24.1 C
Bhubaneswar
Saturday, October 24, 2026
-Advertisement-

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା, ୫୭ ବର୍ଷରେ ପାଦ ଥାପିଲେ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ପିଏମ୍ ମୋଦି ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା କରଛନ୍ତି ।...

ଟିଏମସିର ବିଦ୍ରୋହୀ ନେତା ମିଶିବେ ଏନ୍‌ସିପିଆଇରେ

ପଶ୍ଚିମବଙ୍ଗ:ଟିଏମସିର ବିଦ୍ରୋହୀ ଗୋଷ୍ଠୀ ନ୍ୟାସନାଲିଷ୍ଟ ସିଟିଜନ୍ସ ପାର୍ଟି ଅଫ୍ ଇଣ୍ଡିଆ(ଏନ୍‌ସିପିଆଇ)ରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି। ସେମାନେ ଏହି ଦଳରେ ମିଶିବେ ଓ ଏନଡିଏକୁ ସମର୍ଥନ କରିବେ। ରାଜ୍ୟର ବିକାଶ ପାଇଁ କାମ କରିବେ ବୋଲି ଘୋଷଣା କରିଛନ୍ତି।ବାଚସ୍ପତିଙ୍କ ସହ...

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର:ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି । ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଆଜି ଶେଷ ତାରିଖ ରହିଥିଲା । ରାଜ୍ୟ ସଭା...

ପରାଜିତ ପ୍ରାର୍ଥୀଙ୍କୁ ନେଇ ନବୀନଙ୍କ ବଡ଼ ବୈଠକ

ଭୁବନେଶ୍ୱର:ଶଙ୍ଖ ଭବନରେ ୨୦୨୪ ସାଧାରଣ ନିର୍ବାଚନରେ ପରାଜିତ ପ୍ରାର୍ଥୀ ମାନଙ୍କ ସହ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଏକ ସାଙ୍ଗଠନିକ ବୈଠକ କରିଛନ୍ତି। ବୁଧବାର ଦିନ ହୋଇଥିବା ଏହି ବୈଠକ ରେ ସେ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳର...

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇ ଭାରତୀୟ ରାଜନୀତିରେ ନୂତନ ଇତିହାସ ସୃଷ୍ଟି କଲେ ନରେନ୍ଦ୍ରମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ରାଜନୀତିରେ ଏକ ନୂତନ ଇତିହାସ ସୃଷ୍ଟି କରିଛନ୍ତି। ଜୁନ୍ ୧୦ ତାରିଖରେ ସେ ଦେଶର ସବୁଠାରୁ ଅଧିକ ସମୟ ପାଇଁ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ରେକର୍ଡ ସ୍ଥାପନ କରିଛନ୍ତି। ମୋଦୀ ୨୬ ମଇ...

ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର:ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସୋମବାର ଠାରୁ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଉଥିବା ବେଳେ ଏହା ଜୁନ୍ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଜୁନ୍ ୯ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

ବେଙ୍ଗାଲୁରୁ: କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ନିଜ ପଦରୁ ଆଜି ଇସ୍ତଫା ଦେଇଛନ୍ତି । ବର୍ତ୍ତମାନ କର୍ଣ୍ଣାଟକ ରାଜ୍ୟପାଳ ଅନୁପସ୍ଥିତ ଥିବାରୁ ସେ ଲୋକଭବନରେ ପହଁଚି ଇସ୍ତଫା ଦେଇଛନ୍ତି । ସାଢ଼େ ସାତ ବର୍ଷ ମୁଖ୍ୟମନ୍ତ୍ରୀ ରହିବା ପରେ ସିଦ୍ଦରମୈୟା ନିଜ...

ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର:ବିଜେଡିର ବରିଷ୍ଠ ନେତା ଓ ପୂର୍ବତନ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଆଜି ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହୋଇଛନ୍ତି। ନୂଆଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନେତୃତ୍ୱ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ...

ମୋହନଙ୍କ ଦିଲ୍ଲୀ ଗସ୍ତ, ଓଡ଼ିଶା ମନ୍ତ୍ରୀମଣ୍ଡଳ ଅଦଳବଦଳ ଚର୍ଚ୍ଚା ଜୋରଦାର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଜିର ଦିଲ୍ଲୀ ଗସ୍ତ ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି କରିଛି । ସରକାର ୨୩ ମାସର କାର୍ଯ୍ୟକାଳ ଶେଷ କରିଥିବା ବେଳେ ଏହି ଗସ୍ତ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ନେଇ ଚାଲିଥିବା...

ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର:ରାଜ୍ୟସଭା ସଦସ୍ୟ ତଥା ତିନି ଥରର ବିଧାୟକ ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ସାମନ୍ତରାୟ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର...
- Advertisement -

Latest article

DuffSpin Live Roulette Guide

ContentsGetting Started at DuffSpin: Account Setup and VerificationClaiming Your DuffSpin Bonus for Live GamesUnderstanding DuffSpin Live Roulette GameplayEffective Bankroll Management StrategyCommon Issues and TroubleshootingWithdrawing...

ଛାତ୍ର ସଂସଦ ନିର୍ବାଚନ ଫଳାଫଳ ପ୍ରକାଶ :ବିଜୟୀ ପ୍ରାର୍ଥୀଙ୍କ ଜୋରଦାର ସେଲିବ୍ରେସନ

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ବିଶ୍ବବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନ ଫଳାଫଳ ଆସିଛି l ବାଣୀବିହାର ରେ କଡ଼ା ମୁକାବିଳା ମଧ୍ୟରେ ଏବିଭିପି ସଭାପତି ପଦ ହାତେଇଛି। ବିସିଜେଡି ଏବଂ NSUI...

ଆର୍ଥିକ ଦୁର୍ବଳ ସ୍ଥିତି ଏବଂ ବସ୍ତିବାସିନ୍ଦାଙ୍କ ପାଇଁ ଦୁଇ ଆବାସିକ ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଘାଟିକିଆରେ ‘ନୀଳକଣ୍ଠେଶ୍ବର ନିବାସ’ ଓ ଗାଡ଼କଣର “ମୁକ୍ତେଶ୍ୱର ରେସିଡେନ୍ସି” ଆବାସିକ ପ୍ରକଳ୍ପ କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଘାଟିକିଆରେ ‘ନୀଳକଣ୍ଠେଶ୍ୱର ନିବାସ’ ୫.୨୭...