25.1 C
Bhubaneswar
Thursday, October 29, 2026
-Advertisement-

କେନ୍ଦ୍ର ଖଣିମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର:ଦେଶର ଖଣିଜ ଅର୍ଥନୀତି ଓ ଶିଳ୍ପ ଅଭିବୃଦ୍ଧିରେ ଓଡ଼ିଶାର ଗୁରୁତ୍ୱ କ୍ରମାଗତ ଭାବେ ବୃଦ୍ଧି ପାଇ ଚାଲିଛି । ୨୦୨୫-୨୬ ଆର୍ଥିକ ବର୍ଷରେ ଓଡ଼ିଶାରେ ପ୍ରାୟ ୪୭୧ ମିଲିଅନ୍ ଟନ୍ ଖଣିଜ ପଦାର୍ଥ ଉତ୍ପାଦନ ହୋଇଥିବା ବେଳେ ଏଥିରୁ ପ୍ରାୟ...

ହାଜତ ମୃତ୍ୟୁ ମାମଲାରେ ଏଏସ୍‌ପିଙ୍କ ବଦଳି,୩ ପୁଲିସ କର୍ମଚାରୀ ନିଲମ୍ବିତ

ଗଞ୍ଜାମ:କବିସୂର୍ଯ୍ୟନଗର ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାରେ ପୁଲିସ ବିଭାଗ ପକ୍ଷରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ପ୍ରାଥମିକ ତଦନ୍ତ ଆଧାରରେ ୩ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଜଣେ ଏଏସ୍‌ପିଙ୍କୁ ତାଙ୍କ ପଦବୀରୁ ହଟାଇ ଦିଆଯାଇଛି।ଦକ୍ଷିଣାଞ୍ଚଳ...

ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

କବିସୂର୍ଯ୍ୟନଗର:କବିସୂର୍ଯ୍ୟନଗର ଥାନା ପୋଲିସ ହେପାଜତରେ ଜଣେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଥିବା ନେଇ ସଙ୍ଗିନ ଅଭିଯୋଗ ହୋଇଛି। ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସମ୍ପୃକ୍ତ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଜଣକ ହେଲେ ଶୁବୁଲିଆ ଗ୍ରାମର ସୁଶାନ୍ତ ସାହୁ (୩୨)।...

ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲାର ତଦନ୍ତ ପାଇଁ ଭୁବନେଶ୍ଵରରେ ପହଞ୍ଚିଲେ NHRC ଟିମ୍

ଭୁବନେଶ୍ୱର:ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲାର ତଦନ୍ତ ପାଇଁ ଭୁବନେଶ୍ଵରରେ ପହଞ୍ଚିଲେ NHRC ଟିମ୍ । ଦୁଇ ଜଣିଆ NHRC ଟି ଅଛନ୍ତି ରାଜେନ୍ଦ୍ର ସିଂ ଓ ଅବିନାଶ କୁମାର । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଏହି ଟିମ୍ ଭୁବନେଶ୍ବରରେ ରହି...

ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର:ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସୋମବାର ଠାରୁ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଉଥିବା ବେଳେ ଏହା ଜୁନ୍ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଜୁନ୍ ୯ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ...

କଟକ ପ୍ରେସ ଛକରେ ମାଛ ମାର୍କେଟ ଓ ବ୍ୟାଙ୍କ ଅଫ ଇଣ୍ଡିଆରେ ଭୟାବହ ଅଗ୍ନିକାଣ୍ଡ

କଟକ: ପ୍ରେସ ଛକ ମାଛ ମାର୍କେଟ ଓ ଏହା ନିକଟସ୍ଥ ବିଲଡିଂରେ ଲାଗିଥିବା ନିଆଁକୁ ୯ ଘଣ୍ଟା ପରେ ସଂପୂର୍ଣ୍ଣ ଆୟତ କରିଛନ୍ତି ଅଗ୍ନିଶମ ବାହିନୀ। ୧୩ଟି ଅଗ୍ନିଶମ ବାହିନୀ ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ତା ସହିତ...

କେଦାରନାଥ ଯାତ୍ରାକୁ ଅସ୍ଥାୟୀ ଭାବରେ ସ୍ଥଗିତ କଲେ ସ୍ଥାନୀୟ ପ୍ରଶାସନ

ଡେରାଡୁନ: ଗତ କିଛି ଦିନ ଧରି ଦେବଭୂମି ଉତ୍ତରାଖଣ୍ଡରେ ପାଗ ପରିବର୍ତ୍ତନ ହୋଇଛି । ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ତୀର୍ଥଯାତ୍ରୀମାନେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ସମୟରେ, ସ୍ଥାନୀୟ ପ୍ରଶାସନ କେଦାରନାଥ ଯାତ୍ରାକୁ ଅସ୍ଥାୟୀ ଭାବରେ...

ଗୁଜରାଟକୁ ହରାଇ କ୍ରମାଗତ ଦ୍ୱିତୀୟ ଥର ଆଇପିଏଲ୍ ଚାମ୍ପିଅନ୍ ହେଲା RCB

ଅହମ୍ମଦାବାଦ: ଆଇପିଏଲ୍ ୨୦୨୬ର ଟାଇଟଲ୍ ଜିତିଲା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ। RCBଫାଇନାଲ୍‌ରେ ଗୁଜରାଟ ଟାଇଟନ୍ସକୁ ୫ ୱିକେଟ୍‌ରେ ପରାସ୍ତ କରିଛି। ।RCBଅଧିନାୟକ ରଜତ ପଟିଦାର ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଗୁଜରାଟ...

ଓଡ଼ିଶା ରାଜ୍ୟପାଳଙ୍କ ପ୍ରଥମ ମହିଳା ଏଡିସି ଭାବେ ଦାୟିତ୍ୱ ନେଲେ ଆଇପିଏସ୍ ଅନନ୍ୟା ଅବସ୍ଥୀ

ଭୁବନେଶ୍ୱର:ଆଇପିଏସ୍ ଅଧିକାରୀ ଅନନ୍ୟା ଅବସ୍ଥୀ ରାଜ୍ୟପାଳଙ୍କ ଏଡିସି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ସହ ସେ ଓଡ଼ିଶାର ପ୍ରଥମ ମହିଳା ପୋଲିସ ଅଧିକାରୀ ଭାବେ ଏହି ଗୁରୁତ୍ୱପୂର୍ଣ୍ଣ ପଦରେ ନିଯୁକ୍ତ ହୋଇଛନ୍ତି।ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଅନନ୍ୟା ଅବସ୍ଥୀଙ୍କୁ ଏଡିସି...

ଥାନାରେ ଥାର୍ଡ଼ ଡିଗ୍ରୀ ଅଭିଯୋଗପରେ ବଦଳିଲେ ବାରଙ୍ଗ ଥାନା ଆଇଆଇସି

ଭୁବନେଶ୍ୱର:ବାରଙ୍ଗ ଥାନାରେ ରାକେଶ ବେହେରାଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗପରେ ବାରଙ୍ଗ ଥାନା ଆଇଆଇସି ନିରଞ୍ଜନ ବେହେରାଙ୍କୁ ବଦଳି କରାଯାଇଛି । ବାରଙ୍ଗ ଥାନାରେ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ ପୁରୀ ଘାଟ ଥାନା ଅଧିକାରୀ ବିଶ୍ୱରଞ୍ଜନ ନାୟକ ।ବାରଙ୍ଗ ଥାନାରେ...
- Advertisement -

Latest article

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...

Spinhub Samsung Pay Integration

ContentsHow to Set Up and Use Samsung Pay at SpinhubKey Benefits of Using Samsung Pay for DepositsUnderstanding Deposit Limits and Processing TimesTroubleshooting Common Samsung...