27.3 C
Bhubaneswar
Sunday, July 26, 2026
-Advertisement-

୧୧ ବଲରେ ୫୦ ରନ୍ କରି ବିଶ୍ୱ ରେକର୍ଡ କଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ: ଶ୍ରୀଲଙ୍କା ବିପକ୍ଷରେ ବିସ୍ଫୋରକ ଇନିଂସ୍ ଖେଳି ଲିଷ୍ଟ-ଏ କ୍ରିକେଟରେ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି ବୈଭବ ସୂର୍ଯ୍ୟବଂଶୀ । ମାତ୍ର ୧୧ଟି ବଲରେ ଅର୍ଦ୍ଧଶତକ ପୂରଣ କରି ସମସ୍ତଙ୍କୁ ଚକିତ କରିଛନ୍ତି ଏହି ଯୁବ ବ୍ୟାଟର ।...

କୋଲକାତାର ରେଡ ରୋଡରେ ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି

କୋଲକାତା: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ଅବସରରେ, ସେ ଦେଶକୁ ଏକ ବାର୍ତ୍ତା ଦେଇଥିଲେ ଯେଉଁଥିରେ ଯୋଗକୁ...

ଟିଏମସି ନେତା ଜାହାଙ୍ଗୀର ଖାନଙ୍କ ପତ୍ନୀ ରେଜିନା ବିବି ଗିରଫ

ପଶ୍ଚିମବଙ୍ଗ: ଟିଏମସି ନେତା ଜାହାଙ୍ଗୀର ଖାନଙ୍କୁ ମୁକ୍ତ କରିବାର ଷଡ଼ଯନ୍ତ୍ର ଏବଂ ପଶ୍ଚିମବଙ୍ଗର ଫାଲ୍ଟା ପୋଲିସ ଷ୍ଟେସନ ଉପରେ ଆକ୍ରମଣ ମାମଲାରେ ତାଙ୍କ ପତ୍ନୀ ରେଜିନା ବିବିଙ୍କୁ ଗିରଫ କରାଯାଇଛି। ପୋଲିସ ସୂଚନା ଅନୁଯାୟୀ, ରେଜିନା ହିଁ ଏହି ଆକ୍ରମଣର...

ଆପାର୍ଟମେଣ୍ଟ ପଞ୍ଜିକରଣ ପାଇଁ ରାଜ୍ୟ ସରକାରଙ୍କ ନୂଆ SOP

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ମିଳିତ ଭାବେ ଆପାର୍ଟମେଣ୍ଟ ପଞ୍ଜୀକରଣ ନିମନ୍ତେ ଏକ ମାନକ କାର୍ଯ୍ୟ ପ୍ରଣାଳୀ (Standard Operating Procedure - SOP) ଜାରି କରିଛନ୍ତି ।...

୬ ଓଡ଼ିଆ ଅଗ୍ନିବୀରଙ୍କ ସହିତ ୭୨୬ ଅଗ୍ନିବୀରଙ୍କ ପାସିଂ ଆଉଟ ପ୍ୟାରେଡ ସମ୍ପନ୍ନ

ଭୁବନେଶ୍ୱର: ଭାରତ ସରକାରଙ୍କ ଦ୍ୱାରା ସେନା ବାହିନୀରେ ଯୋଗ ଦେବା ନିମନ୍ତେ ପ୍ରଚଳିତ ଅଗ୍ନିବୀର ଯୋଜନା ଅନୁସାରେ ଜଳ, ସ୍ଥଳ ଓ ଆକାଶ ବାହିନୀର ବିଭିନ୍ନ ତାଲିମ କେନ୍ଦ୍ରରେ ସଫଳତାର ସହିତ ଅଗ୍ନିବୀର ଜବାନ ତାଲିମ ଗ୍ରହଣ କରିବା ସହିତ...

ବିଶ୍ୱସ୍ତରୀୟ ସ୍ୱୀକୃତି ପାଇଲା ଓଡ଼ିଶାର ଡିଜିଟାଲ ପରିମଳ ମଡେଲ

ଭୁବନେଶ୍ୱର: ସହରାଞ୍ଚଳ ପରିମଳ କ୍ଷେତ୍ରରେ ଏକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି ଓଡିଶା । ‘ସାଉଥ୍-ସାଉଥ୍ କୋଅପରେସନ୍’ କ୍ଷେତ୍ରରେ ଓଡିଶାର ଡିଜିଟାଲ ସାନିଟେସନ ମଡେଲକୁ ବିଶ୍ୱସ୍ତରୀୟ ସ୍ୱୀକୃତି ଏବଂ ପ୍ରଶଂସା ମିଳିଛି। ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ...

ପାହାଡପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଓ ପିଏମ୍ ମୋଦି, ରାଜ୍ୟ ପାଇଁ ସ୍ମରଣୀୟ ଦିନ

ରାଇରଙ୍ଗପୁର: ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନିଜ ଜନ୍ମମାଟିରେ ଜନ୍ମଦିନ ପାଳନ କରୁଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁରରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ପହଞ୍ଚିଛନ୍ତି । ପାହାଡ଼ପୁର ଗାଁରେ...

ପ୍ରତି ପଞ୍ଚାୟତରେ ହବ ‘ଜନକଲ୍ୟାଣ ଶିବିର’, ଲୋକଙ୍କ ପାଖରେ ପହଞ୍ଚିବ ସମସ୍ତ ସରକାରୀ ସେବା

ଭୁବନେଶ୍ୱର: ଆଜିଠୁ ରାଜ୍ୟର ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ‘ଜନକଲ୍ୟାଣ ଶିବିର’ ଆୟୋଜନ କରାଯିବ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ବିସ୍ତୃତ ନିର୍ଦ୍ଦେଶନାମା ଜାରି କରାଯାଇଛି। ରାଜ୍ୟବ୍ୟାପୀ ସରକାରୀ ଜନସଂପର୍କ ଏବଂ ଜନଭାଗିଦାରୀ କାର୍ଯ୍ୟକ୍ରମର...

ପିଲା ଚୋର ସନ୍ଦେହରେ ଯୁବତୀଙ୍କୁ ଆକ୍ରମଣ :୧୬ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ରାୟଗଡା: କଲ୍ୟାଣସିଂହପୁରରେ ଏକ ବର୍ବରତା ଘଟଣାର ଭିଡ଼ିଓ ସାମ୍ନାକୁ ଆସିଛି । ପିଲା ଚୋର ସନ୍ଦେହରେ ବାହାର ରାଜ୍ୟର ଯୁବତୀଙ୍କୁ ବିବସ୍ତ୍ର କରି ନିର୍ଯାତନା ଦିଆଯାଇଛି l ପୀଡିତାଙ୍କ ସମେତ ଅନ୍ୟ ଜଣେ ସାମାଜିକ କର୍ମୀଙ୍କୁ ମଧ୍ୟ ମାଡ ମାରିଛନ୍ତି...

ଫିଫା ବିଶ୍ୱକପରେ ଅଘଟଣ, ପଡ଼ିଆରେ ପିଟାପିଟି ହେଲେ ଦୁଇ ଦେଶର ଖେଳାଳି

ନୂଆଦିଲ୍ଲୀ: ଫିଫା ବିଶ୍ୱକପ ୨୦୨୬ରେ ପଡ଼ିଆରେ ବାଡ଼ିଆବାଡ଼ି ହୋଇଛନ୍ତି କାନାଡା ଓ କତରର ଖେଳାଳି। ଆଜି ଗ୍ରୁପ ବିର ମ୍ୟାଚ୍‌ରେ କାନାଡା ୬-୦ରେ କତରକୁ ହରାଇଥିଲା। ମ୍ୟାଚ୍‌ ସରିବା ମାତ୍ରେ ଦୁଇ ଦେଶର ଖେଳାଳି ପରସ୍ପରକୁ ଆକ୍ରମଣ କରିଛନ୍ତି। ମାରପିଟର...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com