23.1 C
Bhubaneswar
Tuesday, October 27, 2026
-Advertisement-

ପ୍ରଶାସନିକସ୍ତରରେ ଅଦଳବଦଳ :୩ ବିଭାଗ ଦାୟିତ୍ୱରେ ରହିବେ ଆଇଏଏସ୍ ସୁରେଶ ବଶିଷ୍ଠ

ଭୁବନେଶ୍ୱର: ରାଜ୍ୟ ସରକାର ମଙ୍ଗଳବାର ଦିନ ପ୍ରଶାସନିକସ୍ତରରେ ଅଦଳବଦଳ କରିଛନ୍ତି। ବରିଷ୍ଠ ଆଇଏଏସ୍ ସୁରେଶ ବଶିଷ୍ଟଙ୍କୁ ୩ଟି ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରମୁଖ ସଚିବ ଭାବରେ ଦାୟିତ୍ୱ ଦିଆଯାଇଛି l ଏହାସହିତ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଥିବା ଓଡ଼ିଶା ସଚିବାଳୟ ସେବା...

ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା ପରେ ଜଳିଗଲା ବସ୍:୭ ଯାତ୍ରୀ ମୃତ

ରାଜସ୍ଥାନ: ଆଜି ପ୍ରତ୍ୟୁଷରେ ରାଜସ୍ଥାନର ଦୌସା ଜିଲ୍ଲାରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା ଘଟିଛି । ବସ୍ ଏବଂ ଏକ ଟ୍ରକ୍ ମଧ୍ୟରେ ଧକ୍କା ହେବା ପରେ ବସ୍‌ଟି ଜଳିଯାଇଛିl ଯାହାଫଳରେ ୭ଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି ଏବଂ ୧୫...

ଭାରତୀୟ ସ୍ଥଳସେନାର ନୂତନ ମୁଖ୍ୟ ହେଲେ ଧୀରଜ ସେଠ୍

ନୂଆଦିଲ୍ଲୀ: ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ ଭାରତୀୟ ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜେନେରାଲ୍ ଉପେନ୍ଦ୍ର ଦ୍ୱିବେଦୀ ଅବସର ଗ୍ରହଣ କରିବା ପରେ କେନ୍ଦ୍ର ସରକାର ଧୀରଜ ସେଠଙ୍କୁ ଭାରତୀୟ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତ...

ନାବାଳିକା ଦୁଷ୍କର୍ମ ମାମଲା: ଆସାରାମଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ରୋକ

ନୂଆଦିଲ୍ଲୀ: ନାବାଳିକା ଦୁଷ୍କର୍ମ ମାମଲାରେ ଜେଲ୍‌ ଦଣ୍ଡ ଭୋଗୁଥିବା ଆସାରାମଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିବାକୁ ମନା କରିଦେଇଛନ୍ତି। ମାମଲାର ଶୁଣାଣି କରି ଅଦାଲତ କହିଛନ୍ତି ଯେ, ଏହି ପର୍ଯ୍ୟାୟରେ ଆଶାରାମଙ୍କୁ ମୁକ୍ତ କରାଯାଇପାରିବ ନାହିଁ। ପ୍ରଥମେ ରାଜସ୍ଥାନ ସରକାରଙ୍କ...

ଚାଷୀଙ୍କୁ ଆଶ୍ୱସ୍ତି, ରବି ଧାନ କିଣା ଅବଧି ଜୁଲାଇ ୩ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ଏବେ ବି ଚାଷୀଙ୍କ ଧାନ ପଡ଼ି ରହିଥିବାରୁ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଯୋଗାଣ ବିଭାଗ ରାଜ୍ୟରେ ରବି ଧାନ କିଣା ଅବଧିକୁ ଆସନ୍ତା ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛି ।...

ଆଧାର ସହ ବ୍ୟାଙ୍କ ଖାତା ଲିଙ୍କ୍ ନହେଲେ ବନ୍ଦ ହୋଇପାରେ ପେନସନ୍; ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆଧାର ସହ ବ୍ୟାଙ୍କ ଖାତା ଲିଙ୍କ୍ ନଥିଲେ ଅଟକିଯାଇପାରେ ସାମାଜିକ ସୁରକ୍ଷା ପେନସନ୍ । ଏନେଇ ବ୍ୟାଙ୍କ ଆକାଉଣ୍ଟ ସହିତ ଆଧାର ଲିଙ୍କ ପାଇଁ ଜିଲ୍ଲାପାଳଙ୍କୁ ହୋଇଛି ନିର୍ଦ୍ଦେଶ। ବର୍ତ୍ତମାନ ରାଜ୍ୟରେ ୩ ଲକ୍ଷ ୩୫ ହଜାର ୮୫୦...

ଏମକେସିଜିରେ ଇଞ୍ଜେକ୍ସନ ହେରଫେର ମାମଲା: ଅଧିକାରୀଙ୍କ ଉପରେ ଆକ୍ସନ୍

ବ୍ରହ୍ମପୁର: ଦାମୀ ଇଞ୍ଜେକ୍ସନ ହେରଫେର ଘଟଣାରେ ଏମକେସିଜି ମେଡିକାଲ ଷ୍ଟୋରରେ କାର୍ଯ୍ୟାନୁଷ୍ଠାନ । ମେଡିକାଲ ଷ୍ଟୋର ପରିଚାଳନା ଦାୟିତ୍ୱରୁ ଷ୍ଟୋର ମେଡିକାଲ ଅଫିସର (SMO) କୁ ହଟାଯାଇଛି । ସମ୍ପୃକ୍ତ ଫାର୍ମାସି ଅଫିସରଙ୍କୁ ମଧ୍ୟ ଷ୍ଟୋର ଦାୟିତ୍ୱରୁ ହଟାଯିବାକୁ ନିଷ୍ପତ୍ତି...

ଆଫଗାନିସ୍ତାନର ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନର ବିମାନ ଆକ୍ରମଣକୁ ନିନ୍ଦା କଲା ଭାରତ

ନୂଆଦିଲ୍ଲୀ: ଆଫଗାନିସ୍ତାନ ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନର ଏୟାର ଷ୍ଟ୍ରାଇକରେ ଅନେକ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି। ଏହି ଘଟଣାପରେ ଭାରତ ପକ୍ଷରୁ ପାକିସ୍ତାନକୁ କଡା ନିନ୍ଦା କରାଯାଇଛି l ଭାରତ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ଗଭୀର ସମବେଦନା...

ଜୁଲାଇ ୪ତାରିଖରେ ପଶ୍ଚିମ ଓଡିଶାକୁ ଆସିବେ ଅମିତ୍ ଶାହ

ଭୁବନେଶ୍ୱର: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ ଆସନ୍ତା ଜୁଲାଇ ୪ତାରିଖରେ ଦୁଇଦିନିଆ ପଶ୍ଚିମଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି ବୋଲି ବରଗଡ଼ ବିଜେପି ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। । ସୂଚନା ଅନୁଯାୟୀ ଜୁଲାଇ ୪ତାରିଖରେ ଗୃହମନ୍ତ୍ରୀ...

ରାଜଧାନୀରେ ପରିବାର ଲୋକଙ୍କ ଆଗରେ ଯୁବକଙ୍କୁ ପିଟିପିଟି ହତ୍ୟା

ଭୁବନେଶ୍ୱର: ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ ତାଙ୍କ ପରିବାର ଲୋକଙ୍କ ସାମ୍ନାରେ ଅତି ନିର୍ମମ ଭାବେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମିଳିଥିବା ତଥ୍ୟ ଅନୁସାରେ,...
- Advertisement -

Latest article

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...

Spinhub Samsung Pay Integration

ContentsHow to Set Up and Use Samsung Pay at SpinhubKey Benefits of Using Samsung Pay for DepositsUnderstanding Deposit Limits and Processing TimesTroubleshooting Common Samsung...

How Daytonaspin Protects Against Account Hacks

Contents1. Mandatory Two-Factor Authentication (2FA)2. Advanced Encryption and Data Handling Protocols3. Proactive Account Monitoring and Alerts4. The KYC Verification Process: A Protective Barrier5. Your...