ବୁର୍କା ଟାଣିବା ନେଇ ନୀତିଶ କୁମାରଙ୍କ ବିରୋଧରେ ଏଫଆଇଆର
ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ନିଯୁକ୍ତି ପତ୍ର ବାଣ୍ଟିବା ସମୟରେ ମୁସଲିମ ମହିଳାଙ୍କ ବୁର୍କା ଟାଣିବା ନେଇ ଦିନକୁ ଦିନ ବିବାଦ ବଢିବାରେ ଲାଗିଛି । ଜାମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତିଙ୍କ ଝିଅ ଇଲତିଜା...
EDର ବଡ଼ କାର୍ଯ୍ୟାନୁଷ୍ଠାନ, ଗୋଟେ ଦିନରେ ₹୭.୯୩ କୋଟି ଟଙ୍କାର ସମ୍ପତ୍ତି ଜବତ
ଦୀର୍ଘ ଦିନ ଧରି ଏହି ବେଟିଂ ଆପ୍ ମାମଲା ଲାଗି ରହିଛି। ଅନେକ ବେଟିଂ ଆପ୍ ଅଛି ଯାହା ଉପରେ କୋଟି କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଛି। ଏହି ଆପ୍ ସହିତ ଜଡିତ ଥିବା...
ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ସଂସଦର ଶୀତକାଳୀନ ଅଧିବେଶନ
ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୧୯ରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି ଲୋକସଭା ଅଧ୍ୟକ୍ଷ। ରାଜ୍ୟସଭା ଏବଂ ଲୋକସଭା ଉଭୟକୁ ଅନିର୍ଦ୍ଦିଷ୍ଟ ସମୟ ପାଇଁ ସ୍ଥଗିତ ରଖାଯାଇଛି। ପରବର୍ତ୍ତୀ ଅଧିବେଶନ ୨୦୨୬ରେ ବଜେଟ ଅଧିବେଶନ ସହିତ...
ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ହତ୍ୟା ପରେ ଗଛରେ ଝୁଲାଇ ଜାଳି ଦେଲେ
ଏବେବି ଜାତିଆଣ ହିଂସାରେ ଜଳୁଛି ବାଂଲାଦେଶ । ମୟମନସିଂହ ଜିଲ୍ଲାରେ ଗୁରୁବାର ରାତିରେ ବର୍ଣ୍ଣବୈଷମ ଅଭିଯୋଗରେ ଜଣେ ହିନ୍ଦୁ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି । ମୃତକ ହେଉଛନ୍ତି ଦୀପୁ ଚନ୍ଦ୍ର ଦାସ, ସେ...
ଗଣତନ୍ତ୍ର ଦିବସରେ ସାମିଲ ହେବେ ୟୁରୋପର ଦୁଇ ନେତା
୨୦୨୬ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ୟୁରୋପୀୟ ସଙ୍ଘର ଦୁଇ ଜଣ ଶୀର୍ଷ ନେତାଙ୍କୁ ଆମନ୍ତ୍ରଣ କରାଯାଇଛି।ଏବେ ଗଣତନ୍ତ୍ର ଦିବସରେ ଏହି ଦୁଇ ନେତାଙ୍କ ଆଗମନ ଏହା ଦର୍ଶାଉଛି ଯେ, ଏବେ ୟୁରୋପୀୟ ସଙ୍ଘ...
କିସ୍ ଛାତ୍ର ମୃତ୍ୟୁ ମାମଲାରେ ଜନଜାତି ଆୟୋଗଙ୍କ ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର କିସ୍ ଛାତ୍ର ହତ୍ୟା ମାମଲାରେ ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ନିଜ ଆଡ଼ୁ ମାମଲା କରି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଏହି ଘଟଣାରେ ରାଜ୍ୟ ଗଣଶିକ୍ଷା ସଚିବ, ଖୋର୍ଦ୍ଧା ଜିଲ୍ଲାପାଳ ଓ ଏସପିଙ୍କୁ...
ମହମ୍ମଦ ମୋକିମଙ୍କ ସହ କଥା ହେଲେ କେନ୍ଦ୍ରୀୟ ନେତା
କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୀତିରେ ଦେଖା ଦେଇଛି ତୀବ୍ର ଅସନ୍ତୋଷ। ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି। ମୋକିମଙ୍କ ସହ କେନ୍ଦ୍ରୀୟ ନେତା କଥା ହୋଇଥିବା ନେଇ ସୂଚନା ମିଳିଛି। ସିଡବ୍ଲ୍ୟୁସି...
ବିଧାୟକଙ୍କ ଦରମା ଓ ପେନସନ ବୃଦ୍ଧି ପ୍ରସଙ୍ଗରେ ହେବ ପୁନର୍ବିଚାର
ଓଡ଼ିଶା ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ନିଷ୍ପତ୍ତିକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ପରେ ଏବେ ଏହା ଉପରେ ପୁନର୍ବିଚାର କରିବାକୁ ଦାବି ଜୋର...
ଭିଜିଲାନ୍ସ ଜାଲରେ ପଡିଲେ ପୋଲିସ ମାଡ଼ାମ
ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ପୋଲିସ ମାଡ଼ାମ । କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନା ଆଇଆଇସି ସୁକମା ହାଁସଦା ଲାଞ୍ଚ ନେବା ଅଭିଯୋଗରେ ଧରାପଡ଼ିଛନ୍ତି । ପୋଲିସ ମାଡ଼ାମ ମାମଲାକୁ ରଫାଦଫା କରିବାକୁ ୨୦ ହଜାର...
ପୀତବାସ ପଣ୍ଡା ହତ୍ୟା ଘଟଣା: ବିକ୍ରମ ପଣ୍ଡାଙ୍କ ସମେତ ୫ ଜଣଙ୍କ ଜାମିନ ଖାରଜ
ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ମଙ୍ଗଳବାର ମୁଖ୍ୟ ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ସମେତ ୫ ଜଣ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ସ୍ଥାନୀୟ ଏଡିଜେ-୩ କୋର୍ଟ ଖାରଜ କରିଛନ୍ତି । ଗତ ଅକ୍ଟୋବର ୬ ତାରିଖ...


















