ଅନ୍ତର୍ଜାତୀୟ ମହିଳା କ୍ରିକେଟରେ ସର୍ବାଧିକ ରନ କରି ରେକର୍ଡ କଲେ ସ୍ମୃତି ମନ୍ଧାନା
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହିଳା କ୍ରିକେଟ ରେ ଇତିହାସ ରଚିଛନ୍ତି ଭାରତର ସ୍ମୃତି ମନ୍ଧାନା। ସେ ମିତାଲି ରାଜଙ୍କୁ ପଛରେ ପକାଇ ମହିଳା ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ ହାସଲକାରୀ ଖେଳାଳି ହୋଇଯାଇଛନ୍ତି। ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ...
ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ପାଇଁ ମନ୍ଦିରରେ ଭକ୍ତଙ୍କ ଭିଡ଼
ଭୁବନେଶ୍ୱର: ଆଜି ପବିତ୍ର ଜନ୍ମାଷ୍ଟମୀ। ଧରାବତରଣ କରିବେ ସୃଷ୍ଟିର କର୍ତ୍ତା ଶ୍ରୀକୃଷ୍ଣ। ଏହି ଅବସରରେ ସାରା ରାଜ୍ୟରେ ଏକ ଅପୂର୍ବ ଆଧ୍ୟାତ୍ମିକ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ସକାଳୁ ସକାଳୁ ବିଭିନ୍ନ କୃଷ୍ଣ ମନ୍ଦିର ଓ...
GSLV-F17 ରକେଟ୍ରେ EOS-05ର ସଫଳ ଉତ୍କ୍ଷେପଣ
ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂସ୍ଥା ନାମରେ ଯୋଡ଼ି ହୋଇଛି ଆଉ ଏକ ସୁବର୍ଣ୍ଣ ଫର୍ଦ୍ଦ। ଆଜି ଭୋର ସମୟରେ ଇସ୍ରୋ ନିଜର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ୍ ମହାକାଶ କେନ୍ଦ୍ରରୁ ଦେଶର ପ୍ରଥମ ଜିଓ-ଅର୍ବିଟ୍ ଇମେଜିଂ ସାଟେଲାଇଟ୍...
ସ୍କୁଲ ଯିବା-ଆସିବା ବେଳେ ଦୁର୍ଘଟଣା ହେଲେ ପରିବାରକୁ ଅନୁକମ୍ପା ରାଶି
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ନୂତନ ମାର୍ଗଦର୍ଶିକା ଅନୁଯାୟୀ, ଦୁର୍ଘଟଣାରେ କୌଣସି ଛାତ୍ରଛାତ୍ରୀଙ୍କର ମୃତ୍ୟୁ ଘଟିଲେ କିମ୍ବା ସେମାନେ ସ୍ଥାୟୀ ଭାବେ ବିକଳାଙ୍ଗ ହେଲେ, ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ମେଡିକାଲ...
କନଫର୍ମ ଟିକେଟ୍ ଦେବା ବାହାନାରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ: ରେଳବାଇ କର୍ମଚାରୀ ଗିରଫ
ରାଉରକେଲା: ରାଉରକେଲାରୁ ବେଙ୍ଗାଲୁରୁ ଯିବା ପାଇଁ ଟ୍ରେନ୍କୁ ଅପେକ୍ଷା କରିଥିବା ଜଣେ ଯୁବତୀଙ୍କୁ ଷ୍ଟେସନ ପରିସରରେ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ଜିଆରପି ପକ୍ଷରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି...
ରାଜ୍ୟରେ ଆରମ୍ଭ ହେବ ପେପରଲେସ୍ ଜମି ରେଜିଷ୍ଟ୍ରେସନ
ଭୁବନେଶ୍ୱର: ରାଜ୍ୟରେ ସମ୍ପୂର୍ଣ୍ଣ ପେପରଲେସ୍ ଓ ଡିଜିଟାଲ ଦଲିଲ ପଞ୍ଜିକରଣ ବ୍ୟବସ୍ଥା ଲାଗୁ ସହ ଦଲିଲ୍ ଦସ୍ତାବିଜକୁ ମାତ୍ର ଚାରି ପୃଷ୍ଠା ମଧ୍ୟରେ ସୀମିତ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୧୯୦୮ ମସିହାର ପଞ୍ଜିକରଣ ଆଇନ...
କଟକରେ ଅନୁଷ୍ଠିତ ହେବ ରାଜ୍ୟ ବିଜେପିର ଦୁଇ ଦିନିଆ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ
ଭୁବନେଶ୍ବର: ଆସନ୍ତା ୫ ଓ ୬ ତାରିଖରେ କଟକ ଇନ୍ଡୋର ଷ୍ଟାଡିୟମ୍ଠାରେ ରାଜ୍ୟ ବିଜେପିର ଦୁଇ ଦିନିଆ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତି ସହ...
ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ; ପୁରୁଷ ବନ୍ଧୁଙ୍କୁ ମିଳିଲା ଜାମିନ୍
ଭୁବନେଶ୍ବର: ବହୁଚର୍ଚ୍ଚିତ ଉଦଳାର ଏମବିବିଏସ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୫୦ ହଜାର ଟଙ୍କା ଓ ଦୁଇ ଜଣ ଜାମିନଦାରଙ୍କ ବଦଳରେ ଏହି...
ସତ୍ୟେନ୍ଦ୍ର ଜୈନଙ୍କୁ ଜାମିନ, ଦିଲ୍ଲୀ ଜଳ ବୋର୍ଡ ମାମଲାରେ ଆଶ୍ୱସ୍ତି
ନୂଆଦିଲ୍ଲୀ: ଦିଲ୍ଲୀ ଜଳ ପରିଷଦ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟିର ନେତା ତଥା ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଆଶ୍ୱସ୍ତି ମିଳିଛି । ଦିଲ୍ଲୀ ରାଉଜ ଏଭନ୍ୟୁ କୋର୍ଟ ସ୍ୱେଜ୍ ଟ୍ରିଟମେଣ୍ଟ ପ୍ଲାଣ୍ଟ ପ୍ରକଳ୍ପ ସହିତ...
ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ, ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା
ପୁରୀ: ପୁରୀ ଜିଲ୍ଲା କୁମ୍ଭାରପଡ଼ା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏକ ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ନିଶାଖୋର ସ୍ବାମୀ ତାଙ୍କ ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେବା ଭଳି...
















