ଗୋଆ ସେସନ୍ସ କୋର୍ଟର ରାୟ ରଦ୍ଦ, ତେଜପାଲଙ୍କୁ ଦୋଷୀ କଲେ ବମ୍ବେ ହାଇକୋର୍ଟ
ମ୍ବାଇ: ୨୦୧୩ ଯୌନ ନିର୍ଯାତନା ମାମଲାର ଶୁଣାଣି କରି ବମ୍ବେ ହାଇକୋର୍ଟ ତେହଲକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଗୋଆ ସେସନ୍ସ କୋର୍ଟ ତରୁଣଙ୍କୁ ଦୋଷମୁକ୍ତ କରିଥିବା ବେଳେ କୋର୍ଟଙ୍କ ଆଦେଶକୁ ରଦ୍ଦ କରିଛନ୍ତି...
ରିଭଲକୋଣା ହଷ୍ଟେଲରେ ଜୁନିୟରଙ୍କ ଉପରେ ନିର୍ଯାତନା, ପ୍ରଶାସନର କଡ଼ା ଆକ୍ସନ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ରିଭଲକୋଣା ଜୁନିୟର ଛାତ୍ରଙ୍କୁ ହଷ୍ଟେଲ ପରିସରରେ ନିର୍ଯାତନା ଦେବା ଘଟଣାରେ ପ୍ରଶାସନର କଡା ଆକ୍ସନ | ରାତି ଅଧରେ ୨୭ ଜଣ ପିଲାଙ୍କୁ ମାଡ ମାରିଥିବା ମୋଟ ୭ ଜଣ ଛାତ୍ରଙ୍କୁ ଟିସି ଦେଇ ସ୍କୁଲରୁ...
ପ୍ରଥମ ଶ୍ରେଣୀ ପୁସ୍ତକରେ ତ୍ରୁଟି ଖବରର କୌଣସି ଯଥାର୍ଥତା ନାହିଁ :ସ୍କୁଲ ଓ ଗଣଶିକ୍ଷା ବିଭାଗ
ଭୁବନେଶ୍ୱର: ପ୍ରଥମ ଶ୍ରେଣୀ ପାଠ୍ୟପୁସ୍ତକରେ ତ୍ରୁଟି ରହିଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଜର ଅଫିସିଆଲ ‘ଏକ୍ସ’ ହ୍ୟାଣ୍ଡଲରେ ଏହି ଖବରର କୌଣସି ଯଥାର୍ଥତା ନାହିଁ ବୋଲି କହିଛି। ଶିକ୍ଷାବିତ୍ ଓ ବିଷୟ...
ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ନେତାଙ୍କୁ ଛୁରୀଭୁସି ହତ୍ୟା
କଳାହାଣ୍ଡି: ମଦନପୁର ରାମପୁର ବ୍ଲକ୍ ଅନ୍ତର୍ଗତ ଡମକରଲା ଖୁଣ୍ଟା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ନେତା ଫକୀର ରଣାଙ୍କୁ ଛୁରୀ ଭୁସି ହତ୍ୟା କରଯାଇଛି lଆକ୍ରମଣ ପରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି।...
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭଦ୍ରକରେ ବନ୍ୟାସ୍ଥିତି ସମୀକ୍ଷା କଲେ
ଭଦ୍ରକ: ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭଦ୍ରକରେ ପ୍ରଶାସନିକ ଅଧିକାରୀଙ୍କ ସହ ତିହିଡି ଏବଂ ଚାନ୍ଦବାଲି ବନ୍ୟା ଅଞ୍ଚଳ ପରିଦର୍ଶନ କରି ପୀଡ଼ିତଙ୍କ ସହିତ ଆଲୋଚନା କରିଛନ୍ତି । ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି ।...
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ମନୋଜ ପାଢୀଙ୍କୁ ସର୍ତ୍ତମୂଳକ ଜାମିନ
ଭୁବନେଶ୍ୱର: କଟକ ଏସସି/ ଏସଟି କୋର୍ଟ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଅଭିଯୁକ୍ତ ମନୋଜ ପାଢୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ | ସୂଚନାଥାଉକି, ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢୀଙ୍କୁ ପ୍ରଥମରୁ ଅଷ୍ଟମ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ କ୍ରାଇମବ୍ରାଞ୍ଚ ଗିରଫ...
ଏମ୍କେସିଜିରେ PG ପ୍ରଶ୍ନପତ୍ର ଲିକ୍ ଘଟଣାର ତଦନ୍ତ ପାଇଁ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ୩ ଜଣିଆ ଟିମ୍
ବ୍ରହ୍ମପୁର: ଏମ୍କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାର ସତ୍ୟାସତ୍ୟ ଯାଞ୍ଚ ପାଇଁ ରାଜ୍ୟ ସରକାର ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଉଚ୍ଚସ୍ତରୀୟ ଟିମ୍ କୁ...
ଓଡ଼ିଶାରେ କୋଟି କୋଟି ଟଙ୍କାର ଚିଟଫଣ୍ଡ ଠକେଇ, ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦଙ୍କୁ ନେଇ ତଦନ୍ତ ଜୋରଦାର
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଏବଂ ଓଡ଼ିଶାର ବିଭିନ୍ନ ସ୍ଥାନରେ ଚିଟଫଣ୍ଡ ଠକେଇ ମାମଲାକୁ ନେଇ ତଦନ୍ତ ଜୋରଦାର ହୋଇଛି। ଆନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦଙ୍କ ସମ୍ପୃକ୍ତିକୁ ନେଇ ଏହି ତଦନ୍ତ ଚାଲିଥିଲା। 'ୱେଲଫେୟାର ବିଲ୍ଡିଂ ଆଣ୍ଡ ଏଷ୍ଟେଟ୍ସ...
ବରିଷ୍ଠ ଅଭିନେତା ପ୍ରଦୀପ ରାୱତଙ୍କ ପରଲୋକ
ମୁମ୍ବାଇ: ବରିଷ୍ଠ ଅଭିନେତା ପ୍ରଦୀପ ରାୱତଙ୍କ ୭୪ ବର୍ଷ ବୟସରେ ପରଲୋକ ଘଟିଛି । ପ୍ରଦୀପଙ୍କ ମୃତ୍ୟୁ ନେଇ ତାଙ୍କ ମ୍ୟାନେଜର ସୂଚନା ଦେଇଛନ୍ତି । ତାଙ୍କ ମ୍ୟାନେଜର କହିଛନ୍ତି ପ୍ରଦୀପ ପାଞ୍ଚ ବର୍ଷ ହେବ ରକ୍ତ କର୍କଟ ରୋଗରେ...
ଓଡ୍ରାଫ୍ ହେବ ଏସଡିଆରଏଫ୍:ସୁରେଶ ପୂଜାରୀ
ଭୁବନେଶ୍ୱର: ଲୋକସେବା ଭବନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥା ଏବଂ ଭିତ୍ତିଭୂମି ସମ୍ପର୍କରେ ଅନୁଷ୍ଠିତ ହୋଇଛି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ । ବିପର୍ଯ୍ୟୟ ମୁକାବିଲା ନିମନ୍ତେ ଓଡ୍ରାଫର...

















