31.1 C
Bhubaneswar
Thursday, April 17, 2025
-Advertisement-

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଚାଲିଛି ମତଦାନ

ବିଶ୍ବର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର କୁହାଯାଉଥିବା ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ଭାରତୀଯ ସମୟ ଅପରାହ୍ନ ଚାରିଟାରୁ ମତଦାନ ଆରମ୍ଭ ହୋଇଛି । ଦୁଇ ପ୍ରମୁଖ ପ୍ରତିଦ୍ବନ୍ଦୀ ଡେମୋକ୍ରାଟିକ ପାର୍ଟିର କମଲା ହାରିସ୍ ଏବଂ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ...

ନଭେମ୍ବର ଶେଷ ସୁଦ୍ଧା ମିଳିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ କିସ୍ତି : ପ୍ରଭାତୀ ପରିଡା

ଭୁବନେଶ୍ବର: ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ତୃତୀୟ ପର୍ଯ୍ୟାୟ କିସ୍ତି ଟଙ୍କା ମିଳିବ । ତୃତୀୟ ପର୍ଯ୍ୟାୟରେ 20 ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇବେ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।...

ସୌରଶକ୍ତିକୁ ନେଇ ଟିପିସିଓଡିଏଲ୍ ପକ୍ଷରୁ ସୋଆରେ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, ନଭେମ୍ବର ୨: ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶକୁ ଆତ୍ମନିର୍ଭରଶୀଳ ଓ ସ୍ୱାବଲମ୍ବୀ କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ‘ଗ୍ରୀଡ୍ କନେକ୍ଟେଡ୍ ରୁଫ୍ ଟପ୍ ସୋଲାର ସିଷ୍ଟମ୍‌’ ଉପରେ ଏକ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଗତ...

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ୍ -୨ର ପ୍ରଥମ ବ୍ୟାଚ୍ ଏମ୍‌ବିବିଏସ୍ ଛାତ୍ରଛାତ୍ରୀଙ୍କର ପାଠ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଫୁଲନଖରା ସ୍ଥିତ ଦ୍ୱିତୀୟ ମେଡିକାଲ କଲେଜ - ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (କ୍ୟାମ୍ପସ୍ ୨)- ର ପ୍ରଥମ ବ୍ୟାଚ୍ ୧୫୦ ଜଣ ଏମ୍‌ବିବିଏସ୍...

ଦାନା ପାଇଁ ବସ୍, ଟ୍ରେନ୍ ଓ ବିମାନ ସେବା ବାତିଲ

ବାତ୍ୟା ଦାନା ପାଇଁ ରାଜ୍ୟରେ ବସ୍, ଟ୍ରେନ୍ ଓ ବିମାନ ସେବା ବ୍ୟାହତ ହୋଇଛି । 24 ଓ 25 ତାରିଖ ପାଇଁ ଉଭୟ ଅପ୍ ଓ ଡାଉନ୍ ଲାଇନ୍‌ରେ ୨ଶହରୁ ଅଧିକ ଟ୍ରେନ୍ ବାତିଲ କରାଯାଇଛି । ପୂର୍ବତଟ...

ପୁରୀ ଓ ସାଗର ଦ୍ବୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ଦାନା’, ତିନିଦିନ ସ୍କୁଲ ଛୁଟି

ବାତ୍ୟା 'ଦାନା' ଆସନ୍ତା 24 ଓ 25 ତାରିଖ ସୁଦ୍ଧା ପୁରୀ ଓ ପଶ୍ଚିମ ବଙ୍ଗର ସାଗର ଦ୍ବୀପ ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଅଧିକ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆଇଏମଡି ସ୍ପଷ୍ଟ କରିଛି । ଗତକାଲି...

23ରେ ବାତ୍ୟା, 24ରେ ଲ୍ୟାଣ୍ଡଫଲ୍

ଭାରତୀୟ ପାଣିପାଗ ବିଭାଗ ସମ୍ଭାବ୍ୟ ବାତ୍ୟା ନେଇ ସତର୍କ ସୂଚନା ଜାରି କରିଛି । ଆଇଏମଡି ପକ୍ଷରୁ ପ୍ରକାଶିତ ସର୍କୁଲାର ଅନୁଯାୟୀ, ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ଚବିଶଘଣ୍ଟା ଭିତରେ ଲଘୁଚାପରେ ପରିଣତ ହେବ । 22 ତାରିଖ...

ଆଜି ମେଲାଣି ନେବେ ମା… ଅପରାହ୍ନ ତିନିଟାରୁ ଭସାଣି ପାଇଁ ଟ୍ରାଫିକ କଟକଣା

ଆଜି ମେଲାଣି ନେବେ ମା ଦୁର୍ଗା । ବିଭିନ୍ନ ପୂଜାମଣ୍ଡପରେ ଗତ ଚାରିଦିନ ଧରି ପୂଜା ପାଉଥିବା ଜଗତଜନନୀ ଦେବୀ ଦୁର୍ଗାଙ୍କୁ ବିଦାୟ ଦେବେ ଭକ୍ତ । ଗତକାଲି ଦଶହରାର ଅନ୍ତିମ ଦିନରେ ବିଭିନ୍ନ ପୂଜାମଣ୍ଡପରେ ରାବଣ ପୋଡି ଅନୁଷ୍ଠିତ...

ସୋଆକୁ ମିଳିଲା ଇନ୍‌ଟରନ୍ୟାସ୍‌ନାଲ ହାୟର ଏଜୁକେସନ୍ ଏକ୍ସିଲେନ୍ସ ପୁରସ୍କାର

ଭୁବନେଶ୍ୱର, ଅକ୍ଟୋବର ୧: ଆରଟିଆଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ପକ୍ଷରୁ ଶିକ୍ଷା ଓ ଅନୁସନ୍ଧାନ ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟକୁ ୨୦୨୪ ନିମନ୍ତେ ଇନ୍‌ଟରନ୍ୟାସ୍‌ନାଲ୍ ହାୟର ଏଜୁକେସନ୍ ଏକ୍ସିଲେନ୍ସ ପୁରସ୍କାର ପ୍ରଦାନ କରାଯାଇଛି । ସେପ୍ଟେମ୍ବର ୨୮ ତାରିଖରେ ଇନ୍‌ଟରନ୍ୟାସ୍‌ନାଲ୍...

ନକଲି ଭାରତୀୟ ପାସପୋର୍ଟ ରଖି ବାଂଲାଦେଶୀ ପର୍ଣ୍ଣ ଷ୍ଟାର୍ ଗିରଫ

ଭାରତରେ ରହିବା ପାଇଁ ନକଲି ଭାରତୀୟ ପାସପୋର୍ଟ ବ୍ୟବହାର କରି ବାଲାଦେଶୀ ପର୍ଣ୍ଣ ଷ୍ଟାର ଆରୋହୀ ବାର୍ଡେ ଗିରଫ ହୋଇଛନ୍ତି । ମହାରାଷ୍ଟ୍ରର ଉଲ୍ଲାସ ନଗର ହିଲ୍ ଲାଇନ ପୋଲିସ୍ ତାଙ୍କୁ ପଚରାଉଚରା କରିବା ପରେ ଗିରଫ କରିଛି ।...
- Advertisement -

Latest article

ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ

ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ...

ପଦ୍ମ ବିଜେତାଙ୍କୁ ମିଳିବ ମାସକୁ 30 ହଜାର

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟର ପଦ୍ମ ବିଜେତାଙ୍କୁ ପ୍ରତିମାସରେ 30 ହଜାର ଟଙ୍କା ଲେଖାଁଏ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦ୍ର...

ଆଇନ୍ ବୃତ୍ତି ବିଶ୍ୱର ଉତ୍ତମ ପେସା : ଜଷ୍ଟିସ୍ ମିଶ୍ର

ଭୁବନେଶ୍ୱର, ୨୩/୦୯ : ଆଇନ୍ ବୃତ୍ତିରେ ବିଭିନ୍ନ ସୁଯୋଗ ରହିଥିବାରୁ ଏହା ଅନେକ ପ୍ରତିଭାଶାଳୀ ଛାତ୍ରଛାତ୍ରୀଙ୍କୁ ଆକର୍ଷିତ କରୁଛି ଏବଂ ଏହା ବିଶ୍ୱର ସବୁଠାରୁ ଉତ୍ତମ ପେସା ବୋଲି କହିଛନ୍ତି ଓଡ଼ିଶା ହାଇକୋର୍ଟର...