28.3 C
Bhubaneswar
Wednesday, July 29, 2026
-Advertisement-

SIRକୁ ବୈଧ ଘୋଷଣା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:ଭାରତୀୟ ନିର୍ବାଚନ କମିଶନ (ECI) ଙ୍କ ଦ୍ୱାରା ଭୋଟର ତାଲିକା ସଂଶୋଧନ ପାଇଁ ଲାଗୁ କରାଯାଇଥିବା ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ (SIR) ପ୍ରକ୍ରିୟାକୁ ସୁପ୍ରିମକୋର୍ଟ ବୈଧ ବୋଲି ଘୋଷଣା କରିଛନ୍ତି। ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରି ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ...

ପୁରୀରୁ TMC ବିଧାୟକ ଗିରଫ

ଭୁବନେଶ୍ୱର:ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ବିଧାୟକ ତଥା ମମତା ସରକାରଙ୍କ ଜଣେ ପୂର୍ବତ୍ତନ ମନ୍ତ୍ରୀଙ୍କୁ ପୁରୀରୁ ଗିରଫ କରିଛି ଏସଟିଏଫ। ମନି ଲଣ୍ଡରିଂ ମାମଲାରେ ତାଙ୍କୁ ପଶ୍ଚିମବଙ୍ଗରୁ ପିଛା କରି ପୁରୀରେ ପହଞ୍ଚିଥିଲା ଏସଟିଏଫ।ସୂଚନା ଅନୁଯାୟୀ, ବୁଧବାର ବେଙ୍ଗଲ ପୋଲିସର ଏସଟିଏଫ୍...

ରାଜଧାନୀରେ ନିଶା ମାଫିଆକୁ ଏନକାଉଣ୍ଟର

ଭୁବନେଶ୍ୱର:ଦୁର୍ଦ୍ଦାନ୍ତ ଅପରାଧୀ ତଥା ଡ୍ରଗ୍ସ ଡିଲର୍ ପୁପୁନ ମାଝୀକୁ ଏନକାଉଣ୍ଟର କଲା ସ୍ପେଶାଲ କ୍ରାଇମ ୟୁନିଟ୍। ଇନ୍ଫୋଭାଲି ଅଞ୍ଚଳରେ ପୁପୁନ୍ ସହ ପୋଲିସ ମୁହାମୁହିଁ ହୋଇଥିଲା। ପୋଲିସକୁ ଗୁଳି କରି ଖସି ଯାଉଥିବା ବେଳେ ସ୍ପେସାଲ କ୍ରାଇମ୍ ୟୁନିଟ୍ କବଳରୁ...

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ୍-୨୦୨୪ ପରୀକ୍ଷା ଫଳ

ଭୁବନେଶ୍ୱର:ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ୍ (OPSC) -୨୦୨୪ ପରୀକ୍ଷା ଫଳ । ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨ ଶହ କୃତକାର୍ଯ୍ୟ ହୋଇଛନ୍ତି । ୨ ଶହ ମଧ୍ୟରୁ ୭୮ ଜଣ ମହିଳା କୃତକାର୍ଯ୍ୟ ହୋଇଛନ୍ତି । ବୁବୁନ ସାହୁ ହୋଇଛନ୍ତି...

ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୩୬୦ ଅଧିକାରୀ ବଦଳି, ୬ ପ୍ରଶାସନିକ ଅଧିକାରୀଙ୍କୁ ମୂଳ କ୍ୟାଡରକୁ...

ଭୁବନେଶ୍ୱର:ସହରାଞ୍ଚଳ ଶାସନରେ ଦକ୍ଷତା, ସ୍ୱଚ୍ଛତା ଏବଂ ଉତ୍ତର ଦାୟିତ୍ଵ ବୃଦ୍ଧି କରିବା ଲକ୍ଷ୍ୟରେ ଏକ ବଡ଼ ଧରଣର ପ୍ରଶାସନିକ ଅଦଳବଦଳ କରାଯାଇଛି। ରାଜ୍ୟର ବିଭିନ୍ନ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ULB)ରେ କାର୍ଯ୍ୟରତ ବିଭିନ୍ନ କ୍ୟାଡରର ୩୬୦ ଜଣ ଅଧିକାରୀଙ୍କୁ ଗୃହ...

ନିର୍ଦ୍ଦୋଷରେ ଖଲାସ ହେଲେ ଅବଦୁର ରେହେମାନ

ଭୁବନେଶ୍ବର: ଆତଙ୍କବାଦୀ ସଂଗଠନ ଅଲ୍‌-କାଏଦା ସହ ସମ୍ପୃକ୍ତି ଅଭିଯୋଗରେ ଗିରଫ ହୋଇଥିବା ମୌଲାନା ଅବଦୁର ରେହେମାନଙ୍କୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ଆଜି କଟକ ଜିଲ୍ଲା ଓ ଦୌରା ଜଜ୍ କୋର୍ଟ ଏହି ବହୁ ଚର୍ଚ୍ଚିତ ମାମଲାର ଚୂଡ଼ାନ୍ତ ଶୁଣାଣି...

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ମୃତ

କଳାହାଣ୍ଡି : ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେଣ୍ଟ୍ରିଙ୍ଗ କାଢ଼ିବା ବେଳେ ସମସ୍ତେ ଚାପି ହୋଇଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର...

ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର:ବିଜେଡିର ବରିଷ୍ଠ ନେତା ଓ ପୂର୍ବତନ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଆଜି ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହୋଇଛନ୍ତି। ନୂଆଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନେତୃତ୍ୱ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ...

ହରମନପ୍ରୀତ କୌରଙ୍କୁ ମିଳିଲା ପଦ୍ମଶ୍ରୀ

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟକୁ ଏକ ନୂଆ ପରିଚୟ ଓ ସଫଳତାର ଶିଖରକୁ ନେଇଥିବା ଅଧିନାୟିକା ହରମନପ୍ରୀତ କୌର ସୋମବାର ଦେଶର ପ୍ରତିଷ୍ଠିତ ନାଗରିକ ସମ୍ମାନ ‘ପଦ୍ମଶ୍ରୀ’ରେ ସମ୍ମାନିତ ହୋଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ରାଷ୍ଟ୍ରପତି...

ପୁରୀରେ ହେବ BRICSର ଦ୍ବିତୀୟ ବୈଷୟିକ ସମ୍ମିଳନୀ

ନୂଆଦିଲ୍ଲୀ:ଆସନ୍ତା ଜୁନ୍ ୩ରୁ ପୁରୀରେ ହେବ BRICS ଦ୍ବିତୀୟ ବୈଷୟିକ ସମ୍ମିଳନୀ। ଭାରତର BRICS ଅଧ୍ୟକ୍ଷତା ଅଧୀନରେ Disaster Risk Reduction Working Groupର ବୈଠକ ହେବ। ଜୁନ୍ ୩ରୁ ୫ ତାରିଖ ଯାଏଁ ୩ ଦିନିଆ ସମ୍ମିଳନୀରେ BRICS...
- Advertisement -

Latest article

ଜାପାନରେ ବଡ ଭୂକମ୍ପ, ୭.୧ ତୀବ୍ରତା; ସୁନାମୀ ଆଲର୍ଟ ଜାରି

ନୂଆଦିଲ୍ଲୀ: ଆଜି ଜାପାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ସମୁଦ୍ରରେ ଉଚ୍ଚ ଉଚ୍ଚ ଲହରି ଆସିବା ନେଇ ସତର୍କ ସୂଚନା ଜାରି କରାଯାଇଛି...

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...