33.1 C
Bhubaneswar
Tuesday, September 8, 2026
-Advertisement-

ନେପାଳ ବନ୍ୟାରେ ମୃତ୍ୟୁସଂଖ୍ୟା ୯୦୦ ଟପିଲା, ହଜାର ହଜାର ନିଖୋଜ

ନୂଆଦିଲ୍ଲୀ: ନେପାଳ ବନ୍ୟାରେ ମୃତ୍ୟୁସଂଖ୍ୟା ୯୦୦ ଟପିଛି। ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରାଯାଇଥିବା ବେଳେ ମୃତ୍ୟୁସଂଖ୍ୟା ୯୦୩କୁ ବୃଦ୍ଧି ପାଇଥିବା ନେପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ବ୍ୟାପକ ଉଦ୍ଧାର କାର୍ଯ୍ୟ ଜାରି ରହିଛି।...

ଗୁଟ୍‌ଖା ବ୍ୟବସାୟ ନିଷେଧ ନେଇ ରାଜ୍ୟ ସରକାର ଜାରି କରିଥିବା ବିଜ୍ଞପ୍ତିକୁ କାଏମ ରଖିଲେ ହାଇକୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗୁଟ୍‌ଖା ବ୍ୟବସାୟ ଉପରେ ଲାଗିବ ପ୍ରତିବନ୍ଧକ। ଗୁଟ୍‌ଖା ବ୍ୟବସାୟ ନିଷେଧ ନେଇ ରାଜ୍ୟ ସରକାର ଗତ ଜାନୁଆରୀ ୨୧ ତାରିଖରେ ଜାରି କରିଥିବା ବିଜ୍ଞପ୍ତିକୁ କାଏମ ରଖିଛନ୍ତି ହାଇକୋର୍ଟ। ସରକାରୀ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରି...

FIH ପୁରୁଷ ହକି ବିଶ୍ୱକପ୍ ୨୦୨୬ ଟାଇଟଲ୍ ହାସଲ କଲା ଜର୍ମାନୀ

ନୂଆଦିଲ୍ଲୀ:FIH ପୁରୁଷ ହକି ବିଶ୍ୱକପ୍ ୨୦୨୬ରେ ଜର୍ମାନୀ ସ୍ପେନ୍‌କୁ ୧-୦ ଗୋଲ୍‌ରେ ପରାସ୍ତ କରି ଲଗାତାର ଦ୍ୱିତୀୟଥର ପାଇଁ ବିଶ୍ୱକପ୍ ଟାଇଟଲ୍ ହାସଲ କରିଛି। ବେଲଜିୟମର ୱାଭ୍ରେସ୍ଥିତ ବେଲଫିୟସ୍ ହକି ଆରେନାରେ ଖେଳାଯାଇଥିବା ଫାଇନାଲ୍ ମ୍ୟାଚ୍‌ରେ ଜର୍ମାନୀ...

ମଙ୍ଗଳବାର ଶୁଭାରମ୍ଭ ହେବ ‘ସମ୍ବନ୍ଧ’ ମେଗା ସମବାୟ ଅଭିଯାନ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୧ ତାରିଖରେ (ମଙ୍ଗଳବାର) ରାଜ୍ୟର ସମବାୟ କ୍ଷେତ୍ରର ସମ୍ପ୍ରସାରଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ମେଗା ସମବାୟ ସଦସ୍ୟତା ଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କରିବେ । ମେଗା ସଦସ୍ୟତା ଅଭିଯାନ...

ମନ୍‌ କି ବାତ୍‌ରେ ଓଡ଼ିଶାର ମୈଥିଲିଙ୍କୁ ମୋଦୀଙ୍କ ପ୍ରଶଂସା

ଭୁବନେଶ୍ୱର: ଆଜି ୧୩୭ ତମ ମନ୍‌ କି ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ମୈଥିଲି ଭୁଏଙ୍କୁ ପ୍ରଶଂସା କରିଛନ୍ତି । ମୈଥିଲି ଭୁଏ ଡେବ୍ରିଗଡ଼ରେ କେନ୍ଦୁପତ୍ର ଓ ମହୁ ସଂଗ୍ରହ ଜଙ୍ଗଲ ସଂରକ୍ଷଣ କରି...

ଭରଷପୋଷଣ ସହାୟତା ନ ଦେଲେ ଦରମାରୁ କଟିବ ପ୍ରତିପୋଷଣ ଖର୍ଚ୍ଚ:ମୁଖମନ୍ତ୍ରୀ

ଭୁବନେଶ୍ୱର: କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ପତ୍ନୀ କିମ୍ବା ସନ୍ତାନଙ୍କୁ ଭରଣପୋଷଣ ନଦେଉଥିବା ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଣିକି ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ ସମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ...

MMDRକୁ ନେଇ ନବୀନଙ୍କ ଚିଠିର ଜବାବ ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର:MMDR ସଂଶୋଧନ ଅଧିନିୟମ 2026କୁ ନେଇ ନବୀନ ପଟ୍ଟନାୟକ ଓଡ଼ିଶାର ସାଂସଦମାନଙ୍କୁ ଦେଇଥିବା ଚିଠିର ପ୍ରତ୍ୟୁତ୍ତର ରଖିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।ସେ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଗଣତନ୍ତ୍ରରେ ରାଜନୈତିକ ଆଲୋଚନା ଏକ ସ୍ୱାଭାବିକ ପ୍ରକ୍ରିୟା ହୋଇଥିଲେ...

ଡିଜିପି-ଆଇଜିପି ସମ୍ମିଳନୀ: ‘ସ୍ମାର୍ଟ ପୋଲିସିଂ’ ବ୍ଲୁ-ପ୍ରିଣ୍ଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି-ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଆଇନଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା ଓ ସାଇବର ସୁରକ୍ଷା ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି। ପୋଲିସ ସଂସ୍କାର ପାଇଁ ସମସ୍ତ...

ସୁଭଦ୍ରା ଯୋଜନାରେ ମିଳିଥିବା ଟଙ୍କା ନ ଦେବାରୁ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ଵାମୀ

ଢେଙ୍କାନାଳ:ସୁଭଦ୍ରା ଯୋଜନାରେ ମିଳିଥିବା ଟଙ୍କା ନ ଦେବାରୁ ମଦ୍ୟପ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ସହ ମୃତଦେହକୁ ଘର ପାଖ ପାଇଖାନା ଟାଙ୍କି ଭିତରେ ପୋତି ଦେଇଥିବା ଅଭିଯୋଗ ହୋଇଛି। ଏହି ଲୋମଟାଙ୍କୁରା...

ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧାହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ

ଭୁବନେଶ୍ୱର:ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧାହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ ଅଜିତ ସାହୁ। ଜାଗା ଦେବାକୁ କହି ଠକେଇ ଅଭିଯୋଗରେ ତାଙ୍କୁ ଗିରଫ କରିଛି ନୟାପଲ୍ଲୀ ପୋଲିସ।ସୂଚନା ଅନୁସାରେ, ୨୦୨୪ ମସିହାରେ ଜମି ଦେବା ନାଁରେ ଠକେଇ...
- Advertisement -

Latest article

ରାଜନୀତିକ ସମ୍ପୃକ୍ତି ଅଭିଯୋଗରେ ନିଲମ୍ବିତ ହେଲେ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ୱାମୀ

ଭୁବନେଶ୍ୱର:ବିଜେଡି ର ପୂର୍ବତନ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ୱାମୀ ଦୁର୍ଗା ଛୁରିଆଙ୍କୁ ନିଲମ୍ବନ କରାଯାଇଛି। ସେ କନ୍ଧମାଳ DRCSରେ SARCS ଭାବେ କାର୍ଯ୍ୟ କରୁଥିଲେ। ଏହା ସହିତ ସେ ଭୁବନେଶ୍ୱର...

Patrick Spins Accessibility Features for Disabled Players

ContentsNavigating the Platform with Screen ReadersCustomizing Visual and Auditory SettingsEssential Keyboard-Only NavigationA Breakdown of Accessibility Support ChannelsClaiming Bonuses with Accessibility in MindFuture Developments and...

Woolbet Verification Outside Business Hours

ContentsUnderstanding the Woolbet KYC ProcessWhat "Outside Business Hours" Means at WoolbetStep-by-Step Guide to Submitting DocumentsEstimated Timelines for VerificationCommon Verification Issues and SolutionsMaximizing Your Withdrawal...