26.7 C
Bhubaneswar
Friday, August 7, 2026
-Advertisement-

୧୦ ଜିଲ୍ଲାପାଳଙ୍କୁ ଆଲର୍ଟ

୧୦ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ବନ୍ୟା ସ୍ଥିତିର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ବିପଦସଙ୍କୁଳ ସ୍ଥାନରୁ ଲୋକଙ୍କୁ ସ୍ଥାନାନ୍ତର କରିବା ହେଉଛି ପ୍ରାଥମିକତା । ଜିରୋ କାଜୁଆଲିଟି...

ସେଣ୍ଟ ଜାଭିୟର୍ସ ପ୍ଲେ ସ୍କୁଲରେ ସ୍ବାଧୀନତା ଦିବସ

ଭୁବନେଶ୍ବର ଉପକଣ୍ଠ ଲିଙ୍ଗିପୁରସ୍ଥିତ ସେଣ୍ଟ ଜାଭିୟର୍ସ ପ୍ଲେ ସ୍କୁଲରେ 76 ତମ ସ୍ବାଧିନତା ଦିବସ ପାଳନ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ରବୀନ୍ଦ୍ର ନାଥ ପଟ୍ଟନାୟକ ଜାତୀୟ ପତାକା ଉତ୍ତେଳନ କରି ସ୍ବାଧୀନତା ଦିବସର ସ୍ମରଣୀୟ ଇତିହାସକୁ ମନେ ପକାଇଥିଲେ...

ହୃଦଘାତରେ ଆଖିବୁଜିଲେ ସେଆର ମାର୍କେଟ କିଙ୍ଗ୍‌

ଆରପାରିରେ ସେଆର ମାର୍କେଟ କିଙ୍ଗ୍ ରାକେଶ ଝୁନଝୁନୱାଲା । ୬୨ ବର୍ଷ ବୟସରେ ହୃଦଘାତରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୁମ୍ବାଇର ବ୍ରିିଜକ୍ୟାଣ୍ଡି ହସ୍ପିଟାଲରେ ତାଙ୍କର ବିୟୋଗ ହୋଇଛି । ଗତକିଛିଦିନ ପୂର୍ବରୁ ସେ ହସ୍ପିଟାଲରୁ...

ମାସ୍ମ ନପିନ୍ଧିଲେ ୫୦୦ ଫାଇନ୍

ଦିଲ୍ଲୀରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଏହାକୁ ନଜରରେ ରଖି ଦିଲ୍ଲୀ ସରକାର ସବୁ ସର୍ବସାଧାରଣ ସ୍ଥାନରେ ମାସ୍ମ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମାସ୍ମ ବ୍ୟବହାର ନକରି ଧରାପଡିଲେ ଦେବାକୁ ପଡିବ ୫୦୦ ଟଙ୍କା ଜରିମାନା...

ସୁନୀଲ ବଂଶଲ ଓଡିଶା ବିଜେପି ପ୍ରଭାରୀ ନିଯୁକ୍ତ

ରାଜ୍ୟ ବିଜେପି ପାଇଁ ନିଯୁକ୍ତ ହେଲେ ନୂଆ ପ୍ରଭାରୀ I ସୁନୀଲ ବଂଶଲଙ୍କୁ ଓଡିଶା ବିଜେପି ପ୍ରଭାରୀ ଭାବେ ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ନିଯୁକ୍ତି ଦିଆଯାଇଛି I ଓଡିଶା ପ୍ରଭାରୀ ଦାୟିତ୍ବ ସହ ସେ ତେଲେଙ୍ଗାନା ଓ ପଶ୍ଚିମବଙ୍ଗ ପ୍ରଭାରୀ...

ସ୍ବାଧୀନତା ଦିବସରେ ସାମିଲ ହେବେ ଛାତ୍ରଛାତ୍ରୀ

ସ୍ବାଧୀନତା ଦିବସ ପାଳନ କରିବେ ଛାତ୍ରଛାତ୍ରୀ I ପୂର୍ବରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିନା ଛାତ୍ରଛାତ୍ରୀରେ ବିଦ୍ୟାଳୟରେ ସ୍ବାଧୀନତା ଦିବସ ପାଳନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା I ତେବେ ଦୁଇବର୍ଷ ଧରି କୋଭିଡ କଟକଣା ଯୋଗୁ...

ସସ୍ମିତ ପାତ୍ରଙ୍କୁ ବଡ ଦାୟିତ୍ୱ

ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କୁ ମିଳିଛି ଆଉ ଏକ ବଡ ଦାୟିତ୍ୱ । କୋଇଲା ଓ ଖଣି ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ହୋଇଛନ୍ତି ସସ୍ମିତ । ପରାମର୍ଶଦାତା କମିଟିର ସଦସ୍ୟ ଭାବେ ସସ୍ମିତ ପାତ୍ର ମନୋନୀତ ।...

ଭାରତକୁ ଆଉ ଏକ ସ୍ୱର୍ଣ୍ଣ

ରାଜ୍ୟଗୋଷ୍ଠୀ ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ୍ସରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ । ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ଦେଇଛନ୍ତି ଲକ୍ଷ୍ୟ ସେନ୍ । ଫାଇନାଲରେ ମାଲେସିଆର ଜି ୟଙ୍ଗଙ୍କୁ ହରାଇଛନ୍ତି ଲକ୍ଷ୍ୟ । ଫାଇନାଲକୁ ୧୯-୨୧, ୨୧-୦୯, ୨୧-୧୬ରେ...

ପି.ଭି ସିନ୍ଧୁଙ୍କୁ ସ୍ୱର୍ଣ୍ଣ ପଦକ

ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ । ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ଦେଇଛନ୍ତି ପି.ଭି ସିନ୍ଧୁ । ବ୍ୟାଡମିଣ୍ଟନରେ ପିଭି ସିନ୍ଧୁଙ୍କୁ ମିଳିଛି ସ୍ୱର୍ଣ୍ଣପଦକ । ମହିଳା ସିଙ୍ଗିଲ୍ସ ବ୍ୟାଡମିଣ୍ଟନ ଫାଇନାଲ ଜିତିଛନ୍ତି ପି.ଭି...

ବୁଷ୍ଟର ଡୋଜ୍‌କୁ ଆଗ୍ରହ ନାହିଁ

ବୁଷ୍ଟର ଡୋଜ୍ ନେବାକୁ ଆଗ୍ରହ ଦେଖାଉନାହାଁନ୍ତି ଲୋକେ । ଯାହାକୁ ନେଇ ଚିନ୍ତା ପ୍ରକଟ କରିଛି ସ୍ୱାସ୍ଥ୍ୟ ବିଭାଗ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୭ ପ୍ରତିଶତ ଲୋକେ ନେଇନାହାଁନ୍ତି ବୁଷ୍ଟର ଡୋଜ୍ । ଅର୍ଥାତ୍ ରାଜ୍ୟର ୨ କୋଟି...
- Advertisement -

Latest article

ବିଲ୍ଡରଙ୍କ ଘରୁ ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଚୋରି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଅଞ୍ଚଳରେ ଜଣେ ବିଲ୍ଡରଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତି ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୋଲିସ...

ରାଜ୍ୟଗୋଷ୍ଠୀ କ୍ରୀଡାରେ ଜୁଡୋରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଲେ ଅସ୍ମିତା ଦେ

ନୂଆଦିଲ୍ଲୀ: ଗ୍ଲାସଗୋ ଠାରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡା ରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ଭାରତ ପାଇଁ ଏହି ସଫଳତା ଆଣିଛନ୍ତି lମହିଳା...

ପାଣିକୁଣ୍ଡରୁ ମିଳିଲା ନିଖୋଜ ଦ୍ବିତୀୟ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ

ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (RIE)ର ଡେମୋନଷ୍ଟ୍ରେସନ୍ ମଲ୍ଟିପର୍ପୋଜ୍ (ଡିଏମ୍) ସ୍କୁଲର ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ୨ୟ ଶ୍ରେଣୀ ଛାତ୍ରୀ ନିଖୋଜ ଘଟଣା। ସ୍କୁଲ୍ ପଛ ପଟେ ଥିବା ପୋଲିସ ରିଜର୍ଭ...