ରାଜଧାନୀ ରାଜରାସ୍ତାରେ କଂଗ୍ରେସ କର୍ମୀ ଏବଂ ପୋଲିସ ମୁହାଁମୁହିଁ
ଭୁବନେଶ୍ୱର: ବାଲିଅନ୍ତା ସୌମ୍ୟରଞ୍ଜନ ହତ୍ୟା ମାମଲାରେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ କଂଗ୍ରେସ ଆଣିଛି ଅଭିଯୋଗ । ଏନେଇ କମିଶନରେଟ୍ ପୋଲିସର କାର୍ଯ୍ୟାଳୟ ଘେରାଉ କରିଛି କଂଗ୍ରେସ । ଏପିରିକି ଆନ୍ଦୋଳନ ସମୟରେ ପୋଲିସ ଉପରକୁ...
ରାଜଧାନୀରେ ‘ନାଇଟ୍ ଅପରେସନ’
ଭୁବନେଶ୍ୱର: ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା ଘଟଣା ପରେ ସଜାଗ ହୋଇଛି କମିଶନରେଟ୍ ପୁଲିସ୍। ଡିଜିପିଙ୍କ ସହ ଆଲୋଚନା ପରେ ନାଇଟ୍ ପାଟ୍ରୋଲିଂ ଏବଂ ବ୍ଲକିଂ , ଚେକିଂ କୁ ଜୋରଦାର କରାଯାଇଛି । ରବିବାର ରାତିରେ...
ବଦଳିବ ରୂପରେଖ ବିଶ୍ୱସ୍ତରୀୟ ଟୁରିଷ୍ଟ ସ୍ପଟ୍ ହେବ ଖଣ୍ଡଗିରି-ଉଦୟଗିରି
ଭୁବନେଶ୍ୱର: ଖଣ୍ଡଗିରି ଓ ଉଦୟଗିରି ଏହି ଯୁଗ୍ମ ପାହାଡ଼କୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ କରିବାକୁ ହୋଇଛି ବଡ଼ ଯୋଜନା। ଏଥିପାଇଁ ପ୍ରାୟ ୧୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ପର୍ଯ୍ୟଟନ ବିଭାଗ ପ୍ରସ୍ତାବ ଦେଇଛି l...
ଦେଶବାସୀଙ୍କୁ ମୋଦିଙ୍କ ଆହ୍ୱାନ:ବର୍ଷେ ପର୍ଯ୍ୟନ୍ତ କିଣନି ସୁନା ଗହଣା ,ପେଟ୍ରୋଲ୍ ଓ ଡିଜେଲ୍ ବ୍ୟବହାର କମ୍ କର
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧର ପ୍ରଭାବ ଏବେ ଭାରତୀୟ ଅର୍ଥନୀତି ଉପରେ ପଡ଼ିବାରେ ଲାଗିଛି। ଏହି ସଂକଟଜନକ ସମୟରେ ଦେଶବାସୀଙ୍କୁ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ହାଇଦ୍ରାବାଦରେ...
ପ୍ରଧାନମନ୍ତ୍ରୀ ମୋଦୀଙ୍କ କାର୍ଯ୍ୟକ୍ରମ ସ୍ଥଳ ନିକଟରୁ ଜେଲୋଟିନ ଷ୍ଟିକ ଜବତ
ବେଙ୍ଗାଲୁରୁ: କର୍ଣ୍ଣାଟକର ବେଙ୍ଗାଲୁରୁ ସହର ଉପକଣ୍ଠରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ କାର୍ଯ୍ୟକ୍ରମ ଆୟୋଜିତ ହେବାକୁ ଥିବା ସ୍ଥାନ ନିକଟରୁ ବିସ୍ଫୋରକ ସାମଗ୍ରୀ (ଜିଲୋଟିନ ଷ୍ଟିକ) ଜବତ କରାଯାଇଛି। ଏହି ଘଟଣା ପରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଥିବା...
ହଷ୍ଟେଲ୍ ବାଲକୋନୀରୁ ପଡ଼ି IIT ଛାତ୍ରଙ୍କ ମୃତ୍ୟୁ
ଭୁବନେଶ୍ୱର: ଭୁବନେଶ୍ୱରର Indian Instituteof Technology କ୍ୟାମ୍ପସରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ବଏଜ୍ ହଷ୍ଟେଲର ଷଷ୍ଠ ମହଲା ବାଲକୋନୀରୁ ଖସି ପିଏଚ୍ଡି ଛାତ୍ର ତନିକୋଣ୍ଡା ନିଶାନ୍ତ କୁମାରଙ୍କ ମୃତ୍ୟୁ ଘଟିଛି। ଘଟଣା ପରେ କ୍ୟାମ୍ପସରେ ଶୋକର ଛାୟା...
୪ ପୁଲିସ୍ ସସ୍ପେଣ୍ଡ୍ ,ବଦଳିଲେ ଆଇଆଇସି
ଭୁବନେଶ୍ବର: କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ମାରିଦେବା ଘଟଣାରେ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ସରକାର ଏହି ଘଟଣାରେ ୪ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ବାଲିଅନ୍ତା ଥାନା ଆଇଆଇସିଙ୍କୁ ବଦଳି କରାଯାଇଛି। ବାଲିଅନ୍ତା ଆଇଆଇସି ଅନୀଲ ପରିଡ଼ା ୟୁପିଡି...
ଯୁବକକୁ ଅପହରଣ ପରେ ଗୁଳି କରି ହତ୍ୟା; ଗ୍ରାମବାସୀଙ୍କ ରାସ୍ତାରୋକ
ରାୟଗଡା: ଇନ୍ଦିରା ନଗର ଅଞ୍ଚଳରୁ ବନ୍ଧୁକ ଦେଖାଇ ଜଣେ ଯୁବକଙ୍କୁ ଅପହରଣ କରାଯାଇଥିବା ବେଳେ, ଆଜି ତାଙ୍କର ଗୁଳିବିଦ୍ଧ ମୃତଦେହ ତୁମ୍ବିଗୁଡା ଅଞ୍ଚଳରୁ ଉଦ୍ଧାର ହୋଇଛି। ଏହି ଘଟଣାକୁ ନେଇ ସମଗ୍ର ଜିଲ୍ଲାରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତଦେହ ମିଳିବା ଘଟଣାରେ...
ବାଲିଅନ୍ତାରେ କନେଷ୍ଟବଳଙ୍କୁ ହତ୍ୟା ଘଟଣାର ସଠିକ୍ ତଦନ୍ତ ପାଇଁ କ୍ରାଇମ୍ବ୍ରାଞ୍ଚକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଶନିବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ହୋଇଥିବା ଭିଡ଼ ହତ୍ୟା(ମବ୍ ଲିଞ୍ଚିଙ୍ଗ୍) ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଘଟଣା ସମ୍ପର୍କରେ ସବିସ୍ତୃତ...
ରାଜଧାନୀରେ ଭୟଙ୍କର ଦୁର୍ଘଟଣା: ୩ ମୃତ,ଜଣେ ଗୁରୁତର
ଭୁବନେଶ୍ୱର: ଶନିବାର ସନ୍ଧ୍ୟାରେ ଫାୟାର୍ ଷ୍ଟେସନ୍ ଓଭର୍ ବ୍ରିଜ୍ ଉପରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି l ଭୁବନେଶ୍ବର ରସୁଲଗଡ଼ ପଟୁ ଗୋଟିଏ ସ୍କୁଟି ଏବଂ ଅନ୍ୟ ଏକ ବାଇକ୍ରେ ୪ଜଣ ଆସୁଥିଲେ। ଫାୟାର ଷ୍ଟେସନ ସମ୍ମୁଖ ଓଭର ବ୍ରିଜ୍...



















