟ ସେମିଷ୍ଟାର ପରୀକ୍ଷାକୁ ନେଇ ପରୀକ୍ଷା ନିୟନ୍ତ୍ରକ ଡ. ହୃଷୀକେଶ ନାୟକ ସ୍ୱୀକାର କରିଛନ୍ତି ଯେ ଦ୍ୱିତୀୟ ସେମିଷ୍ଟାରର ସମସ୍ତ ପ୍ରଶ୍ନପତ୍ର WhatsApp ମାଧ୍ୟମରେ ଲିକ୍ ହୋଇଛି। ଘଟଣାର ତଦନ୍ତ କୁଳପତିଙ୍କ...
ଅସଦାଚରଣ ଅଭିଯୋଗରେ ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ
ଭୁବନେଶ୍ୱର: ସହକର୍ମୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର ବିଶ୍ବାଳଙ୍କୁ ଆଜି ଖାରବେଳନଗର ପୋଲିସ ଗିରଫ କରିଛି । ପୀଡିତାଙ୍କ ଅଭିଯୋଗ ଆଧାରରେ ଖାରବେଳନଗର ଥାନା ପୋଲିସ ଅଭିଯୁକ୍ତ...
ପୌରପରିଷଦ, ଏନ୍.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ:ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ...
ଭୁବନେଶ୍ୱର: ରାଜ୍ୟର ପୌରପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ମହାନଗର ନିଗମଗୁଡ଼ିକର ଆଗାମୀ ସାଧାରଣ ନିର୍ବାଚନ ପାଇଁ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟା ସମ୍ପନ୍ନ କରିବା ନିମନ୍ତେ ଗୃହ ଓ ନଗର ଉନ୍ନୟନ...















