30.6 C
Bhubaneswar
Wednesday, July 29, 2026
-Advertisement-

୯ ଯାଏଁ ‘କାଳବୈଶାଖୀ’ ତାଣ୍ଡବ: ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଏବେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳୁଛି। ଅପରାହ୍ନ ହେଲେ କଳାହାଣ୍ଡିଆ ମେଘ ସାଙ୍ଗକୁ ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ମେ’ ୯...

ମହାଙ୍ଗା ହେଲା ଓମ୍‌ଫେଡ୍ କ୍ଷୀର, ଲିଟର ପିଛା ୪ ଟଙ୍କା ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଓମ୍‌ଫେଡ୍ କ୍ଷୀର ଦର ବୃଦ୍ଧି ପରେ ଖାଉଟି ଚିନ୍ତାରେ। ମହାଙ୍ଗା ହେଲା ଓମ୍‌ଫେଡ୍ କ୍ଷୀର ଦର। ନିର୍ଦ୍ଧାରିତ ମୂଲ୍ୟ ଠାରୁ ପ୍ରତି ଲିଟର ପିଛା କ୍ଷୀର ଦର ୪ ଟଙ୍କା ବୃଦ୍ଧି ପାଇଛି। ଏନେଇ ଓମ୍‌ଫେଡ଼ ପକ୍ଷରୁ...

ଆଇଇଡି ବିସ୍ଫୋରଣରେ ଚାରି ଡିଆରଜି ଯବାନ ସହିଦ

ଛତିଶଗଡ଼: କାଙ୍କେର ଏବଂ ନାରାୟଣପୁର ଜିଲ୍ଲାର ସୀମାରେ ଡିମାଇନିଂ ଅପରେସନ୍ ସମୟରେ ଏକ ଆଇଇଡି ବିସ୍ଫୋରଣରେ ତିନି ଜଣ ଡିଆରଜି ଯବାନ ସହିଦ ହୋଇଥିବା ବେଳେ ଜଣେ ଆହତ ହୋଇଥିଲେ । ଆହତ ସୈନିକଙ୍କୁ ଚିକିତ୍ସା ପାଇଁ ରାୟପୁର ଅଣାଯାଇଥିଲା,...

ଦେଶର ପ୍ରଥମ ‘ପେପରଲେସ୍’ ନ୍ୟାୟପାଳିକା ରାଜ୍ୟ ହେଲା ସିକ୍କିମ

ସିକ୍କିମ: ନିଜକୁ ଦେଶର ପ୍ରଥମ କାଗଜପତ୍ର ବିହୀନ (ପେପରଲେସ୍) ନ୍ୟାୟପାଳିକାର ଘୋଷଣା କରିଛି ସିକ୍କିମ। ଏହି ଘୋଷଣା ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଜଷ୍ଟିସ୍ ସୂର୍ଯ୍ୟକାନ୍ତ ଗ୍ୟାଙ୍ଗଟକର ଚିନ୍ତନ ଭବନରେ ଅନୁଷ୍ଠିତ ଜାତୀୟ ବୈଷୟିକ ଓ ନ୍ୟାୟିକ ଶିକ୍ଷା ସମ୍ମିଳନୀର...

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ; ପାସ୍ ହାର ୯୫. ୩୩ %

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ଚଳିତ...

NEP-2020: ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳାରେ ଯୋଗଦେଲେ କେନ୍ଦ୍ର...

ଭୁବନେଶ୍ୱର : ଜାତୀୟ ଶିକ୍ଷା ନୀତି (NEP-2020) ର କାର୍ଯ୍ୟାନ୍ୱୟନ ନେଇ ସ୍ଥାନୀୟ କନଭେନସନ ସେଣ୍ଟର ଠାରେ ଆୟୋଜିତ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଶୈକ୍ଷିକ ପରିବେଶରେ...

ସନ୍ଦୀପ ପାଠକଙ୍କ ଘରେ ପଞ୍ଜାବ ପୋଲିସ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ଛାଡି ବିଜେପିରେ ସାମିଲ୍ ହୋଇଥିବା ସାଂସଦଙ୍କ ବିରୋଧରେ ଜାମିନି ବିହୀନ ଦୁଇଟି ଧାରା ଆଧାରରେ ଏଫଆଇଆର ରୁଜୁ ହୋଇଛି । ଏହା ମଧ୍ୟରେ ପଞ୍ଜାବ ପୋଲିସ ତାଙ୍କୁ ଗିରଫ କରିବା ପାଇଁ ଦିଲ୍ଲୀ ସ୍ଥିତ...

ସ୍କୁଲ ପିଲାଙ୍କ ପାଇଁ ଆସୁଥିବା ମଧ୍ୟାହ୍ନ ଭୋଜନ ଚାଉଳ ବିକ୍ରି ବେଳେ ଘେରିଗଲେ ଗାଁ ଲୋକେ

ଭୋଗରାଇ: ଭୋଗରାଇ ସହରିଆ ପ୍ରାଥମିକ ବିଦ୍ୟାଳୟକୁ ପିଲାଙ୍କ ମଧ୍ୟାହ୍ନ ଭୋଜନ ପାଇଁ ଆସିଥିବା ଚାଉଳ ଏକ ଚାଉଳ ଗୋଦାମକୁ ବିକ୍ରି ପାଇଁ ଅଣା ଯାଇଥିଲା। ବଜାରରେ ବିକ୍ରି ବେଳେ ଘେରିଗଲେ ଗାଁ ଲୋକେ। ସ୍ଥାନୀୟ ଲୋକେ ଯୋଗାଣ ଅଧିକାରୀଙ୍କୁ ଖବର...

ଆଜି ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ହେବ ପୁନଃ ମତଦାନ

ପଶ୍ଚିମବଙ୍ଗ: ମେ ୪ ତାରିଖରେ ଭୋଟ ଗଣତି ହେବାକୁ ଥିବାବେଳେ, ତା’ ପୂର୍ବରୁ ଭାରତୀୟ ନିର୍ବାଚନ କମିଶନ (ECI)ପଶ୍ଚିମବଙ୍ଗ ର ୧୫ଟି ପୋଲିଂ ଷ୍ଟେଶନରେ ପୁନଃ ମତଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ,ଆଜି ବେଙ୍ଗଲର ୧୫ଟି ବୁଥରେ...

ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ

ନୂଆଦିଲ୍ଲୀ: କଂଗ୍ରେସ ନେତା ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି । ସୁପ୍ରିମକୋର୍ଟ ତାଙ୍କୁ କେବଳ ଆଗୁଆ ଜାମିନ ପ୍ରଦାନ କରିନଥିଲେ ବରଂ ସମଗ୍ର ମାମଲାକୁ “ରାଜନୈତିକ ଭାବରେ ପ୍ରେରିତ” ବୋଲି ଘୋଷଣା କରିଥିଲେ । ବିଚାରପତି ଜେକେ...
- Advertisement -

Latest article

ଜାପାନରେ ବଡ ଭୂକମ୍ପ, ୭.୧ ତୀବ୍ରତା; ସୁନାମୀ ଆଲର୍ଟ ଜାରି

ନୂଆଦିଲ୍ଲୀ: ଆଜି ଜାପାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ସମୁଦ୍ରରେ ଉଚ୍ଚ ଉଚ୍ଚ ଲହରି ଆସିବା ନେଇ ସତର୍କ ସୂଚନା ଜାରି କରାଯାଇଛି...

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...