ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ, ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା
ପୁରୀ: ପୁରୀ ଜିଲ୍ଲା କୁମ୍ଭାରପଡ଼ା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏକ ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ନିଶାଖୋର ସ୍ବାମୀ ତାଙ୍କ ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେବା ଭଳି...
ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ, ୪ ଶ୍ରମିକ ଗୁରୁତର
ନୟାଗଡ଼: ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଗାତେରୀ ଗାଁ ରେ ଆଜି ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ କାମ କରୁଥିବା ୪ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କ ଶରୀରର ପ୍ରାୟ...
ଆଜିଠାରୁ ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ
କେନ୍ଦ୍ରାପଡା: ଆଜିଠାରୁ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ବନଖଣ୍ଡ ଅଧୀନରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଓ ଅଭୟାରଣ୍ୟର ବିଭିନ୍ନ ଅଞ୍ଚଳରେ ବାର୍ଷିକ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଏହି ଗଣନା କାର୍ଯ୍ୟ କ୍ରମାଗତ ତିନି ଦିନ...
ନବୀନ ପଟ୍ଟନାୟକ ଓ ଭି.କେ ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ମାମଲାର ରିଭିଜନ ପିଟିସନକୁ ଖାରଜ କଲେ ଖୋର୍ଦ୍ଧା କୋର୍ଟ
ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପୂର୍ବତନ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ବିରୋଧରେ ହେଲିକେପ୍ଟର ଉଡ଼ାଣରେ ଅନିୟମିତତା ନେଇ ହୋଇଥିବା ମାମଲାକୁ ଖାରଜ କଲେ ଖୋର୍ଦ୍ଧା କୋର୍ଟ । ଅଭିଯୋଗରେ ଯଥେଷ୍ଟ ଆଧାର ନାହିଁ...
ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ନୂଆ ସିଇଓ ନିଯୁକ୍ତ
ନୂଆଦିଲ୍ଲୀ: ଶ୍ରୀରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ଏହାର ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ମିଳିଛନ୍ତି। ଅବସରପ୍ରାପ୍ତ ଏୟାର ମାର୍ଶାଲ ଜିତେନ୍ଦ୍ର ମିଶ୍ରଙ୍କୁ ଏହି ପଦବୀରେ ନିଯୁକ୍ତି ଦିଆଯାଇଥିବା ସୂତ୍ରରୁ ଜଣାପଡ଼ିଛି। ଟ୍ରଷ୍ଟ ପକ୍ଷରୁ ଆୟୋଜିତ...
ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବ CBI
ନୂଆଦିଲ୍ଲୀ: ସୁଶାନ୍ତ ସିଂହ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ଆଜି କୋର୍ଟ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋକୁ ଏହି ମାମଲାରେ FIR ରୁଜୁ କରି ଗଭୀର ଭାବେ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦିଶାଙ୍କ...
ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ଶୁଣାଣି
ଭୁବନେଶ୍ୱର: ଭାରତର ସୁପ୍ରିମକୋର୍ଟ ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତି ମାମଲାର ଶୁଣାଣିକୁ ଆସନ୍ତା ସେପ୍ଟେମ୍ବର ୭ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି। ପୂର୍ବରୁ ଏହି ମାମଲାର ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଥିଲା, ମାତ୍ର...
ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନ୍ରୁ ମହିଳା ଓ ୯ ମାସର ଶିଶୁ ନିଖୋଜ
ଭୁବନେଶ୍ୱର: ବେଙ୍ଗାଲୁରୁରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଟ୍ରେନ୍ ରୁ ଜଣେ ମହିଳା ଏବଂ ତାଙ୍କର ୯ ମାସର ଶିଶୁପୁତ୍ର ନିଖୋଜ ଅଛନ୍ତି। ନିଖୋଜ ମହିଳା ଜଣକ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ରଙ୍କେଇ ଗ୍ରାମର ପ୍ରକାଶ ମଲ୍ଲିକଙ୍କ ପତ୍ନୀ...
PUCC ନିୟମ ଉଲ୍ଲଂଘନରେ ଜରିମାନା ହ୍ରାସ
ଭୁବନେଶ୍ୱର: ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବଡ଼ ଘୋଷଣା । ପ୍ରଦୂଷଣ ଅଣ୍ଡର କଣ୍ଟ୍ରୋଲ୍ ସାର୍ଟିଫିକେଟ୍ (PUCC) ନିୟମ ଉଲ୍ଲଂଘନ ଉପରେ ଓଡ଼ିଶା ସରକାର ଜରିମାନା ହ୍ରାସ କରିଛନ୍ତି। ୧୦ ହଜାରରୁ ୬...
ସରକାରୀ ଯୋଜନାର ତଦାରଖ ପାଇଁ ଜିଲ୍ଲା ଗସ୍ତରେ ଯିବେ ସଚିବ: ୩୦ ଜିଲ୍ଲା ପାଇଁ ୩୦ ଅଧିକାରୀଙ୍କୁ ଦାୟିତ୍ୱ
ଭୁବନେଶ୍ୱର: ରାଜ୍ୟରେ ସରକାରୀ ଓ କେନ୍ଦ୍ର ପ୍ରାୟୋଜିତ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ ଏବଂ ତୃଣମୂଳ ସ୍ତରରେ ଏହାର ବାସ୍ତବ ସ୍ଥିତି ଯାଞ୍ଚ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି...

















