25.1 C
Bhubaneswar
Thursday, October 29, 2026
-Advertisement-

ଆଜିଠୁ ଆରମ୍ଭ ହେବ ଫିଫା ବିଶ୍ୱକପ୍

ମେକ୍ସିକୋ: ଆଜିଠୁ ଆରମ୍ଭ ହେବାକୁ ଯାଉଛି ଫିଫା ବିଶ୍ୱକପ୍ l ଏଥିରେ ସର୍ବାଧିକ ୪୮ ଦେଶ ଭାଗ ନେଉଛନ୍ତି। ଏଥିଯୋଗୁ ବିଶ୍ୱକପ୍‌ର ମ୍ୟାଚ୍‌ ସଂଖ୍ୟା ୧୦୪ରେ ପହଞ୍ଚିଛି, ଯାହାକି ପୂର୍ବ ସମସ୍ତ ସଂସ୍କରଣ ତୁଳନାରେ ସର୍ବାଧିକ। ଏହି ସମ୍ମାନଜନକ ଟୁର୍ନାମେଣ୍ଟର...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରୁ ତଦନ୍ତ କମିଶନ ରିପୋର୍ଟ ହଜିଯିବା ଘଟଣା : ଗୃହ ବିଭାଗ ଦେଲା ଥାନାରେ ଏତଲା

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଦୁଇଟି ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିଶନ ରିପୋର୍ଟ ହଜିଯିବା ପରେ ଏନେଇ କ୍ୟାପିଟାଲ ଥାନାରେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଅଭିଯୋଗ ପରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫାରେ ମାମଲା ରୁଜୁ ହୋଇଛି। ଗୃହ ବିଭାଗ...

ପରାଜିତ ପ୍ରାର୍ଥୀଙ୍କୁ ନେଇ ନବୀନଙ୍କ ବଡ଼ ବୈଠକ

ଭୁବନେଶ୍ୱର:ଶଙ୍ଖ ଭବନରେ ୨୦୨୪ ସାଧାରଣ ନିର୍ବାଚନରେ ପରାଜିତ ପ୍ରାର୍ଥୀ ମାନଙ୍କ ସହ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଏକ ସାଙ୍ଗଠନିକ ବୈଠକ କରିଛନ୍ତି। ବୁଧବାର ଦିନ ହୋଇଥିବା ଏହି ବୈଠକ ରେ ସେ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳର...

ଅଦିନିଆ ରଥଯାତ୍ରା ପାଇଁ ଇସ୍କନକୁ ନିୟନ୍ତ୍ରଣ କରିବା ସମ୍ଭବ ନୁହେଁ: ଆଇନ ମନ୍ତ୍ରୀ

ଭୁବନେଶ୍ୱର:ଇସ୍କନ ପକ୍ଷରୁ ଆୟୋଜିତ ହେଉଥିବା ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ବିଦେଶରେ ଥିବା ଇସ୍କନ ସଂସ୍ଥାଗୁଡ଼ିକୁ ନିୟନ୍ତ୍ରଣ କରିବା ପାଇଁ ସରକାରଙ୍କ ପାଖରେ କୌଣସି ଆଇନଗତ ବ୍ୟବସ୍ଥା ନାହିଁ ବୋଲି...

ପଶ୍ଚିମ ଏସିଆରେ ମହାଯୁଦ୍ଧ ପରିସ୍ଥିତି

ନୂଆଦିଲ୍ଲୀ:ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ନିକଟରେ ଆମେରିକାର ଏକ ଅପାଚେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଆମେରିକୀୟ ସେନା ପକ୍ଷରୁ ଇରାନର ଦକ୍ଷିଣାଞ୍ଚଳରେ ଥିବା ଏକାଧିକ ରଣନୈତିକ ସାମରିକ ଘାଟି...

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇ ଭାରତୀୟ ରାଜନୀତିରେ ନୂତନ ଇତିହାସ ସୃଷ୍ଟି କଲେ ନରେନ୍ଦ୍ରମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ରାଜନୀତିରେ ଏକ ନୂତନ ଇତିହାସ ସୃଷ୍ଟି କରିଛନ୍ତି। ଜୁନ୍ ୧୦ ତାରିଖରେ ସେ ଦେଶର ସବୁଠାରୁ ଅଧିକ ସମୟ ପାଇଁ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ରେକର୍ଡ ସ୍ଥାପନ କରିଛନ୍ତି। ମୋଦୀ ୨୬ ମଇ...

ରାଜ୍ୟରେ ଆଇନଶୃଙ୍ଖଳା ସଜାଡ଼ିବାକୁ ପଦକ୍ଷେପ: ୧୫ ବରିଷ୍ଠ ଆଇପିଏସ୍‌ଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ସ୍ୱଚ୍ଛ କରିବା ପାଇଁ ରାଜ୍ୟ ପୋଲିସ୍ ମୁଖ୍ୟାଳୟ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆସନ୍ତା ଜୁଲାଇ ମାସରୁ ବିଭିନ୍ନ ଜିଲ୍ଲାର ପୋଲିସିଂ ବ୍ୟବସ୍ଥାର ତୃଣମୂଳ ସମୀକ୍ଷା ଓ ଯାଞ୍ଚ...

ଶୁଭେନ୍ଦୁ ଅଧିକାରୀଙ୍କ ଘୋଷଣା :ଦୀଘା ଜଗନ୍ନାଥ ଧାମରୁ ହଟିବ ‘ଧାମ’ ଶବ୍ଦ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପରେ ଦୀଘା ଜଗନ୍ନାଥ ଧାମ ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ସେ କହିଛନ୍ତି, ଏଣିକି ଏହାର ନାମ ‘ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର’...

ଫାର୍ମାସି ରେଜିଷ୍ଟ୍ରେଶନ ସାର୍ଟିଫିକେଟ ପାଇଁ ଲାଞ୍ଚ ନେଲାବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର:ଭିଜିଲାନ୍ସ ହାତରେ ଧରାପଡ଼ିଲେ ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ ସହଯୋଗୀ ମହମ୍ମଦ ଇଜାଜ ଖାନ୍‌ ଓରଫ ପୃଷ୍ଟି। ଫାର୍ମାସି ରେଜିଷ୍ଟ୍ରେଶନ ସାର୍ଟିଫିକେଟ ପ୍ରଦାନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୯...

ରଥଯାତ୍ରା ପାଇଁ ପୁରୀ ପ୍ରଶାସନର ‘ଡୁଆଲ୍ ମ୍ୟାନେଜମେଣ୍ଟ ପ୍ଲାନ୍’ ପ୍ରସ୍ତୁତି

ପୁରୀ: ଚଳିତ ବର୍ଷ ରଥଯାତ୍ରା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି । ପ୍ରଥମ ଥର ପାଇଁ 'ସେଫ୍ ଓ ଇନସିଡେଣ୍ଟ ଫ୍ରି' ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇଛି ଏକ ସ୍ୱତନ୍ତ୍ର 'ଡୁଆଲ ମ୍ୟାନେଜମେଣ୍ଟ ପ୍ଲାନ'। ଏଥର ଉଭୟ ହିଟ୍‌ୱେଭ୍...
- Advertisement -

Latest article

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...

Spinhub Samsung Pay Integration

ContentsHow to Set Up and Use Samsung Pay at SpinhubKey Benefits of Using Samsung Pay for DepositsUnderstanding Deposit Limits and Processing TimesTroubleshooting Common Samsung...