24.1 C
Bhubaneswar
Sunday, October 25, 2026
-Advertisement-

ସାର କଳାବଜାରୀ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ସାର ଯୋଗାଣ ବ୍ୟବସ୍ଥାକୁ ନେଇ ସରକାର କଡ଼ା ନଜର ରଖିଥିବା ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ କହିଛନ୍ତି। ଚଳିତ ବର୍ଷ ଏଯାବତ୍ କୃଷି ବିଭାଗ ପକ୍ଷରୁ ୨ ଲକ୍ଷ ୭୬ ହଜାର ୯୭୩ ଟନ୍...

ଦଳବଦଳ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ର ସମ୍ପାଦକ ତଥା ଲୋକସଭା ନେତା ଅଭିଷେକ ବାନାର୍ଜୀଙ୍କ ଆବେଦନ କ୍ରମେ ସୁପ୍ରିମକୋର୍ଟ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦଳରୁ ବାହାରି ଅନ୍ୟତ୍ର ମିଶିଥିବା ୨୦ ଜଣ ବିଦ୍ରୋହୀ ଟିଏମସି ସାଂସଦଙ୍କୁ...

ଭୁବନେଶ୍ୱର ବିମାନବନ୍ଦର ଘରୋଇକରଣକୁ ନେଇ ବିଜେଡିର ତୀବ୍ର ବିରୋଧ

ଭୁବନେଶ୍ୱର: ଓଡ଼ିଶାର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ନାଁରେ ନାମିତ ହୋଇଥିବା ବେଳେ ଏଥିରୁ ବର୍ଷକୁ ୨୦୦ ରୁ ୫୦୦ କୋଟି ଲାଭ ଆସୁଛି। କେନ୍ଦ୍ର ସରକାର ଏହାକୁ ଘରୋଇକରଣ...

ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ହଟିଲା ଅନ୍ତରୀଣ ସୁରକ୍ଷା

କଟକ: କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ତାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷାକୁ ହଟାଇ ଦେଇଛନ୍ତି ହାଇକୋର୍ଟ। ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ତାଙ୍କ ଅନ୍ତରୀଣ ସୁରକ୍ଷା ହଟାଇଛନ୍ତି...

ନକଲି ପନିର କିମ୍ବା ଅପମିଶ୍ରିତ ଖାଦ୍ୟ ବିକ୍ରି କରୁଥିବା ବ୍ୟବସାୟୀଙ୍କ ଉପରେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ବଜାରରେ ନକଲି ପନିର ବିକ୍ରି ନେଇ ବିଭିନ୍ନ ଘଟଣା ସାମ୍ନାକୁ ଆସିବା ପରେ ଏନେଇ ସତର୍କ ହୋଇଛି ସ୍ୱାସ୍ଥ୍ୟ ବିଭାଗ। ନକଲି ପନିର ସହ ଅନ୍ୟ ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ବିକ୍ରି ଉପରେ ବିଭାଗ ପକ୍ଷରୁ...

ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ନେଇ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ସୋମବାର ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି l ବୈଠକ ପରେ ମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସଂଖ୍ୟା ବୃଦ୍ଧି...

ଆର୍ଜେଣ୍ଟିନା ଠାରୁ ହାରିବା ପରେ ହକି ବିଶ୍ୱକପରୁ ବିଦା ହେଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ସୋମବାର ଖେଳାଯାଇଥିବା ହକି ବିଶ୍ୱକପ୍ ୨୦୨୬ ଦ୍ୱିତୀୟ ପର୍ଯ୍ୟାୟ ମୁକାବିଲାରେ ଆର୍ଜେଣ୍ଟିନା, ଟିମ୍ ଇଣ୍ଡିଆକୁ ୫-୩ ଗୋଲ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତ ପକ୍ଷରୁ ସୁଖଜିତ୍ ସିଂହ ଦୁଇଟି ଗୋଲ୍ କରିଥିବା ବେଳେ ହାର୍ଦ୍ଦିକ...

ବୈଧ ପରମିଟ୍ ଓ ଫିଟନେସ୍ ନଥିଲା, ଜବତ ହେଲା ୩ ସ୍କୁଲ ବସ୍

କଟକ: କଟକ ଜିଲ୍ଲାର ବାଙ୍କୀ ଅଞ୍ଚଳରେ ୩ଟି ଘରୋଇ ସ୍କୁଲ ବସ୍‌କୁ ଆଜି ପରିବହନ ବିଭାଗଜବତ କରିଛି। ଏହି ବସ୍‌ଗୁଡ଼ିକ ପାଖରେ ବୈଧ ପରମିଟ୍ ଓ ଫିଟନେସ୍ ସାର୍ଟିଫିକେଟ୍ ନଥିବା ସତ୍ତ୍ୱେ ଛାତ୍ରଛାତ୍ରୀଙ୍କ ପରିବହନରେ ବ୍ୟବହାର ହେଉଥିଲା।...

ନବଜାତ ଶିଶୁ ୱାର୍ଡରେ ଲାଗିଲା ନିଆଁ, ୩ ଶିଶୁଙ୍କ ମୃତ୍ୟୁ

ଅମରାବତୀ: ମହାରାଷ୍ଟ୍ରର ଅମରାବତୀ ଜିଲ୍ଲାର ଏକ ସରକାରୀ ମହିଳା ଡାକ୍ତରଖାନାର ଶିଶୁ ୱାର୍ଡରେ ଅଚାନକ ଭୟାବହ ଅଗ୍ନିକାଣ୍ଡ ଘଟି ତିନି ଜଣ ନବଜାତକଙ୍କର ମୃତ୍ୟୁ ଘଟିଛି । ମିଳିଥିବା ଖବର ଅନୁଯାୟୀ, ଡାକ୍ତରଖାନାର ନବଜାତ ଶିଶୁ ଅତିଦକ୍ଷ...

ପୁରୀ ତାନ୍ତ୍ରିକ ହତ୍ୟା ଘଟଣାର ୩ ଅଭିଯୁକ୍ତ ଗିରଫ

ପୁରୀ: ଗତ ଅଗଷ୍ଟ ୧୧ରେ ପୁରୀ ତାନ୍ତ୍ରିକ ହତ୍ୟା ଘଟଣା ଉପରୁ ପରଦା ଉଠାଇଛି ପୋଲିସ । ଟଙ୍କା ନଫେରାଇବାରୁ ୬୧ ବର୍ଷୀୟ ପର୍ଶୁରାମ ପ୍ରଧାନଙ୍କୁ କରାଯାଇଥିଲା ହତ୍ୟା । ଏହି ଘଟଣାରେ ୩ ଜଣଙ୍କୁ ଗିରଫ...
- Advertisement -

Latest article

Lemon Casino 243-Ways Slots kontra Klasyczne Linie Wypłat

Spis treści1. Mechanika działania: Zrozumienie podstaw2. Porównanie szans i zmienności (wariancji)3. Jak wykorzystać tę wiedzę w Lemon Casino?4. Bonusy i promocje dostosowane do typu...

Hoe je Lalabet KYC in één keer kunt doorstaan

InhoudWat is KYC en waarom voert Lalabet het uit?De benodigde documenten voor verificatieStapsgewijze handleiding voor het uploadprocesVeelvoorkomende problemen en oplossingenWat te verwachten na het...

Westace Christmas Seasonal Slots

InhoudEen Overzicht van Populaire Kerst SlotsHoe Maak Je Gebruik van de Westace BonusStappen voor een Probleemloze OpnameVeelvoorkomende Problemen en OplossingenConclusie: Is Het de Moeite...