ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବ ନାହିଁ ସ୍ପଷ୍ଟ କଲା କଂଗ୍ରେସ
ଭୁବନେଶ୍ୱର:ରାଜ୍ୟ ରାଜନୀତିରେ କଂଗ୍ରେସ ଏବଂ ବିଜେଡି ମଧ୍ୟରେ ମେଣ୍ଟ ନେଇ ଜୋରଦାର ଚର୍ଚ୍ଚା ଚାଲିଥିବା ବେଳେ ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବ ନାହିଁ ସ୍ପଷ୍ଟ କରିଛି କଂଗ୍ରେସ । ପଞ୍ଚାୟତ ନିର୍ବାଚନରେ କଂଗ୍ରେସ ଏକା ଲଢିବ...
ହିଟୱେଭ୍ ସେଣ୍ଟର ଖୋଲିବେ ରାଜ୍ୟ ସରକାର
ଭୁବନେଶ୍ୱର:ଆଗକୁ ଗ୍ରୀଷ୍ମ ପ୍ରଭାବ ବଢିବ। ଏହାକୁ ଦୃଷ୍ଟିରେ ରଖି ସରକାର ହିଟୱେଭ୍ ସେଣ୍ଟର ଖୋଲିଵାକୁ ଚିନ୍ତା କରୁଛନ୍ତି । ବାତ୍ୟା, ବନ୍ୟା ଆଶ୍ରୟ ସ୍ଥଳୀ ପରି ଏହା ଖୋଲାଯିବ। ଏହାଦ୍ବାରା ଲୋକମାନେ ଉପକୃତ ହେବେ । ଓଡିଶାରେ ଯେଉଁଠି...
ବ୍ୟାଙ୍କରୁ ଟଙ୍କା ଉଠାଇବାକୁ ଭଉଣୀର ମୃତଦେହ ଧରି ପହଞ୍ଚିଲା ଭାଇ
କେନ୍ଦୁଝର:କେନ୍ଦୁଝର ଜିଲ୍ଲା ପାଟଣା ଥାନା ମଲ୍ଲିପଶି ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖା ସମ୍ମୁଖରେ ସୋମବାର ଏକ ହୃଦୟବିଦାରକ ତଥା ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଥିଲା । ସୂଚନା ଅନୁଯାୟୀ, ଡ଼ିଆନାଳି ଗାଁର ଜିତୁ ମୁଣ୍ଡାଙ୍କ ଭଉଣୀ କଲରା ମୁଣ୍ଡାଙ୍କ...
ନିଲମ୍ବିତ ହୋଇଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଦାବିନେଇ ବାଚସ୍ପତିଙ୍କୁ ଭେଟିଲେ ବିଜେଡିର ପ୍ରତିନିଧି ଦଳ
ଭୁବନେଶ୍ୱର:ବିଜେଡିରୁ ନିଲମ୍ବିତ ହୋଇଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଦାବିରେ ସୋମବାର ବିଜୁ ଜନତା ଦଳ ର ଏକ ପ୍ରତିନିଧି ଦଳ ବାଚସ୍ପତିଙ୍କୁ ଭେଟିଛନ୍ତି। ବିଜେଡି ବିଧାୟକ ଅରୁଣ ସାହୁ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ,...
ସରକାରୀ ମଂଜୁରୀର ତିନିବର୍ଷ ପରେ ବି ମିଳୁନି ନିଯୁକ୍ତି, କୃଷିଶିଳ୍ପ ନିଗମକୁ ଅବହେଳା
ଭୁବନେଶ୍ବର : କୃଷିଭିତ୍ତିକ ଶିଳ୍ପକୁ ପ୍ରୋତ୍ସାହନ ଦେବା ପାଇଁ 1968ରେ ରାଜ୍ୟ ସରକାର ପ୍ରତିଷ୍ଠା କରିଥିଲେ ଓଡିଶା କୃଷି ଶିଳ୍ପ ନିଗମ । ମାତ୍ର କୃଷି ପ୍ରତି ସରକାରଙ୍କ ଅବହେଳାର ନମୂନା ପାଲଟି ଯାଇଛି ଏହି ସଂସ୍ଥା । ପୂର୍ବ...
ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ
ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋଏଲ ଏବଂ ନ୍ୟୁଜିଲାଣ୍ଡ ବାଣିଜ୍ୟ ମନ୍ତ୍ରୀ ଟୋଡ ମ୍ୟାକ୍ଲେଙ୍କ ଉପସ୍ଥିତିରେ ମୁକ୍ତ ବାଣିଜ୍ୟ ରାଜିନାମା ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଏହି ବାଣିଜ୍ୟିକ ଚୁକ୍ତି ଦୁଇ ଦେଶ ମଧ୍ୟରେ...
ନକଲି BEd ସାର୍ଟିଫିକେଟ ରାକେଟର ପର୍ଦ୍ଦାଫାସ କରିଛି ପୋଲିସ୍
ପଶ୍ଚିମ ଓଡ଼ିଶାରେ BEd ସାର୍ଟିଫିକେଟ ରାକେଟର ପର୍ଦ୍ଦାଫାସ ହୋଇଛି । ଟଙ୍କା ଦେଇ ଆନ୍ଧ୍ରା BEd ସାର୍ଟିଫିକେଟ ବିକ୍ରି ହେଉଛି। ପ୍ରାୟ ୩୦୦ ଛାତ୍ରଛାତ୍ରୀ ଏବେ ଟଙ୍କା ଦେଇ ଫସିଛନ୍ତି । ସାଇବର ଥାନାରେ କିଛି ଛାତ୍ରଛାତ୍ରୀଙ୍କ ଅଭିଯୋଗ ପରେ...
ଏସସିବିରୁ ଶିଶୁ ନିଖୋଜ ଘଟଣାର ପ୍ରଶାସନିକ ଖୋଳତାଡ଼ ଆରମ୍ଭ
କଟକ: ଏସ୍ ସି ଵି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗରୁ ୧୬ ଜଣ ଶିଶୁ ନିଖୋଜ ହେବା ଘଟଣାର ତଦନ୍ତ ଆରମ୍ଭ ହୋଇଛି। ୨୦୧୯ରୁ ୨୦୨୬ ମଧ୍ୟରେ ଅସହାୟ ଓ ମାନସିକ ବିକାରଗ୍ରସ୍ତ ମହିଳାଙ୍କଠାରୁ...
ପାକିସ୍ତାନରେ ଅସୀମ ମୁନିରଙ୍କୁ ଟାର୍ଗେଟ
ପାକିସ୍ତାନରେ ଆରମ୍ଭ ହୋଇଛି ନୂତନ ବିବାଦ । ତେହରିକ-ଏ-ତାଲିବାନ (ଟିଟିପି)ପାକିସ୍ତାନ ସିଧାସଳଖ ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିରଙ୍କୁ ନେଇ ଅଭିଯୋଗ କରିଛି। ଟିଟିପି ଦ୍ୱାରା ଏକ ପତ୍ରିକାରେ ପ୍ରକାଶିତ ଏକ ଲେଖା ମୁନିରଙ୍କ ନୀତି ଏବଂ ନିଷ୍ପତ୍ତିକୁ...
ଜନଗଣନା କାର୍ଯ୍ୟରେ ନିୟୋଜିତ ଶିକ୍ଷକଙ୍କର ମୃତ୍ୟୁ
ଜନଗଣନା କାର୍ଯ୍ୟରେ ନିୟୋଜିତ ଜଣେ ଶିକ୍ଷକଙ୍କର ଆକସ୍ମିକ ମୃତ୍ୟୁ ହୋଇଛି । ମୃତ ଶିକ୍ଷକ ଜଣକ ହେଲେ ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ବଡଗାଁ ଅଞ୍ଚଳର ରାଜ କପୁର ହେମ୍ବ୍ରମ । ରାଜ କପୁର ହେମ୍ବ୍ରମ ବେତନଟି ଥାନା...

















