ଓଡ଼ିଶାରେ ପହଁଞ୍ଚିଲା ସହିଦଙ୍କ ମରଶରୀର
ସହିଦ ଚମ୍ପେଶ୍ୱର ମହାକୁଡ଼ଙ୍କ ମରଶରୀର ସୋମବାର ଓଡ଼ିଶା ପହଁଞ୍ଚିଛି । ଶେଷ କୃତ୍ୟ ପାଇଁ ଚମ୍ପେଶ୍ୱରଙ୍କ ମରଶରୀର ତାଙ୍କ ଗାଁକୁ ନିଅାଯାଇଛି।
ଚମ୍ପେଶ୍ୱର ୨୯ ଅାସାମ ରାଇଫଲ୍ସର ସଦସ୍ୟ ଥିଲେ । ଗତ ୭ ତାରିଖରେ ମଣିପୁରରେ କାର୍ଯ୍ୟରତ ଅବସ୍ଥାରେ ପିଏଲ୍ଏ ଓ...
ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ
ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ । ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ସଂପର୍କରେ ସୂଚନା ଦିଆଯାଇଛି । ଶ୍ରୀମନ୍ଦିର ନୀତି ପ୍ରଶାସକ ପ୍ରଦିପ୍ତ କୁମାର ଦାସଙ୍କୁ ବଦଳ କରାଯାଇ ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ...
ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା
କଟକ ଶକ୍ତି ନଗର ବିକାଶ ପରିଷଦ ପକ୍ଷରୁ ସହରର ପାଞ୍ଚଜଣ ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ପରିଷଦ ପକ୍ଷରୁ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଜିଲ୍ଲା ଜଜ୍ ଶ୍ରୀ ଗୋପବନ୍ଧୁ ପଟ୍ଟନାୟକ ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିଲେ ।...
ସ୍କୁଲରେ ପାଳନ ହେବ ‘ହାପି ସଟର ଡେ’
ଶନିବାର ବିନା ବ୍ୟାଗରେ ସ୍କୁଲ ଯିବେ ଛାତ୍ରଛାତ୍ରୀ । ମାସର ଦ୍ୱିତୀୟ ଓ ଚତୁର୍ଥ ଶନିବାରକୁ ହାପି ସଟର ଡେ ଭାବେ ଘୋଷଣା କରିଛନ୍ତି ରାଜସ୍ଥାନ ସରକାର । ଏହି ଦୁଇ ଦିନ ପିଲାମାନଙ୍କୁ କିଛି ସୃଜନାତ୍ମକ ଶିକ୍ଷା ପ୍ରଦାନ...
ଜଣଙ୍କ ଆକାଉଣ୍ଟରେ ଅନ୍ୟ କେହି କରିପାରିବେନି ଅର୍ଥଜମା
ଟଙ୍କା ଜମା କରିବାକୁ ନେଇ ଏସବିଆଇର ନୂଆ ନିୟମ. ଜଣଙ୍କ ଏସବିଆଇ ଆକାଉଣ୍ଟରେ ଅନ୍ୟ କେହି ଅର୍ଥଜମା କରିପାରିବେନି । ଭାରତୀୟ ଷ୍ଟେଟ ବ୍ୟାଙ୍କର ଏହି ନୂଆ ନିୟମ ଅନୁଯାୟୀ ଅତି ଜରୁରୀ ଥିଲେ ଏସବିଆଇ ପକ୍ଷରୁ ରହିଥିବା ପ୍ରକ୍ରିୟା...
ବୈବାହିକ ଜୀବନରେ ଅଶାନ୍ତି: ଲିଭିଗଲା ଆଇପିଏସ ଅଧିକାରୀଙ୍କ ଜୀବନ ଦୀପ
୫ ଦିନ ଧରି ଜୀବନ ସହ ସଂଘର୍ଷ କରିବା ପରେ ଶେଷରେ ହାରି ଯାଇଛନ୍ତି ଆଇପିଏସ ଅଧିକାରୀ ସୁରେନ୍ଦ୍ର ଦାସ । ୫ଦିନ ତଳେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ସୁରେନ୍ଦ୍ର । ଗତକାଲି କାନପୁରରେ ଏକ ନର୍ସିଂ...
୩ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୭ ଦିନିଆ ରିଲିଫ୍ ଘୋଷଣା
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସଚିବାଳୟରେ ଭଦ୍ରକ, କେନ୍ଦ୍ରପଡା ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ବନ୍ୟା ପରିସ୍ଥିତି ଓ ଜିଲ୍ଲାର ଆବଶ୍ୟକତା...
ତେଲ ତାତିରେ ବିଧାନସଭା ମୁଲତବୀ
ସୋମବାର ବିଧାନସଭା ଆରମ୍ଭରୁ ଗୃହରେ ତେଲ ତାତି । ବିଧାନସଭା ଆରମ୍ଭ ହେବା ମାତ୍ରେ କଂଗ୍ରେସ ବିଧାୟକମାନେ ତୈଳଦର ବୃଦ୍ଧି ପ୍ରତିବାଦରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ । କଂଗ୍ରେସ ସଦସ୍ୟଙ୍କ ହୋ ହାଲ୍ଲା ଯୋଗୁଁ ବିଧାନସଭା କାର୍ଯ୍ୟ ପରିଚାଳନା ସମ୍ଭବ...
ହସ୍ପିଟାଲ ପଛରୁ ମଣିଷ ଖପୁରୀ ଜବତ, ପୋଲିସର ଖୋଳତାଡ଼ ଆରମ୍ଭ
ପାଖାପାଖି 7ରୁ ଅଧିକ ମଣିଷ ଖପୁରୀ ଜବତ କରିଛି ପୁରୀ ପୋଲିସ । ଏଭଳି ଘଟଣା କିଛି ନୂଆ କଥା ନୁହେଁ । ପୂର୍ବରୁ ମଧ୍ୟ ଏଭଳି ଖବର ସାମ୍ନାକୁ ଆସିଛି । ଆଉ ରବିବାର ଦିନ ଏହି ଘଟଣା...
କମ୍ପ୍ୟୁଟର ବାବାଙ୍କୁ ବି ଦରକାର ଭାଜପା ଟିକଟ
ଚଳିତବର୍ଷ ଶେଷ ଆଡକୁ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ । ଏଥିରେ ବହୁ ସଂଖ୍ୟାରେ ସାଧୁସନ୍ଥ ମଇଦାନକୁ ଓହ୍ଲାଇବେ ବୋଲି ଅନୁମାନ କରାଯାଉଛି । ଏଥିପାଇଁ ଏମାନେ ପ୍ରସ୍ତୁତି ମଧ୍ୟ ଆରମ୍ଭ କରିଥିବା ଦେଖାଯାଇଛି । ମଧ୍ୟପ୍ରଦେଶରେ ଭାଜପା...







