ଆତଙ୍କବାଦୀ ଆକ୍ରମଣରେ କନଷ୍ଟେବଳ ସହିଦ
ଶ୍ରୀନଗର: ଜମ୍ମୁ-କାଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କୁ କିଛି ସନ୍ଦିଗ୍ଧ ଆତଙ୍କବାଦୀ ଗୁଳିମାଡ କରିଛନ୍ତି । ଏହି ଆକ୍ରମଣରେ ଜଣେ ପୋଲିସ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନଜଣକ ଆଇଆରପି ୩ୟ ବାଟାଲିୟନର ଆଶିକ୍ ହୁସେନ ବୋଲି ଚିହ୍ନଟ କରାଯାଇଛି। ଏହାପରେ ପୋଲିସ...
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ନିଟ୍ ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି, ଦିଲ୍ଲୀରେ ଘଟୁଥିବା ଗମ୍ଭୀର ପରିସ୍ଥିତିକୁ ନେଇ ମୁଁ ବିଜେଡି ସାଂସଦମାନଙ୍କ ସହ ଏକ ବୈଠକ...
ଓଡ଼ିଶାରେ ୪,୫୭୩ କୋଟି ଟଙ୍କାର ନିବେଶକୁ ଅନୁମୋଦନ, ...
ଭୁବନେଶ୍ୱର: ସମୃଦ୍ଧ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ ହାସଲ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୮ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟାରାନ୍ସ ଅଥରିଟି ବୈଠକରେ ମୋଟ...
ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ
ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ (ଆର୍.ଆଇ.) ଅନୀତା ଜେନାଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ସେ ଜଣେ ଆବେଦନକାରୀଙ୍କ ପୈତୃକ ଜମିର ସୀମା ନିର୍ଦ୍ଧାରଣ (ଡିମାର୍କେସନ) ରିପୋର୍ଟ ପ୍ରଦାନ କରିବା ପାଇଁ...
ୟୁକ୍ରେନ୍ରେ ଭୟଙ୍କର ମିସାଇଲ୍ ମାଡ଼, ୪ ଭାରତୀୟ ନାବିକ ମୃତ
ନୂଆଦିଲ୍ଲୀ: ୟୁକ୍ରେନ୍ ର ଓଡେସା ବନ୍ଦରରୁ ବାହାରୁଥିବା ଏକ ବ୍ୟାବସାୟିକ ମାଲବାହୀ ଜାହାଜ ‘MV Golden Leo’ ଉପରେ ଜୁଲାଇ ୧୯ ସନ୍ଧ୍ୟାରେ ଏକ ଭୟଙ୍କର କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି । ଏହି ଦୁର୍ଭାଗ୍ୟଜନକ ଘଟଣାରେ ୪ ଜଣ ଭାରତୀୟ...
ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ଗସ୍ତ କରିବା ସହ ଗଞ୍ଜାମ ଜିଲ୍ଲାର ତପ୍ତପାଣି ମଧ୍ୟ ଯିବେ...
୧୪୫୮ ବିଦ୍ୟାଳୟ ଚାଲୁଛି ଜଣେ ଲେଖାଏଁ ଶିକ୍ଷକରେ
ଭୁବନେଶ୍ୱର: ରାଜ୍ୟରେ ମାତ୍ର ଜଣେ ଲେଖାଏଁ ଶିକ୍ଷକରେ ଚାଲିଛି ୧୪୫୮ ସରକାରୀ ବିଦ୍ୟାଳୟ । ସେହି ବିଦ୍ୟାଳୟ ମାନଙ୍କରେ ୬୦ ହଜାରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ରହିଛନ୍ତି । କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ୟୁଡିଆଇଏସ୍ଇ ପ୍ଲସ୍ (UDISE Plus) ରିପୋର୍ଟରେ ଏହା...
ସଂଶୋଧିତ ଇଂରାଜୀ ବନାନର ତ୍ଵରିତ କାର୍ଯ୍ୟକାରୀ ପାଇଁ ରାଜସ୍ୱ ବିଭାଗର ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟର ଜିଲ୍ଲା, ଉପଖଣ୍ଡ, ତହସିଲ, ବ୍ଲକ୍ ଏବଂ ସହରାଞ୍ଚଳମାନଙ୍କର ନାମର ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ...
ସିଜେପି ସମର୍ଥକଙ୍କ ଉପରେ ଲାଠିଚାର୍ଜକୁ ନେଇ ମୋଦିଙ୍କୁ କଡା ସମାଲୋଚନା କଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: ରାହୁଲ ଗାନ୍ଧୀ ସୋସିଆଲ ମିଡିଆ Xରେ ଏକ ଭିଡିଓ ପୋଷ୍ଟ କରି କହିଛନ୍ତି, "ପ୍ରଧାନମନ୍ତ୍ରୀ ମୋଦି ଭାରତର ଇତିହାସରେ ସବୁଠାରୁ ଯୁବ ବିରୋଧୀ ପ୍ରଧାନମନ୍ତ୍ରୀ । ସେ ଏତେ ଯୁବ ବିରୋଧୀ ଯେ, ସେ ଜଣେ ବିଫଳ ଶିକ୍ଷାମନ୍ତ୍ରୀଙ୍କ...
ସୋନମ ୱାଙ୍ଗଚୁକଙ୍କ ଅନଶନକୁ ଓଡ଼ିଶାରୁ ସମର୍ଥନ
ଭୁବନେଶ୍ୱର: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସୋନମ ୱାଙ୍ଗଚୁକଙ୍କ ଅନଶନକୁ ଓଡ଼ିଶାରୁ ମିଳିଲା ସମର୍ଥନ । ଦିଲ୍ଲୀର ଯନ୍ତରମନ୍ତରରେ ସମାଜ ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇ ଭୁବନେଶ୍ୱରରେ ମଧ୍ୟ ବିଭିନ୍ନ ସଂଗଠନ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଭୁବନେଶ୍ୱରର...

















