26.4 C
Bhubaneswar
Wednesday, July 29, 2026
-Advertisement-

ପୋଲିସ ଉପରେ ଅସନ୍ତୋଷ ଝାଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବାଲିଅନ୍ତା ଭିଡ ହତ୍ୟା ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରିବ । ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ପଶ୍ଚିମବଙ୍ଗରୁ ଫେରି ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ପୋଲିସ ପଦାଧିକାରୀଙ୍କ ଏକ ବୈଠକ ଡାକିଥିଲେ ।...

ହୋର୍ମୁଜରେ କାର୍ଗୋ ଜାହାଜରେ ନିଆଁ ଲାଗି ବୁଡ଼ିଯିବାରୁ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ଆଜି ହୋର୍ମୁଜ ନିକଟରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଏକ କାଠ କାର୍ଗୋ ଜାହାଜରେ ନିଆଁ ଲାଗିବା ପରେ ତାହା ସମୁଦ୍ରରେ ଓଲଟି ପଡ଼ିଥିଲା। ସରକାରୀ ସୂତ୍ର ଅନୁଯାୟୀ, ଦୁର୍ଘଟଣା ପରେ ସେହି ବାଟ ଦେଇ ଯାଉଥିବା ଅନ୍ୟ...

ପଶ୍ଚିମବଙ୍ଗରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଶୁଭେନ୍ଦୁ ଅଧିକାରୀ । ବିଶ୍ୱ କବି ରବୀନ୍ଦ୍ରନାଥ ଟାଗୋରଙ୍କ ଜନ୍ମବାର୍ଷିକୀରେ ବିଜେପି ବଙ୍ଗଳାରେ ଏକ ନୂତନ ସରକାର ଗଠନ କରିଛି । ଶୁଭେନ୍ଦୁ ଅଧିକାରୀ ଆଜି ରାଜ୍ୟର...

ୟୁନିସେଫ୍ ଓ ପୋଲିସ ବିଭାଗର ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମରେ କିଶୋର-କିଶୋରୀଙ୍କ ଯୋଗଦାନ

ଭୁବନେଶ୍ୱର: ପୋଲିସ ବିଭାଗ ପକ୍ଷରୁ ଏକ ଅନନ୍ୟ ପ୍ରୟାସ ‘ଜୁଭେଣ୍ଟିକା’ ନାମକ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । କିଶୋର-କିଶୋରୀମାନଙ୍କୁ ସଚେତନ କରିବା ସହ ଅପରାଧ ଓ ସାଇବର ଠକେଇରୁ ଦୂରେଇ ରଖିବା ଏହାର ଲକ୍ଷ୍ୟରେ । ସାମାଜିକ ସଚେତନତା, ନିରାପତ୍ତା...

‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍; ତତ୍ପରତା ଦେଖାଇଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର: ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପରତା ଦେଖାଇଲା ପୂର୍ତ୍ତ ବିଭାଗ । ପୁରୁଣା ଏୟାରପୋର୍ଟ ରୋଡ୍‌ ରେ ଥିବା ନବୀନ ପଟ୍ଟନାୟକଙ୍କ ବାସଭବନ ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍। ସରକାରୀ ରାସ୍ତା ଉପରେ ବ୍ୟାରିକେଡ୍ କରି ଯାତାୟାତରେ ବାଧା...

ରଥଯାତ୍ରା ଯାତ୍ରା ପାଇଁ ପ୍ରଥମ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୬ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ପୁରୀ ଟାଉନ ହଲ୍‌ଠାରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ (RDC) ସୁଧାଂଶୁ ମୋହନ ସାମଲଙ୍କ ଅଧ୍ୟକ୍ଷତାରେ ପ୍ରଥମ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ରଥ...

ବାଲିପାଟଣାରେ ପୁଣି ମାଡ଼ମାରି ଯୁବକଙ୍କୁ ହତ୍ୟା ଅଭିଯୋଗ

ବାଲିପାଟଣା: ବାଲିପାଟଣା ଥାନା ବେଙ୍ଗବତୀ ଗ୍ରାମ ନିକଟ ଅଠାନ୍ତର ଛକରେ ଶୁକ୍ରବାର ଅପରାହ୍ନରେ ଘଟିଛି ଆଉ ଏକ ହତ୍ୟାକାଣ୍ଡ। ସାମାନ୍ୟ ବଚସାରୁ ଲୁହାରଡ଼ରେ ସାଙ୍ଗଙ୍କୁ ପିଟି ହତ୍ୟା କରିଛନ୍ତି ଅଭିଯୁକ୍ତ। ମୃତ ଯୁବକ ହେଲେ ରାକେଶ ମହାନ୍ତି। ଖବର ପାଇବା...

TVKକୁ ସମର୍ଥନ ଦେଲେ ୩ ଦଳ, ବିଜୟ ଗଢିବେ ସରକାର

ନୂଆଦିଲ୍ଲୀ: ଶେଷରେ ବିଜୟଙ୍କୁ ମିଳିଛି ସମର୍ଥନ। ଏବେ ବିଜୟଙ୍କ ଟିଭିକେ ହିଁ ତାମିଲନାଡୁରେ ସରକାର ଗଢ଼ିବା ନେଇ ସ୍ପଷ୍ଟ ହୋଇଛି । ଗଣମାଧ୍ୟମର ସୂଚନା ଅନୁସାରେ ଆଜି, ସିପିଏମ, ସିପିଆଇ ଏବଂ ଭିସିକେ ଥାଲାପତି ବିଜୟଙ୍କ ଟିଭିକେକୁ ସମର୍ଥନ...

ଓଡ଼ିଶା ଉପକୂଳରେ ‘ତାରା’ର ସଫଳ ପରୀକ୍ଷଣ

ଭୁବନେଶ୍ୱର: ଓଡ଼ିଶା ଉପକୂଳରେ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ଗ୍ଲାଇଡ୍ ୱେପନ୍ ସିଷ୍ଟମ 'ତାରା'ର ସଫଳ ପରୀକ୍ଷଣ କରାଯାଇଛି । ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଆଉ ଏକ ବଡ଼ ସଫଳତା ହାସଲ କରିଛି । ଡିଆରଡିଓ ଏବଂ ଭାରତୀୟ...

ଓଡ଼ିଶାରେ ପେଟ୍ରୋଲ ଡିଜେଲ ସଂକଟ ନେଇ OMCsର ସ୍ପଷ୍ଟୀକରଣ

ଭୁବନେଶ୍ୱର: ମେ’ ମାସ ଆରମ୍ଭରେ ଓଡ଼ିଶା ସୀମାନ୍ତ ଅଞ୍ଚଳର କିଛି ଜିଲ୍ଲାରେ ହଠାତ୍ ପେଟ୍ରୋଲ ଓ ଡିଜେଲ ଚାହିଦା ବଢ଼ିଯାଇଥିଲା। ଏହାର ପ୍ରଭାବରେ କିଛି ପେଟ୍ରୋଲ ପମ୍ପରେ ସ୍ୱଳ୍ପ ସମୟ ପାଇଁ ଇନ୍ଧନ ଅଭାବ ଦେଖାଦେଇଥିଲା। ଫଳରେ ଅନେକ ସ୍ଥାନରେ...
- Advertisement -

Latest article

ଜାପାନରେ ବଡ ଭୂକମ୍ପ, ୭.୧ ତୀବ୍ରତା; ସୁନାମୀ ଆଲର୍ଟ ଜାରି

ନୂଆଦିଲ୍ଲୀ: ଆଜି ଜାପାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ସମୁଦ୍ରରେ ଉଚ୍ଚ ଉଚ୍ଚ ଲହରି ଆସିବା ନେଇ ସତର୍କ ସୂଚନା ଜାରି କରାଯାଇଛି...

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...