‘ବିଏଡ୍ ସାର୍ଟିଫିକେଟ୍’ କରାଇଦେବି କହି ଲୁଟିନେଲେ ଲକ୍ଷାଧିକ ଟଙ୍କା
ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ସହ ବଡ଼ଧରଣର ଠକେଇ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଆନ୍ଧ୍ରପ୍ରଦେଶରେ ବିଏଡ୍ କରାଇଦେବା ନାଁରେ ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାର ୨୦ରୁ ଅଧିକ ଆଶାୟୀଙ୍କଠାରୁ ପ୍ରାୟ ୩୦ ଲକ୍ଷ ଟଙ୍କା ଆଦାୟ କରାଯାଇଥିବା...
ତକ୍ଷକ ମିଡିଆ ପକ୍ଷରୁ ରାଜ୍ୟସ୍ତରୀୟ ଶ୍ରୀଜଗନ୍ନାଥ ଭଜନ ପ୍ରତିଯୋଗିତା
ଭୁବନେଶ୍ବର : ରଥଯାତ୍ରା ଅବସରରେ ତକ୍ଷକ ମିଡିଆ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଶ୍ରୀଜଗନ୍ନାଥ ଭଜନ ପ୍ରତିଯୋଗିତା ‘ଜଗନ୍ନାଥ ହୋ’ ଆୟୋଜନ କରାଯାଉଛି । ଏହି ପ୍ରତିଯୋଗିତା ଦୁଇଟି ରାଉଣ୍ଡ ଯଥା- ଅଡିସନ ଓ ଫାଇନାଲ ରାଉଣ୍ଡରେ କରାଯିବ...
ଆମେରିକା ସେନାର ଶକ୍ତିଶାଳୀ ବିମାନ ବି-୫୨ କ୍ରାସ୍: ୮ ମୃତ
ୱାସିଂଟନ: ଆମେରିକା ବାୟୁସେନାର B-52 ଦୁର୍ଘଟଣାରେ ଆଠ ଜଣ ପ୍ରାଣ ହରାଇଛନ୍ତି। ବାୟୁସେନା ଘାଟିର ସୂଚନା ଅନୁଯାୟୀ ସୋମବାର ସ୍ଥାନୀୟ ସମୟ ଅନୁସାରେ ସକାଳ ୧୧ଟା ୨୦ରେ ବିମାନଟି ଏକ ନିୟମିତ ମିଶନରେ ଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା...
ଦିଘା ଜଗନ୍ନାଥ ମନ୍ଦିରରୁ ଧାମ ଶବ୍ଦ ହଟେଇବା ପାଇଁ ଦୃଢ଼ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପୁରୀ ଟାଉନ ହଲ ଠାରେ ଗତ କାଲି ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଭବ୍ୟ ଗଣସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। 'ଶ୍ରୀ ଜଗନ୍ନାଥ ଭକ୍ତ ସେବା ସଂସ୍ଥାନ' ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ...
ଅତ୍ୟାବଶ୍ୟକ ସେବା ପ୍ରଦାନକାରୀ ସଂସ୍ଥାଗୁଡ଼ିକୁ ଇନ୍ଧନ ଯୋଗାଣରେ ବାଧା ଉତ୍ପନ ନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା, ଆମ୍ବୁଲାନ୍ସ, ଅଗ୍ନିଶମ ଭଳି ଗୁରୁତ୍ୱପୂର୍ଣ୍ଣ ସେବାଗୁଡ଼ିକ ବିଦ୍ୟୁତ ବିଭ୍ରାଟ ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ସଂଯୋଗ ପାଇଁ ଡିଜି ସେଟ୍ ଏବଂ ପରିବହନ ପାଇଁ ପେଟ୍ରୋଲ/ଡିଜେଲ ଉପରେ ନିର୍ଭର କରିଥାନ୍ତି । ଉପଯୁକ୍ତ ସମୟରେ ପେଟ୍ରୋଲ କିମ୍ବା ଡିଜେଲ...
‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆନୁଷ୍ଠାନିକ ଭାବେ ଐତିହାସିକ ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ପ୍ରାୟ ୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ ଗୁଜରାଟର ପବିତ୍ର ପ୍ରଭାସ ପାଟଣସ୍ଥିତ ପ୍ରଭୁ ସୋମନାଥଙ୍କ ଧାମ ଅଭିମୁଖେ...
ସରପଞ୍ଚ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣା:ଅଭିଯୁକ୍ତ ଗିରଫ
ମହାକାଳପଡ଼ା:ସରପଞ୍ଚ ସୁଶ୍ରୀ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ପାର୍ଥସାରଥୀ ସାମନ୍ତରାୟଙ୍କୁ ଗିରଫ କଲା ମହାକାଳପଡ଼ା ପୋଲିସ । ମୋବାଇଲ ଛଡାଇବା ଓ ଦୁର୍ବ୍ୟବହାର କରିବା ଅଭିଯୋଗରେ ଏହି ଗିରଫ କରାଯାଇଥିବା ସୂଚନା ମିଳିଛି ।ଗତ ୧୦ ତାରିଖରେ ନିଜ...
ଜୁନ୍୧୮ ତାରିଖରୁ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ : ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ଜୁନ୍ ୧୮ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ଗୁଡ଼ିକ ପୁଣିଥରେ ଖୋଲିବ। ଏ ନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ଆଜି ସୂଚନା ପ୍ରଦାନ କରିଛନ୍ତି। ଦୀର୍ଘ ଦିନର ଖରାଛୁଟି ପରେ ଛାତ୍ରଛାତ୍ରୀମାନେ ପୁଣି...
ଟିଏମସିର ବିଦ୍ରୋହୀ ନେତା ମିଶିବେ ଏନ୍ସିପିଆଇରେ
ପଶ୍ଚିମବଙ୍ଗ:ଟିଏମସିର ବିଦ୍ରୋହୀ ଗୋଷ୍ଠୀ ନ୍ୟାସନାଲିଷ୍ଟ ସିଟିଜନ୍ସ ପାର୍ଟି ଅଫ୍ ଇଣ୍ଡିଆ(ଏନ୍ସିପିଆଇ)ରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି। ସେମାନେ ଏହି ଦଳରେ ମିଶିବେ ଓ ଏନଡିଏକୁ ସମର୍ଥନ କରିବେ। ରାଜ୍ୟର ବିକାଶ ପାଇଁ କାମ କରିବେ ବୋଲି ଘୋଷଣା କରିଛନ୍ତି।ବାଚସ୍ପତିଙ୍କ ସହ...
ମହିଳା ଟି୨୦ ବିଶ୍ୱକପ୍ରେ ପାକିସ୍ତାନକୁ ହରାଇଲା ଭାରତ
ନୂଆଦିଲ୍ଲୀ:ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍ରେ ଭାରତ ୬୪ ରନରେ ପାକିସ୍ତାନକୁ ପରାସ୍ତ କରିଛି। ୧୭୧ ରନର ଟାର୍ଗେଟର ଜବାବରେ ପାକିସ୍ତାନ ୧୭ ଓଭରରେ ୧୦୬ ରନରେ ଅଲଆଉଟ୍ ହୋଇଯାଇଥିଲା।ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ଶେଫାଳି ବର୍ମା...

















