32.8 C
Bhubaneswar
Wednesday, July 29, 2026
-Advertisement-

ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ଚତୁର୍ଥ ପର୍ଯ୍ୟାୟ ଶୁଭାରମ୍ଭ

ରାୟଗଡା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ ରାୟଗଡ଼ା ଜିଲ୍ଲାଠାରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ଚତୁର୍ଥ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି । ପ୍ରାୟ ୧୭୦୦ କୋଟି ଟଙ୍କା ବିନିମୟରେ ୮୨୭ଟି...

ଭାଙ୍ଗିଲା GSTର ସବୁ ରେକର୍ଡ; ଟପିଲା ୨.୪୩ ଲକ୍ଷ କୋଟି

ନୂଆଦିଲ୍ଲୀ: ଏପ୍ରିଲରେ ମୋଟ୍ ଜିଏସଟି ସଂଗ୍ରହ ୨.୪୩ ଲକ୍ଷ କୋଟି ଟଙ୍କା ହୋଇଛି, ଯାହା ପୂର୍ବରୁ ୨ ଲକ୍ଷ କୋଟିରୁ ଅଧିକ। ଗତ ବର୍ଷ ଏପ୍ରିଲ ତୁଳନାରେ ଏହା ୮.୭ ପ୍ରତିଶତ ଅଧିକ । ଉଲ୍ଲେଖନୀୟ ୨୦୨୫ ଏପ୍ରିଲରେ ଜିଏସଟି...

ପୁଣି ଥରେ ବୈଜୟନ୍ତ ପଣ୍ଡାଙ୍କୁ ମିଳିଲା ପିୟୁସିର ଅଧ୍ୟକ୍ଷ ପଦ

ନୂଆଦିଲ୍ଲୀ: ଚଳିତ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ କେନ୍ଦ୍ରାପଡ଼ା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପୁଣି ଥରେ ପବ୍ଲିକ୍ ଅଣ୍ଡରଟେକିଂ କମିଟି ବା ପିୟୁସିର ଅଧ୍ୟକ୍ଷ ପଦର ଦାୟିତ୍ୱ ନେଇଛନ୍ତି । ଲୋକସଭା ବାଚସ୍ପତି ଓମ୍...

ସଞ୍ଜୟ କପୁରଙ୍କ ସମ୍ପତ୍ତି ମାମଲା କରିନା କପୁରଙ୍କୁ ମିଳିଲା ହାଇକୋର୍ଟ ରୁ ଆଶ୍ବସ୍ତି

ନୂଆଦିଲ୍ଲୀ: ସଞ୍ଜୟ କପୁରଙ୍କ ପରଲୋକ ପରେ ତାଙ୍କ ସମ୍ପତ୍ତିକୁ ନେଇ ଆଇନଗତ ସମସ୍ୟା ବଢିବାରେ ଲାଗିଛି। କରିସ୍ମା କପୁରଙ୍କ ପିଲାଙ୍କ ଦ୍ୱାରା ଦିଲ୍ଲୀ ହାଇକୋର୍ଟରେ ପିଟିସନ ଦାୟର ପରେ ଏହି ଆଇନଗତ ସମସ୍ୟା ଉପୁଜିଥିଲା, ଯେଉଁଥିରେ ଦୁଇ ପିଲା ପ୍ରିୟା...

ମମତାଙ୍କ ଦାବି ୨୨୬ରୁ ଅଧିକ ଆସନରେ ଜିତିବ ଟିଏମସି

ପଶ୍ଚିମବଙ୍ଗ:ମତଦାନ ପରେ ପ୍ରକାଶ ପାଇଥିବା ଏକ୍ଜିଟ୍ ପୋଲ୍ ରିପୋର୍ଟ ପରେ ମମତା ବାନାର୍ଜୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି ।ମମତା ସାମାଜିକ ଗଣମାଧ୍ୟମ ଏକ୍ସରେ ଏକ ଭିଡ଼ିଓ ଜାରି କରି ତୃଣମୂଳ କଂଗ୍ରେସର ସମସ୍ତ କର୍ମକର୍ତ୍ତା ଏବଂ ଜନତାଙ୍କୁ କୃତଜ୍ଞତା ଜଣାଇଛନ୍ତି...

ବିଜେବି କଲେଜରେ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ

ଭୁବନେଶ୍ୱର: ବିଜେବି କଲେଜରେ କମେଣ୍ଟ ମାରିବାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି । ମିଳିଥିବା ସୂଚନା ଅନୁସାରେ ଛାତ୍ରୀଙ୍କୁ କମେଣ୍ଟ ମରାକୁ ନେଇ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ପରିସ୍ଥିତିକୁ ଶାନ୍ତ କରିବା ପାଇଁ ଉଭୟ...

ଓଡ଼ିଶାରେ ମହିଳା ସମ୍ମାନକୁ ନେଇ ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ

ଭୁବନେଶ୍ୱର: ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ବିଜେପି ସରକାରଙ୍କୁ କଡା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌ ଏବଂ ସୀମା ନିର୍ଦ୍ଧାରଣ (Delimitation) ପ୍ରସଙ୍ଗରେ ଆଲୋଚନା ଚାଲିଥିବା ବେଳେ ରାଜ୍ୟରେ ମହିଳା ସୁରକ୍ଷା...

ପୋଲିସକୁ ଛୁରା ମାଡ଼ ଅଭିଯୋଗରେ ୫ ଜଣ ଆକ୍ରମଣକାରୀ ଅଟକ

କଟକ: ଗତକାଲି ରାତିରେ କଟକ ଓଏମ୍‌ପି ସ୍ଥିତ ଷଷ୍ଠ ବାଟାଲିୟନ୍ କ୍ୟାମ୍ପସ୍ ରେ ପୋଲିସକୁ ସଙ୍ଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଏଥିରେ ୫ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ତିନି ଜଣଙ୍କ ଅବସ୍ଥା ଗୁରୁତର ଥିବାବେଳେ...

ମତଦାନ ଶେଷ ହେବାପରେ ପ୍ରକାଶ ପାଇଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ

ନୂଆଦିଲ୍ଲୀ: କେରଳ, ଆସାମ, ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ଚାରିଟି ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ପାଇଁ ଭୋଟ୍ ଗ୍ରହଣ ସରିବା ପରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ ପ୍ରକାଶ ପାଇଛି। ଆସାମରେ ଭାଜପା ବିଜୟୀ ହେବ...

ସୁଧୀର ପାତ୍ର ହତ୍ୟା ମାମଲା: ଆସିଲା ଚାଞ୍ଚଲ୍ୟକର ତଥ୍ୟ

ଭୁବନେଶ୍ବର: ଗୋପାଳପୁରର ଜମି ବ୍ୟବସାୟୀ ସୁଧୀର ପାତ୍ରଙ୍କ ମୃତ୍ୟୁ ଘଟଣାରେ ପୋଷ୍ଟମର୍ଟମ ରିପୋର୍ଟରୁ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଅତ୍ୟଧିକ ମାଡ଼ ସାଙ୍ଗକୁ ଶ୍ୱାସରୁଦ୍ଧ ହେବା ଯୋଗୁଁ ସୁଧୀରଙ୍କ ମୃତ୍ୟୁ ଘଟିଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ଏମକେସିଜି ...
- Advertisement -

Latest article

ଜାପାନରେ ବଡ ଭୂକମ୍ପ, ୭.୧ ତୀବ୍ରତା; ସୁନାମୀ ଆଲର୍ଟ ଜାରି

ନୂଆଦିଲ୍ଲୀ: ଆଜି ଜାପାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ସମୁଦ୍ରରେ ଉଚ୍ଚ ଉଚ୍ଚ ଲହରି ଆସିବା ନେଇ ସତର୍କ ସୂଚନା ଜାରି କରାଯାଇଛି...

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...