ଅତ୍ୟାବଶ୍ୟକ ସେବା ପ୍ରଦାନକାରୀ ସଂସ୍ଥାଗୁଡ଼ିକୁ ଇନ୍ଧନ ଯୋଗାଣରେ ବାଧା ଉତ୍ପନ ନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା, ଆମ୍ବୁଲାନ୍ସ, ଅଗ୍ନିଶମ ଭଳି ଗୁରୁତ୍ୱପୂର୍ଣ୍ଣ ସେବାଗୁଡ଼ିକ ବିଦ୍ୟୁତ ବିଭ୍ରାଟ ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ସଂଯୋଗ ପାଇଁ ଡିଜି ସେଟ୍ ଏବଂ ପରିବହନ ପାଇଁ ପେଟ୍ରୋଲ/ଡିଜେଲ ଉପରେ ନିର୍ଭର କରିଥାନ୍ତି । ଉପଯୁକ୍ତ ସମୟରେ ପେଟ୍ରୋଲ କିମ୍ବା ଡିଜେଲ...
‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆନୁଷ୍ଠାନିକ ଭାବେ ଐତିହାସିକ ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ପ୍ରାୟ ୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ ଗୁଜରାଟର ପବିତ୍ର ପ୍ରଭାସ ପାଟଣସ୍ଥିତ ପ୍ରଭୁ ସୋମନାଥଙ୍କ ଧାମ ଅଭିମୁଖେ...
ସରପଞ୍ଚ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣା:ଅଭିଯୁକ୍ତ ଗିରଫ
ମହାକାଳପଡ଼ା:ସରପଞ୍ଚ ସୁଶ୍ରୀ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ପାର୍ଥସାରଥୀ ସାମନ୍ତରାୟଙ୍କୁ ଗିରଫ କଲା ମହାକାଳପଡ଼ା ପୋଲିସ । ମୋବାଇଲ ଛଡାଇବା ଓ ଦୁର୍ବ୍ୟବହାର କରିବା ଅଭିଯୋଗରେ ଏହି ଗିରଫ କରାଯାଇଥିବା ସୂଚନା ମିଳିଛି ।ଗତ ୧୦ ତାରିଖରେ ନିଜ...
ଜୁନ୍୧୮ ତାରିଖରୁ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ : ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ଜୁନ୍ ୧୮ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ଗୁଡ଼ିକ ପୁଣିଥରେ ଖୋଲିବ। ଏ ନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ଆଜି ସୂଚନା ପ୍ରଦାନ କରିଛନ୍ତି। ଦୀର୍ଘ ଦିନର ଖରାଛୁଟି ପରେ ଛାତ୍ରଛାତ୍ରୀମାନେ ପୁଣି...
ଟିଏମସିର ବିଦ୍ରୋହୀ ନେତା ମିଶିବେ ଏନ୍ସିପିଆଇରେ
ପଶ୍ଚିମବଙ୍ଗ:ଟିଏମସିର ବିଦ୍ରୋହୀ ଗୋଷ୍ଠୀ ନ୍ୟାସନାଲିଷ୍ଟ ସିଟିଜନ୍ସ ପାର୍ଟି ଅଫ୍ ଇଣ୍ଡିଆ(ଏନ୍ସିପିଆଇ)ରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି। ସେମାନେ ଏହି ଦଳରେ ମିଶିବେ ଓ ଏନଡିଏକୁ ସମର୍ଥନ କରିବେ। ରାଜ୍ୟର ବିକାଶ ପାଇଁ କାମ କରିବେ ବୋଲି ଘୋଷଣା କରିଛନ୍ତି।ବାଚସ୍ପତିଙ୍କ ସହ...
ମହିଳା ଟି୨୦ ବିଶ୍ୱକପ୍ରେ ପାକିସ୍ତାନକୁ ହରାଇଲା ଭାରତ
ନୂଆଦିଲ୍ଲୀ:ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍ରେ ଭାରତ ୬୪ ରନରେ ପାକିସ୍ତାନକୁ ପରାସ୍ତ କରିଛି। ୧୭୧ ରନର ଟାର୍ଗେଟର ଜବାବରେ ପାକିସ୍ତାନ ୧୭ ଓଭରରେ ୧୦୬ ରନରେ ଅଲଆଉଟ୍ ହୋଇଯାଇଥିଲା।ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ଶେଫାଳି ବର୍ମା...
ମହିଳା ସରପଞ୍ଚଙ୍କୁ ଅତ୍ୟାଚାର ପ୍ରସଙ୍ଗରେ ସରକାରଙ୍କୁ କଡା ସମାଲୋଚନା କଲେ ନବୀନ
ଭୁବନେଶ୍ୱର:କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକର ମହିଳା ସରପଞ୍ଚଙ୍କୁ ସରକାରୀ କାର୍ଯ୍ୟାଳୟ ଭିତରେ ଦୁର୍ବ୍ୟବହାର କରାଯିବା ଘଟଣାକୁ ନେଇ ସେ ଗଭୀର ଉଦବେଗ ପ୍ରକାଶ କରିଛନ୍ତି ନବୀନ ପଟ୍ଟନାୟକ । ଏହାସହ ମହିଳାମାନଙ୍କ ସ୍ୱର ଚାପିବା ପାଇଁ ଶାସକ ଦଳ ହୀନ...
ରଜ ସଜବାଜରେ କିଣାକିଣିକୁ ନେଇ କଳି ସ୍ତ୍ରୀକୁ ହାଣିଲା ସ୍ବାମୀ
ଭୁବନେଶ୍ୱର:ରଜରେ କିଣାକିଣିକୁ ନେଇ କଳି ନେଲା ଉଗ୍ର ରୂପ। ମଞ୍ଚେଶ୍ବରରେ ନିଶାସକ୍ତ ଅବସ୍ଥାରେ କଟୁରୀରେ ସ୍ତ୍ରୀ କୁ ସ୍ବାମୀର ଆକ୍ରମଣ। ଆକ୍ରମଣରେ ଗୁରୁତର ମହିଳା କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି lସୂଚନା ଅନୁଯାୟୀ ରଜ ପର୍ବ ପାଇଁ ନୂଆ ପୋଷାକ...
ରଜ ପାଇଁ ସାରା ଓଡ଼ିଶା ଉତ୍ସବମୁଖର
ଭୁବନେଶ୍ୱର : ଆଜି ଓଡ଼ିଶାର ଗଣପର୍ବ ‘ରଜ’। ବଡ଼ ଧୂମଧାମରେ ଆରମ୍ଭ ହୋଇଯାଇଛି ରଜ ମଉଜ। ପ୍ରଥମ ଦିନ ଅର୍ଥାତ୍ ‘ପହିଲି ରଜ’ରେ ସାରା ଓଡ଼ିଶା ଉତ୍ସବମୁଖର। ରଜ ପର୍ବ ହେଉଛି ଧରଣୀ ମା’ଙ୍କ ଉର୍ବରତା ଏବଂ ନବଯୌବନର ପ୍ରତୀକ।...
ଏଲପିଜି ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ
ନୂଆଦିଲ୍ଲୀ :ଆଜି ଭୋରରୁ ଦିଲ୍ଲୀର କାଲକାଜି ଅଞ୍ଚଳରେ ଗୋବିନ୍ଦପୁରୀ ଫ୍ଲାଏଓଭର ନିକଟରେ ଥିବା ‘ପଞ୍ଜାବୀ ତଡ଼କା’ ରେଷ୍ଟୁରାଣ୍ଟରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୪ଟା ୪୫ରେ ନିଆଁ ଲାଗିଥିଲା ଏବଂ ଶୀଘ୍ର ସମଗ୍ର ପରିସରରେ ବ୍ୟାପିଯାଇଥିଲା। ଘଟଣା ସମ୍ପର୍କରେ...


















