ନାମାଙ୍କନ ପତ୍ର ଦାଖଲ କଲେ ସିପି ରାଧାକ୍ରିଷ୍ଣନ
ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ବୁଧବାର ନିଜର ନାମାଙ୍କନ ପତ୍ର ଦାଖଲ କଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ସେଟ୍ରେ ମୁଖ୍ୟ ପ୍ରସ୍ତାବକ ଭାବେ ଦସ୍ତଖତ କରିଥିଲେ। କାର୍ଯ୍ୟକ୍ରମରେ ବହୁ କେନ୍ଦ୍ରମନ୍ତ୍ରୀ ଏବଂ ଏନଡିଏର ବରିଷ୍ଠ...
ଭାରତ କିଣିବ ୯୭ ଟି ଏଲସିଏ ତେଜସ୍ ଫାଇଟର ଜେଟ
ଭାରତୀୟ ବାୟୁ ସେନାର ଶକ୍ତି ଆହୁରି ବୃଦ୍ଧି ପାଇବ । ଏନେଇ କେନ୍ଦ୍ର ସରକାର ୯୭ ଟି ଏଲସିଏ ମାର୍କ ୧ (ଏ)ଯୁଦ୍ଧ ବିମାନ କିଣିବା ପାଇଁ ୬୨ ହଜାର କୋଟି ଟଙ୍କାର ଚୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ।...
କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ଛାତ୍ରୀ ପୋଡ଼ି ; ପୋଷ୍ଟମର୍ଟମ ରିପୋର୍ଟରୁ ମିଳିଲା ମୃତ୍ୟୁ ରହସ୍ୟ
କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ଛାତ୍ରୀ ପୋଡ଼ି ଘଟଣାର ପୋଷ୍ଟମର୍ଟମ ରିପୋର୍ଟ ଆସିଲା। ପୋଡିଯିବା କାରଣରୁ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ସ୍ପଷ୍ଟ ହୋଇଛି । କେନ୍ଦ୍ରାପଡା ଏସପି ସିଦ୍ଧାର୍ଥ କଟାରିଆ ସାମ୍ବାଦିକ ସମ୍ମିଳନୀ କରି ସୂଚନା...
ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଅନୁଗୁଳ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ
ଅନୁଗୁଳ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କୁ ଆୟ ବହିର୍ଭୂତ ସମ୍ପତ୍ତା ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଗିରଫ ପରେ ତାଙ୍କୁ ସୁନ୍ଦରଗଡ଼ର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତିଙ୍କ କୋର୍ଟକୁ ପଠାଯିବ। ଗତକାଲି ଭୁବନେଶ୍ବର, ରାଉରକେଲା, ସୁନ୍ଦରଗଡ଼, ଅନୁଗୁଳ ଓ...
ଏସିଆ କପ ପାଇଁ ଭାରତୀୟ ଦଳ ଘୋଷଣା: ଶ୍ରେୟାସ ଙ୍କୁ ମିଳିଲାନି ସ୍ଥାନ ଶୁବମନ ଉପ-କ୍ୟାପ୍ଟେନ୍
ଏସିଆ କପ୍ ପାଇଁ ଭାରତୀୟ କ୍ରିକେଟ୍ ଦଳର ଘୋଷଣା ହୋଇଛି। ଏଥିରେ ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଭାବେ ଦାୟିତ୍ୱ ଦିଆଯାଇଛି। ବିସିସିଆଇ ସଚିବ ଦେବଜିତ ସାଇକିଆଙ୍କୁ ଭେଟି ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଦଳ ଘୋଷଣା କରିଛନ୍ତି। ଏହି ଦଳରେ...
ଯୁଦ୍ଧ ବନ୍ଦ ପାଇଁ ଆଲୋଚନା, ସେପଟେ ଋଷର ବଡ଼ ଆକ୍ରମଣ
ଏପଟେ ଯୁଦ୍ଧ ବନ୍ଦ ପାଇଁ ଆଲୋଚନା ଚାଲିଥିବା ବେଳେ ସେପଟେ ଆକ୍ରମଣ । ଆମେରିକାରେ ଟ୍ରମ୍ପ-ଜେଲେନସ୍କିଙ୍କ ବୈଠକ ଶେଷ ହେବା ପରେ ୟୁକ୍ରେନରେ ଋଷ କ୍ଷେପଣାସ୍ତ୍ର ଆକ୍ରମଣ କରିଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନର ରାଷ୍ଟ୍ରପତି...
ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ପୁଟିନ
ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନ୍ରେ କଥା ହୋଇଛନ୍ତି। ପୁଟିନ ଏବଂ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ସାକ୍ଷାତର ମୁଖ୍ୟ ଏଜେଣ୍ଡା ଥିଲା ରୁଷ-ୟୁକ୍ରେନ ଯୁଦ୍ଧକୁ ସ୍ଥାୟୀ ଭାବରେ ସମାପ୍ତ କରିବାର ଉପାୟ...
ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥବସ୍ଥା ଭଲ ରହିଛି । ସୋମବାର ଅପରାହ୍ନରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍ରୁ କ୍ୟାବିନ୍କୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍...
୩ ଦିନିଆ ରିମାଣ୍ଡ ରେ ଯିବେ ସମୀର ସାହୁ
ବାଲେଶ୍ବର ଏଫଏମ୍ କଲେଜ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା। ଅଭିଯୁକ୍ତ ସମୀର ସାହୁଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ତିନିଦିନିଆ ରିମାଣ୍ଡ ଆବେଦନର ମଞ୍ଜୁରୀ ଦେଇଛନ୍ତି କୋର୍ଟ । ଘଟଣାର ଅଧୂକ ତଦନ୍ଧ ପାଇଁ ରିମାଣ୍ଡ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ
ଫକୀର ମୋହନ...
ଅଟୋରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
କଟକ ଜାତୀୟ ରାଜପଥରେ ଚଳନ୍ତା ଅଟୋରେ ନାବାଳିକାକୁ ଯୌନ ନିର୍ଯାତନା ଅଭିଯୋଗ । ପ୍ରତିବାଦ କରିବାରୁ ନାବାଳିକାକୁ ପେଟ୍ରୋଲ ଢ଼ାଳି ମାରିଦେବାକୁ ଧମକ ଦେଇଛନ୍ତି ଦୁର୍ବୃତ୍ତ । ଯାହାକୁ ନେଇ ଥାନାରେ ଅଭିଯୋଗ କରିଛନ୍ତି ନାବାଳିକା ଜଣକ । ଗତ...

















