୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା: ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୨୯ରେ
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ ଦଳୀୟ ହ୍ୱିପ୍ ଅମାନ୍ୟ କରି କ୍ରସ୍ ଭୋଟିଂ କରିଥିବା ଅଭିଯୋଗରେ ୮ ଜଣ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ପ୍ରସଙ୍ଗ ଏବେ ହାଇକୋର୍ଟରେ ପହଞ୍ଚିଛି। ବିଜେଡି ପକ୍ଷରୁ ଦାୟର ହୋଇଥିବା ମାମଲାକୁ ହାଇକୋର୍ଟ...
ପୋଲିସ ଜାଲରେ ଦୁର୍ଦ୍ଦାନ୍ତ ମାଓନେତା ଅସୀମ ମଣ୍ଡଳ
ନୂଆଦିଲ୍ଲୀ: ଦୀର୍ଘ ଦିନ ଧରି ପୋଲିସକୁ ଚକମା ଦେଇ ଆସୁଥିବା ଓଡ଼ିଶା, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଟପ୍ କ୍ୟାଡର ମାଓବାଦୀ ଅସୀମ ମଣ୍ଡଳ ଓରଫ୍ ଆକାଶ ଶେଷରେ ପୋଲିସ ଜାଲରେ ପଡ଼ିଛନ୍ତି। ପୂର୍ବ ମେଦିନୀପୁର ଜିଲ୍ଲାର ପୋତାଶପୁର...
ଆଇପିଏସ୍ ଅମିତେନ୍ଦ୍ର ନାଥ ସିହ୍ନାଙ୍କୁ ବିଏସଏଫ୍ ଆଇଜି ଦାୟିତ୍ୱ
ନୂଆଦିଲ୍ଲୀ: ଆଇପିଏସ୍ ଅମିତେନ୍ଦ୍ର ନାଥ ସିହ୍ନା ସିଆରପିଏଫ ଆଇଜି ଥିବା ବେଳେ ତାଙ୍କୁୁ ବିଏସଏଫ୍ ଆଇଜି ଭାବେ ନିଯୁକ୍ତି ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ଆନୁଷ୍ଠାନିକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ,...
DGP ମାମଲାରେ ଶୁଣାଣି ପୁଣି ଘୁଞ୍ଚଲା, ପରବର୍ତ୍ତୀ ଶୁଣାଣି ୨୨ ରେ
ନୂଆଦିଲ୍ଲୀ: DGP ମାମଲାରେ ଶୁଣାଣି ପୁଣି ଘୁଞ୍ଚଲା | ଆସନ୍ତା ୨୨ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଆଜିର ଶୁଣାଣି ବେଳେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଏବଂ ଡିଜି ଚୟନ ସମ୍ପୂର୍ଣ୍ଣ ଆଇନ ସମ୍ପନ୍ନ ।...
ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ କଲେ ପ୍ରଧାନ ମନ୍ତ୍ରୀ
ନୂଆଦିଲ୍ଲୀ: ନୂଆଦିଲ୍ଲୀସ୍ଥିତ ‘ଯଶୋଭୂମି’ଠାରେ ଅନୁଷ୍ଠିତ ଗ୍ଲୋବାଲ୍ ଇଭେଣ୍ଟ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେପ୍ଟେମ୍ବର ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ତିନିଦିନିଆ ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମରେ ଭାରତ ସମେତ...
ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୬ତମ ଜନ୍ମଦିନ:ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଦୃଢ଼ ସଂକଳ୍ପ ଓ ନିରନ୍ତର କର୍ମଯୋଗର ପ୍ରତୀକ ନରେନ୍ଦ୍ର ମୋଦ ନିଜ ଜୀବନର ୭୬ତମ ବର୍ଷରେ ପଦାର୍ପଣ କରିଛନ୍ତି । ‘ସବକା ସାଥ୍, ସବକା ବିକାଶ, ସବକା...
ପୁରୀରେ ନିମ୍ନମାନର ଓ ଭେଜାଲ ଖଜା ଗୋଦାମ ଉପରେ ପୋଲିସର ଚଢ଼ାଉ
ପୁରୀ: ଅସାଧୁ ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୁରୀ ପୋଲିସ। ଗୁରୁବାର ସକାଳେ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ଖଜା ପ୍ରସ୍ତୁତି କେନ୍ଦ୍ର ଓ ଗୋଦାମ ଉପରେ ପୋଲିସ ପକ୍ଷରୁ ହଠାତ ଚଢ଼ାଉ କରାଯାଇଛି। ଭକ୍ତମାନଙ୍କୁ...
ଅନନ୍ତ ନାଗଙ୍କୁ ମିଳିବ ଦାଦାସାହେବ ଫାଲକେ ଆୱାର୍ଡ:ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
ନୂଆଦିଲ୍ଲୀ: ଭାରତୀୟ ସିନେମା ଜଗତରେ ଉଲ୍ଲେଖନୀୟ ଓ ଅତୁଳନୀୟ ଯୋଗଦାନ ପାଇଁ ପ୍ରତିବର୍ଷ ଜଣେ ବିଶିଷ୍ଟ କଳାକାରଙ୍କୁ ‘ଦାଦାସାହେବ ଫାଲକେ ପୁରସ୍କାର’ରେ ସମ୍ମାନିତ କରାଯାଇଥାଏ। ଏହାକୁ ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ଭାବେ ଗ୍ରହଣ କରାଯାଏ। ଚଳିତ...
ନୂଆ ସେନ୍ସର ବୋର୍ଡ ଗଠନ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ନୂଆ ସେନ୍ସର ବୋର୍ଡ ଗଠନ କରିଛନ୍ତି କେନ୍ଦ୍ର ସରକାର l ଏହାର କାର୍ଯ୍ୟକାଳ ତିନି ବର୍ଷ କିମ୍ବା ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ରହିବ । ନୂତନ ସିବିଏଫସି ବୋର୍ଡରେ ଚଳଚ୍ଚିତ୍ର, ଟେଲିଭିଜନ, ସଙ୍ଗୀତ, ସାହିତ୍ୟ ଏବଂ...
ସାଧାରଣ ଗ୍ରାହକଙ୍କ ପାଇଁ UPI ରହିବ ସମ୍ପୂର୍ଣ୍ଣ ମାଗଣା
ନୂଆଦିଲ୍ଲୀ: ଭାରତରେ ୟୁପିଆଇ (UPI) ଟ୍ରାଞ୍ଜାକ୍ସନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସାଧାରଣ ଗ୍ରାହକଙ୍କ ପାଇଁ UPI ସମ୍ପୂର୍ଣ୍ଣ ମାଗଣା ରହିବ, ତେବେ ୨,୦୦୦ ଟଙ୍କାରୁ ଅଧିକ କାରବାର ଉପରେ ବ୍ୟବସାୟୀଙ୍କୁ ଅତିରିକ୍ତ ଚାର୍ଜ...















