30.1 C
Bhubaneswar
Thursday, October 29, 2026
-Advertisement-

ବାଇକ୍-ଟ୍ୟାକ୍ସି ଆପ୍‌ଗୁଡ଼ିକୁ ଆପ୍ ଷ୍ଟୋର ଏବଂ ପ୍ଲେ ଷ୍ଟୋରରୁ ହଟାଇବାକୁ ନିର୍ଦ୍ଦେଶ ଦେଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ:ମହାରାଷ୍ଟ୍ର ସାଇବର ବିଭାଗ ଆପଲ୍ ଏବଂ ଗୁଗୁଲ୍‌କୁ ଉବର, ଓଲା ଏବଂ ରାପିଡୋ ଭଳି ଆପ୍‌ଗୁଡ଼ିକୁ ଆପ୍ ଷ୍ଟୋର ଏବଂ ପ୍ଲେ ଷ୍ଟୋରରୁ ହଟାଇବାକୁ ନିର୍ଦ୍ଦେଶ ଦେଇଛି।୧୫ ମେ ରେ ମହାରାଷ୍ଟ୍ର ସାଇବର ବିଭାଗର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ...

ନବମ ଆଉ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ତିନୋଟି ଭାଷା ପଢ଼ିବା ବାଧ୍ୟତାମୂଳକ କଲା “ସିବିଏସ୍‌ଇ”

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ଜାରି ହୋଇଥିବା ସର୍କୁଲାର ଅନୁଯାୟୀ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନିମନ୍ତେ ଜୁଲାଇ ୧ରୁ ୩ ଭାଷା ବାଧ୍ୟତାମୂଳକ କରାଯାଇଛି। ସମସ୍ତ ସିବିଏସ୍‌ଇ ସ୍ବୀକୃତିପ୍ରାପ୍ତ ସ୍କୁଲ୍‌ ପାଠ୍ୟକ୍ରମରେ...

ଏବେ ସମସ୍ତ ସୋମବାର ଓ ଶୁକ୍ରବାର ହେବ ଭର୍ଚୁଆଲ ଶୁଣାଣି:ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସାରା ବିଶ୍ୱରେ ଇନ୍ଧନ ସଙ୍କଟ ଆରମ୍ଭ ହେବାକୁ ଲାଗିଲାଣି । ଭାରତରେ ମଧ୍ୟ ପେଟ୍ରୋଲ, ଡିଜେଲ ଏବଂ ଗ୍ୟାସ୍ ଯୋଗାଣକୁ ନେଇ ଆଶଙ୍କା ପ୍ରକାଶ ପାଇଛି। ଏଭଳି ସ୍ଥିତିରେ ଦେଶର ସର୍ବୋଚ୍ଚ ଅଦାଲତ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।...

ସରକାରୀ ଗାଡ଼ିର ‘ରାଇଡ୍ ସେୟାରିଂ’ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସରକାରୀ ଯାନବାହାନର ସଚେତନ ଏବଂ ସଂଯମୀ ବ୍ୟବହାର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ ଆଦେଶ ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକୁ ଅନୁସରଣ କରି...

ଓଡ଼ିଶାରେ ଟାଟା ୫ଟି ଗ୍ରୀନ୍ ଏନର୍ଜି ସ୍କିଲ ସେଣ୍ଟର ପ୍ରତିଷ୍ଠା କଲା

ଭୁବନେଶ୍ୱର: ୨୦୨୬ ମଧ୍ୟରେ ଓଡ଼ିଶାର କଟକ, ଢେଙ୍କାନାଳ, ବାଲେଶ୍ୱର, ସମ୍ବଲପୁର ଏବଂ ବ୍ରହ୍ମପୁରଠାରେ ୫ଟି ଗ୍ରୀନ୍ ଏନର୍ଜି ସ୍କିଲ୍ସ ସେଣ୍ଟର ପ୍ରତିଷ୍ଠା କରିଛି ଟାଟା । ଏହି ପଦକ୍ଷେପଟି ଓଡ଼ିଶାର ବଢୁଥିବା ବିଦ୍ୟୁତ ଏବଂ ଅକ୍ଷୟ ଶକ୍ତି କ୍ଷେତ୍ରରେ କୁଶଳୀ...
odia cinema policy

ଓଡ଼ିଆ ସିନେମା ଜଗତରେ ନୂତନ ଯୁଗର ଆରମ୍ଭ:ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଚଳଚ୍ଚିତ୍ର ନୀତି- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ପୁନରୁଦ୍ଧାର ଏବଂ ଏହାର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେବାକୁ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଦିନ ସଂସ୍କୃତି ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଆଲୋଚନା ଚକ୍ରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ...
neet paper leak accused on cbi custody

NEET UG ପେପର୍ ଲିକ୍ ମାମଲାର ମୁଖ୍ୟ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: NEET-UG ପେପର୍ ଲିକ୍ ମାମଲାରେ CBI ପୁଣେରୁ ମୁଖ୍ୟ ଅଭିଯୁକ୍ତ ପ୍ରଫେସର ପିଭି କୁଲକର୍ଣ୍ଣି ଙ୍କୁ ଗିରଫ କରିଛି । CBI ଅଧିକାରୀମାନେ କହିଛନ୍ତି ଯେ, ଲାଟୁରର ବାସିନ୍ଦା ଏବଂ ରସାୟନ ବିଜ୍ଞାନର ବିଶେଷଜ୍ଞ କୁଲକର୍ଣ୍ଣି, ବହୁ ବର୍ଷ...
petrol pump rushes

ତେଲ ସଂକଟକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲା ବିରୋଧୀ

ଭୁବନେଶ୍ୱର: ପେଟ୍ରୋଲ ପମ୍ପରେ ଲମ୍ବା ଲାଇନ। ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡୁଛି। ଏଭଳି ସ୍ଥିତିରେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି ବିଜେଡି । ବିଜେଡି ନେତା ସଂଜୟ ଦାସ ବର୍ମା କହିଛନ୍ତି- ସରକାର...

ଜମିବାଡ଼ି ବିବାଦକୁ ନେଇ ବଡ଼ ଭାଇ ମାରିଲା ସାନ ଭାଇକୁ

କେନ୍ଦ୍ରାପଡା: ବଡ଼ଭାଇ ପରିବାର ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ସାନଭାଇ ମୃତ। କେନ୍ଦ୍ରପଡ଼ା ଜିଲ୍ଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାରଡାଙ୍ଗ ନାଉରି ସାହିରେ ଏହି ଅଭାବନୀୟ କାଣ୍ଡ ଘଟିଛି। ମୃତକ ଜଣକ ହେଉଛନ୍ତି ସମ୍ପୃକ୍ତ ପରିବାରର ସାନଭାଇ, ଯିଏ ବୃତ୍ତିରେ ଜଣେ...

ମାଟି ମାଫିଆଙ୍କୁ ଗିରଫ କଲା ଜିଲ୍ଲା ପ୍ରଶାସନ

ଜଗତସିଂହପୁର: ମାଟି ମାଫିଆଙ୍କ ଉପରେ ଜିଲ୍ଲା ପ୍ରଶାସନର ଚଢ଼ାଉ। ଛଦ୍ମବେଶରେ ଅଭିଯୁକ୍ତଙ୍କୁ ଅନସ୍ପଟ ମାଡିବସିଲେ ତଦନ୍ତକାରୀ ଟିମ। ଜିଲ୍ଲାପାଳ ଏବଂ ଏସପିଙ୍କ ରାତି ଅଧିଆ ଅପରେସନ। ସୁଚନା ଥାଉ ଯେ, ଜଗତସିଂହପୁର ଜିଲ୍ଲା ଫତେପୁର ଗହୀରରେ ପୋଲିସ...
- Advertisement -

Latest article

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...

Spinhub Samsung Pay Integration

ContentsHow to Set Up and Use Samsung Pay at SpinhubKey Benefits of Using Samsung Pay for DepositsUnderstanding Deposit Limits and Processing TimesTroubleshooting Common Samsung...